ତେଲ ବିଲ୍‌ ଜାଲିଆତି: ୨ କର୍ମଚାରୀଙ୍କୁ ନିଲମ୍ବିତ କଲା ଓଟିଡିସି

ଭୁବନେଶ୍ୱର,୬ା୫(ବ୍ୟୁରୋ): ତେଲ ବିଲ୍‌ରେ ଜାଲିଆତି କରି ନିକଟରେ ୩ ପୋଲିସ କର୍ମଚାରୀ ନିଲମ୍ବନ ହେବାର ଗୋଟିଏ ମାସ ନ ପୂରୁଣୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ନିଜର ୨ ଜଣ କର୍ମଚାରୀଙ୍କୁ ନିଲମ୍ବନ କରିଛି। ଓଟିଡିସିର ପରିବହନ ମ୍ୟାନେଜର ଓ ଜଣେ ଡ୍ରାଇଭରଙ୍କୁ ନିଲମ୍ବନ କରାଯିବା ସହ ସେମାନଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଥିବା ନେଇ ସୂଚନା ମିଳିଛି।

ସୂଚନାନୁଯାୟୀ, ଓଟିଡିସି ଅଧ୍ୟକ୍ଷାଙ୍କ ଗାଡ଼ି ନାଁରେ ମିଛ ତେଲ ବିଲ୍‌ ନେଇଥିବା ଅଭିଯୋଗରେ ଡ୍ରାଇଭର ଅତୁଲ୍ୟ କୁମାର ମହାନ୍ତି ଓ ଓଟିଡିସି ମ୍ୟାନେଜର ଅକ୍ଷୟ ମହାଳିକଙ୍କୁ ନିଲମ୍ବନ କରାଯାଇଛି। ସେମାନଙ୍କ ବିରୋଧରେ ବିଭାଗୀୟ ଶୃଙ୍ଖଳାଗତ ତଦନ୍ତ ଆରମ୍ଭ କରାଯାଇଛି। ତେବେ ବିଭାଗୀୟ ଯାଞ୍ଚ ବେଳେ ଏହି ଜାଲିଆତି ପଦାକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ହାଜର ହେଲେ ନାହିଁ ରାମ୍‌କୋ କର୍ତ୍ତୃପକ୍ଷ

ଯାଜପୁର ଅଫିସ,୧୪ା୪: ଯେତେ ନୀତିନିୟମ ଉଲ୍ଲଂଘନ କଲେ ବି ଶିଳ୍ପ କାରଖାନା କର୍ତ୍ତୃପକ୍ଷଙ୍କ ପ୍ରତି ସରକାର କେତେ ସହାନୁଭୂତିଶୀଳ ଏକଥା ରାମ୍‌କୋ ସିମେଣ୍ଟ କମ୍ପାନୀ କ୍ଷେତ୍ରରେ...

ଲାଞ୍ଚ ନେବା ବେଳେ ଧରାପଡ଼ିଲେ ରାଜସ୍ବ ଅଧିକାରୀ

କଟକ ରୋଡ,୧୫ା୧୦(ଡି.ଏନ୍‌.ଏ.): ମ୍ୟୁଟେଶନ କରାଇ ଦେବା ପାଇଁ ଲାଞ୍ଚ ନେଉଥିବା ବେଳେ ଭୁବନେଶ୍ୱର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱର ତହସିଲ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ଅଧିକାରୀ।...

ଫନୀ ପୁନରୁଦ୍ଧାର ପାଇଁ ସହାୟତା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଇଡ୍‌କୋ ଦେଲା ୧୦ କୋଟି

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ଫନୀ ଦ୍ୱାରା ଓଡ଼ିଶା ଉପକୂଳ ବହୁତ କ୍ଷତିଗ୍ରସ୍ତ ହୋଇଛି। କ୍ଷତିଗ୍ରସ୍ତଙ୍କୁ ରିଲିଫ ବଣ୍ଟନ ଏବଂ ଧ୍ୱଂସପ୍ରାୟ ଭିତ୍ତିଭୂମିର ପୁନରୁତ୍ଥାନ କାର୍ଯ୍ୟ ଜାରି ରହିଛି। ବାତ୍ୟା...

ଗଣ୍ଡଗୋଳ ପାଇଁ ଲୋୟର ସୁକ୍‌ତେଲ ୧୯ ବର୍ଷ ପରେ ଅଧା ରହିଛି: ବଲାଙ୍ଗୀରରେ ଚଳିତବର୍ଷ ୧୫ଶହ ଗଭୀର ନଳକୂପ ଖୋଳାଯିବ

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ବଲାଙ୍ଗୀର ଜିଲାକୁ ଜଳସେଚନ ସୁବିଧା ମିଳୁ ନାହିଁ। ରାଜ୍ୟ ସରକାର ସବୁ ବ୍ଲକକୁ ୩୫ ପ୍ରତିଶତ ଜଳସେଚନ ସୁବିଧା ଯୋଗାଇ ଦେବେ ବୋଲି...

ନାଲକୋ ଦୁର୍ଘଟଣାରେ ଆଉ ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଆନ୍ଦୋଳନ

ଅନୁଗୋଳ ଅଫିସ, ୮।୮: ନାଲକୋ ସ୍ମେଲଟର ପ୍ଲାଣ୍ଟ କାଷ୍ଟ ହାଉସ ପରିସରରେ ଗତ ୨୩ରେ ବିଦ୍ୟୁତ ଆଘାତରେ ୪ ଜଣ ଶ୍ରମିକ ଗୁରୁତର ଆହତ ହୋଇଥିଲେ।...

ରାଜ୍ୟରେ ୧୩ ନିଗମ କ୍ଷତିରେ ଚାଲିଛି: ଖର୍ଚ୍ଚ କମାଇବା ପାଇଁ ସ୍ବେଚ୍ଛାକୃତ ଅବସର ଯୋଜନା

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟରେ ୩୬ଟି ନିଗମ ଅଛି। ସେଥିରେ ୧୦,୪୭୩ ପଦବୀ ଖାଲି ରହିଛି। ନିଗମଗୁଡ଼ିକ ମଧ୍ୟରୁ ୨୩ଟି ଲାଭ କରୁଥିବା ବେଳେ ୧୩ଟି କ୍ଷତିରେ ଚାଲୁଛି।...

CORONAVIRUS UPDATE: ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତ ଚିନ୍ହଟ, ସଂଖ୍ୟା ଛୁଇଁଲା ୧୦୩

ଭୁବନେଶ୍ୱର,୨୬।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ...

କରୋନା ଭୟ: ବିଦେଶୀ ପର୍ଯ୍ୟଟକ ଦେଖି ପାଟିତୁଣ୍ଡ କଲେ ଲୋକେ, ଜଙ୍ଗଲରୁ ଉଦ୍ଧାର

ଠାକୁରମୁଣ୍ଡା,୨୪ା୩(ଡ଼ି.ଏନ୍‌.ଏ.)- ଇସ୍ରାଏଲରୁ ଭ୍ରମଣ ଉଦ୍ଦେଶ୍ୟରେ ଆସିଥିବା ଜଣେ ପର୍ଯ୍ୟଟକଙ୍କୁ ମଙ୍ଗଳବାର ଅପରାହ୍ନରେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳରୁ ପୋଲିସ ଉଦ୍ଧାର କରିଛି। ସେ ଏକ ବାଇକ୍‌ରେ...

Advertisement
Archives

Model This Week