ଡିସେମ୍ବର ମାସରେ OTET ପରୀକ୍ଷା, ଏହି ଦିନରୁ ଆରମ୍ଭ ଆବେଦନ

ଭୁବନେଶ୍ୱର,୧୧।୧୧: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଡିସେମ୍ବର ୧୭ ତାରିଖରେ OTET-୨୦୨୫ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଡିସେମ୍ବର ୧୭ ତାରିଖରେ ଏହି ପରୀକ୍ଷା ଦୁଇଟି ସିଟିଂରେ କରାଯିବ।

ନଭେମ୍ବର ୧୨ ତାରିଖଠାରୁ ପରୀକ୍ଷା ପାଇଁ ଅନ୍‌ଲାଇନରେ ଆବେଦନ ଆରମ୍ଭ ହେବ। ଆବେଦନ କରିବାର ଶେଷ ତାରିଖ ହେଉଛି ନଭେମ୍ବର ୨୫ ତାରିଖ। ଆଶାୟୀ ପ୍ରାର୍ଥୀମାନେ BSEର ଅଫିସିଆଲ୍ ୱେବସାଇଟ୍‍କୁ ଯାଇ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଆବେଦନ କରିବା ପାଇଁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

ଧାନ ଉଠାଇବା ପାଇଁ ଜିଲାପାଳଙ୍କୁ ଗୁହାରି: ଗୋଡ଼ତଳେ ଧାନ ପକାଇ ମୁଣ୍ଡିଆ ମାରିଲେ ଚାଷୀ

ପଦ୍ମପୁର,୧୩ା୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ପଡ଼ିରହିଛି। ଏହାକୁ ନେଇ...

କିସ୍‌ରେ ୯ମ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ: ମା’ ଆଣିଲେ ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୧୩॥୧୨: ଭୁବନେଶ୍ୱର କିସ୍‌ରେ ୯ମ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ ଛାତ୍ର କେନ୍ଦୁଝର ଟାଉନ ଥାନା ଟିକରଗୁମୁରା ଗାଁର।ଛାତ୍ରଙ୍କ ଶରୀରରେ କ୍ଷତ ଚିହ୍ନ...

ମେସିଙ୍କୁ ଦେଖିବା ପାଇଁ ହଙ୍ଗାମା: କ୍ଷମା ମାଗିଲେ ମମତା

କୋଲକାତା,୧୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କୁ ନେଇ କୋଲକାତାରେ ବିଶୃଙ୍ଖଳା ସୃଷ୍ଟି ହୋଇଛି। ମେସି ସଲ୍ଟ ଲେକ ଷ୍ଟାଡିୟମରେ ପହଞ୍ଚିବା ପରେ ଅଧିକ ମୂଲ୍ୟର...

ମହାନଦୀ ପ୍ରସଙ୍ଗରେ ପ୍ରସନ୍ନ ଆଚାର୍ଯ୍ୟଙ୍କ 5 ପ୍ରଶ୍ନ, କହିଲେ ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି

ଭୁବନେଶ୍ବର,୧୩।୧୨: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଆଜି ପ୍ରଶ୍ନ ଉଠାଇଛନ୍ତି । ମହାନଦୀ ସଂକଟର ସମାଧାନ କେବେ ହେବ ବୋଲି ସେ ପ୍ରଶ୍ନ...

ମେସିଙ୍କୁ ଦେଖିବାକୁ ହଙ୍ଗାମା, ଚେୟାର ଭାଙ୍ଗିଲେ.. ବୋତଲ ଫିଙ୍ଗିଲେ

ନୂଆଦିଲ୍ଲୀ,୧୩।୧୨: ଆର୍ଜେଣ୍ଟିନା ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସି ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ତାଙ୍କର ଗସ୍ତ କୋଲକାତାରୁ ଆରମ୍ଭ ହୋଇଛି। ମେସି ହେଉଛନ୍ତି ମିଳିତ...

କ୍ୟାବିନେଟରେ ମଞ୍ଜୁରୀ ପାଇଥିବା ବିକଶିତ ଭାରତ ଶିକ୍ଷା ଅଧୀକ୍ଷଣ ବିଲ୍ କଣ ଜାଣନ୍ତୁ

ନୂଆଦିଲ୍ଲୀ,୧୩।୧୨: ଭାରତୀୟ ଉଚ୍ଚଶିକ୍ଷାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। କେନ୍ଦ୍ର କ୍ୟାବିନେଟ୍ ଏକ ଐତିହାସିକ ବିଲ୍ ମଞ୍ଜୁର କରିଛି ଯାହା ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri