ଅଷ୍ଟ୍ରିଚ ତକିଆ,ଯେକୌଣସି ସ୍ଥାନରେ ଯେକୌଣସି ସମୟରେ ଦେବ ସୁଖନିଦ୍ରା…

ବସ୍‌ଷ୍ଟପ୍‌ ହେଉକି ଏୟାରପୋର୍ଟ ବା ଅଫିସ୍‌ । ଯଦି ଆପଣ ବୋର୍‌ ହେଉଛନ୍ତି ଓ ଜୋର୍‌ରେ ନିଦ ଲାଗୁଛି ତେବେ କ’ଣ କରିବେ। କେବଳ ହାଈ ମାରିବା ଛଡା ଅନ୍ୟ କିଛି ବାଟ ନ ଥାଏ। କାରଣ ଏଭଳି ସ୍ଥାନରେ କ’ଣ ଶୋଇ ହେବ? ତେବେ ଜାଣି ଆଶ୍ଚର୍ଯ୍ୟ ହେବେ ଏବେ ଏମିତି ଏକ ତକିଆ ଆସିଛି, ଯାହା ଆପଣଙ୍କୁ ଯେକୌଣସି ସ୍ଥାନରେ ଯେକୌଣସି ସମୟରେ କିଛି ସମୟର ସୁଖନିଦ୍ରା ଦେବାରେ ସାହାଯ୍ୟ କରିବ। ଏହି ତକିଆର ନାମ ହେଉଛି ‘ଅଷ୍ଟ୍ରିଚ୍‌ ପିଲ୍ଲୋ’। ଏହି ତକିଆ ଏକ ଛୋଟ କିନ୍ତୁ ଆରାମଦାୟକ ଓ ବ୍ୟକ୍ତିଗତ ପରିବେଶ ସୃଷ୍ଟି କରେ ଯଦ୍ୱାରା କି ଭଲରେ କିଛି ସମୟ ଶୋଇ ହେବ। ଏହାକୁ ଟି- ସର୍ଟ ପରି ଭଳି ମୁଣ୍ଡ ପଟେ ଗଳାଯାଏ। ସାମ୍‌ନା ଭାଗରେ ମୁହଁ ସାମାନ୍ୟ ଦେଖାଯିବା ଲାଗି କଣା ଥାଏ। ତକିଆର ଉପରଭାଗକୁ ଦୁଇ କାନର ଉପରକୁ ଦୁଇଟି କଣା ଥାଏ,ଯାହା ଭିତରେ ଦୁଇ ହାତ ପୁରାଇ ହେବ। ତକିଆଟିକୁ ମୁଣ୍ଡପଟେ ଗଳାଇ ଦୁଇ ହାତକୁ କାନ ଉପର କଣାରେ ପୁରାଇ ଯେକୌଣସି ଟେବୁଲ ଉପରେ ମୁଣ୍ଡ ରଖି ଆରାମରେ ଶୋଇ ହେବ। ଚେୟାର, ବେଞ୍ଚରେ ବସିଥିବାବେଳେ ବି ଏହାକୁ ପିନ୍ଧି ଆଖପାଖ ପରିବେଶଠାରୁ ନିଜକୁ କିଛି ସମୟ ପାଇଁ ଅଲଗା କରି ଶୋଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ

ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜନ୍ମାଷ୍ଟମୀରେ ମହାସଂଯୋଗ କରିବ ମନି ମେକର୍‌, ୯ଟି ରାଶି ହେବ ଧନବାନ!

ଚଳିତ ବର୍ଷ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ କେବଳ ଧାର୍ମିକ ଦୃଷ୍ଟିକୋଣରୁ ନୁହେଁ, ବରଂ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ମଧ୍ୟ ଅତ୍ୟନ୍ତ ବିରଳ ଏବଂ ଶୁଭଙ୍କର। ୪ ସେପ୍ଟେମ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri