ବୁଧବାର ଓଡ଼ିଶା ମାଧ୍ୟମିକ ଶିକ୍ଷକ ଯୋଗ୍ୟତା ପରୀକ୍ଷା

କଟକ ଅଫିସ,୮।୨: ଓଡ଼ିଶା ମାଧ୍ୟମିକ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସ୍‌ଏସ୍‌ଟିଇଟି) ବୁଧବାର ଅନୁଷ୍ଠିତ ହେବ। ପ୍ରଥମ ପେପର୍‌ ସକାଳ ୯ଟାରୁ ୧୧.୩୦ ପର୍ଯ୍ୟନ୍ତ ଓ ଦିନ ୧ଟାରୁ ୩.୩୦ ପର୍ଯ୍ୟନ୍ତ ଦ୍ୱିତୀୟ ପେପର ପରୀକ୍ଷା ହେବ । ମୋଟ ୭୨,୨୮୦ ପରୀକ୍ଷାର୍ଥୀ ଏଥିନେଇ ପଞ୍ଜୀକରଣ କରିଥିବା ବେଳେ ୩୩୮ଟି ପରୀକ୍ଷାକେନ୍ଦ୍ର କରାଯାଇଛି। ଏଥିପାଇଁ ୪୦ଟି ନୋଡାଲ ସେଣ୍ଟର୍‌ ମଧ୍ୟ ରହିବ। ସମସ୍ତ ନୋଡାଲ ଓ ପରୀକ୍ଷା କେନ୍ଦ୍ରରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । କୋଭିଡ ଗାଇଡଲାଇନ ଅନୁଯାୟୀ ସମସ୍ତ ପରୀକ୍ଷା ଅନୁଷ୍ଠିତ ହେବ। ଏହି ପରୀକ୍ଷା ପାଇଁ ହେଡ୍‌ ଅଫିସ କଟକରେ କଣ୍ଟ୍ରୋଲ ରୁମ କରାଯାଇଛି। ତେବେ କପି କରିବାକୁ ଚେଷ୍ଟା ନ କରିବାକୁ ପରୀକ୍ଷାର୍ଥୀମାନଙ୍କୁ ସତର୍କ କରିଦିଆଯାଇଛି। ଯେଉଁମାନେ କରି ଧରା ପଡ଼ିବେ ସେମାନେ ସବୁଦିନ ପାଇଁ ଅଯୋଗ୍ୟ ହେବେ ବୋଲି ବୋର୍ଡ ସଭାପତି ରାମାଶିସ ହାଜରା ମଙ୍ଗଳବାର ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏଥିସହ ପରୀକ୍ଷାର୍ଥୀଙ୍କୁ ପରୀକ୍ଷା କେନ୍ଦ୍ରକୁ ମୋବାଇଲ ନେବାକୁ ବାରଣ କରାଯାଇଛି। ପରୀକ୍ଷାକେନ୍ଦ୍ରରେ କୌଣସି ଷ୍ଟାଫ୍‌ ଓ ସୁରକ୍ଷାକର୍ମଚାରୀ ମଧ୍ୟ ଫୋନ୍‌ ରଖିପାରିବେ ନାହିଁ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଟ୍‌ କଟିବା ପରେ କଂଗ୍ରେସରୁ ଇସ୍ତଫା ଦେଲେ ମୋହନ ହେମ୍ବ୍ରମ, କହିଲେ ୪୮ ଘଣ୍ଟାରେ ୭ ଲକ୍ଷ ନ ଦେଲେ…

ଭୁବନେଶ୍ୱର,୨୭।୪: ଟିକେଟ୍‌ କଟିବା ପରେ କଂଗ୍ରେସ ଛାଡିଲେ ମୋହନ ହେମ୍ବ୍ରମ ଏବଂ ତାଙ୍କ ପତ୍ନୀ। କଂଗ୍ରେସ ଉପରେ ବର୍ଷିବା ସହ ଶନିବାର ଦଳର ସଦସ୍ୟ ପଦରୁ...

ରବିବାର ଦୁଲୁକିବ ଓଡ଼ିଶା, କଂଗ୍ରେସ ପାଇଁ ରାହୁଲ ଭାଜପା ପାଇଁ ନଡ୍ଡା କରିବେ ପ୍ରଚାର

ଭୁବନେଶ୍ୱର,୨୭।୪: ରବିବାର ମୁହାଁମୁହିଁ ହେବେ ହାଇପ୍ରୋଫାଇଲ ନେତା। କାରଣ ରବିବାର ଓଡ଼ିଶା ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ...

ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ

ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ...

ହାର୍ଡ ମଦର ଜାଗା ନେଲା ବିଅର, ଓଡ଼ିଶାରେ ଏଥର ବିକ୍ରିରେ ଭାଙ୍ଗିଲା ସର୍ବକାଳୀନ ରେକର୍ଡ

ଭୁବନେଶ୍ୱର,୨୭।୪: ତାପମାତ୍ରା ବଢିବା ସହ ଦେଶରେ ବିଅର ବିକ୍ରି ମଧ୍ୟ ବଢୁଛି। ଏହି କ୍ରମରେ ଏଥର ଓଡିଶା ବିଅର ବିକ୍ରିରେ ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଅବକାରୀ...

ପ୍ରଶାନ୍ତ ୫୦ ହଜାରରୁ ଅଧିକ ଭୋଟରେ ଜିତିବେ: ଚିରଞ୍ଜୀବ

ଜଗତ୍‌ସିଂହପୁର,୨୭ା୪(ପ୍ରମୋଦ କୁମାର ନାୟକ): ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଉପରେ ଆସ୍ଥା ପ୍ରକଟ କରି ଚିରଞ୍ଜୀବ ବିଶ୍ୱାଳ ବିନା ସର୍ତ୍ତରେ ବିଜେଡିରେ ମିଶିଛନ୍ତି। ୨୦୧୯ ସାଧାରଣ ନିର୍ବାଚନରେ ଜଗତ୍‌ସିଂହପୁର...

ବଡ଼ଚଣାରେ ଭାବବିହ୍ବଳ ହେଲେ ବର୍ଷା

ଚଣ୍ଡିଖୋଲ/ ଛତିଆ/ ବଡ଼ଚଣା, ୨୭ା୪ (ପ୍ରଦୀପ୍ତ କୁମାର ପୃଷ୍ଟି/ ସୌମ୍ୟରଞ୍ଜନ ସାହୁ/ ଦିଲୀପ କୁମାର ମହାନ୍ତି): ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା...

ଘରୋଇ ଚିକିତ୍ସା କଲେ ଚାକିରିରୁ ବିଦା ହେବେ ଡାକ୍ତର

ବ୍ରହ୍ମପୁର,୨୭।୪(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲର ବିଭିନ୍ନ ବିଭାଗରେ କାର୍ଯ୍ୟରତ ସିନିୟର୍‌ ରେସିଡେଣ୍ଟ(ଏସ୍‌ଆର) ତଥା ଟ୍ୟୁଟରମାନେ ଘରୋଇ ମେଡିକାଲରେ ରୋଗୀ ଚିକିତ୍ସା କରୁଥିବା...

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri