ଭୁବନେଶ୍ୱର,୩୧।୧୦ : ବ୍ୟାଙ୍କ ଅଫ୍ ବରୋଦା(ବିଓବି) ପକ୍ଷରୁ ବ୍ୟାଙ୍କ ଅଫ୍ ବରୋଦା ଜନପଥ ଶାଖା ଦ୍ୱାରା ନୋଟ୍ ଓ ମୁଦ୍ରା ବିନିମୟ ମେଳା ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ଭାରତୀୟ ରିଜର୍ଭ ବ୍ୟାଙ୍କର ମହାପ୍ରବନ୍ଧକ ଡ. ଦେବୀ ପ୍ରସାଦ ପଣ୍ଡା ଉଦ୍ଘାଟନ କରିଥିଲେ। ଏହି ଅବସରରେ ନେଟ୍ୱର୍କ ଉପ-ମହାପ୍ରବନ୍ଧକ ଡ. ରମେଶ କୁମାର ମହାନ୍ତି, ଭୁବନେଶ୍ୱର କ୍ଷେତ୍ରର ସହାୟକ ମହାପ୍ରବନ୍ଧକ ରାଜୀବ କ୍ରିଷ୍ଣା, ମୁଖ୍ୟ ପ୍ରବନ୍ଧକ ନିର୍ବିକାର ରଥ, ଜନପଥ ଶାଖାର ମୁଖ୍ୟ ପ୍ରବନ୍ଧକ ଅମୀୟ ରଞ୍ଜନ ପାଢ଼ୀ ଓ କରେନ୍ସି ଚେଷ୍ଟର ଇନଚାର୍ଜର ବାବାଜୀ ଚରଣ ପ୍ରଧାନ ଯୋଗ ଦେଇଥିଲେ। ମେଳାରେ ପୁରୁଣା, ମଇଳା ଓ ଚିରାଫଟା ନୋଟ୍ ବିନିମୟ ସହ କଏନ୍ ମଧ୍ୟ ଯୋଗାଇ ଦିଆଯାଇଥିଲା। ବିଓବି ପକ୍ଷରୁ ନିୟମିତ ଏହି କାର୍ଯ୍ୟ କରାଯାଉଥିବାବେଳେ ପାର୍ବଣ ସମୟରେ ସ୍ବତନ୍ତ୍ର ଭାବେ ଏପରି କାର୍ଯ୍ୟକ୍ରମର ବ୍ୟବସ୍ଥା କରାଯାଇଥାଏ।
ଟ୍ରକ୍ରେ ପିଟି ହୋଇ ଦୁଇ ବାଇକ୍ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର
ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...
ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ
ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...
ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର
ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...
ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…
ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...
ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…
ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...
ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ
ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...
ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା
ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...
ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି
ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...
Archives


