ଷ୍ଟ୍ରଙ୍ଗ୍‌ରୁମ୍‌ରେ ଓଟିଇଟି ପ୍ରଶ୍ନପତ୍ର,ବାହାରେ ଘୂରି ବୁଲୁଛି ଉତ୍ତର ସିଟ୍‌

ମାଲକାନଗିରି,୨୯ା୮(ଡି.ଏନ୍‌.ଏ.): ସାରା ରାଜ୍ୟରେ ସୋମବାର ଶିକ୍ଷକଙ୍କ ଓଟିଇଟି ପରୀକ୍ଷା ହେଇଥିବା ବେଳେ ମାଲକାନଗିରି ଜିଲାରେ ମଧ୍ୟ ୩ଟି ସେଣ୍ଟର୍‌ରେ ପରୀକ୍ଷା ହେଉଛି। ତେବେ ପରୀକ୍ଷା ଆରମ୍ଭ ନ ହେଉଣୁ ପ୍ରଶ୍ନର ଉତ୍ତର ସିଟ୍‌ ଭାଇରାଲ ହୋଇଛି। ଏହି ଓଟିଇଟି ପରୀକ୍ଷା ପାଇଁ ଶିକ୍ଷକମାନେ ୫୦୦୦ ଟଙ୍କା ଦେଇଥିବା ଚର୍ଚ୍ଚା ହେଉଛି। ତେବେ ଭାଇରାଲ ହେଉଥିବା ଉତ୍ତର ସିଟ୍‌ ପ୍ରଶ୍ନ ସିଟ୍‌ ସହ ମିଶିଯାଉଛି। ତେବେ କିଛି ପରୀକ୍ଷାର୍ଥୀ ପାଇଁ ବର୍ତ୍ତମାନ ସମସ୍ତ ପରୀକ୍ଷାର୍ଥୀ ଚିନ୍ତାରେ। ତେବେ ଏ ସମ୍ପର୍କରେ ମାଲକାନଗିରି ଡିଇଓଙ୍କୁ ପଚାରିବାରୁ ସେ ଏନେଇ ତଦନ୍ତ କରିବେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମବାସୀଙ୍କ ବାରଣ୍ଡାରେ ଚାଲିଛି ଅଙ୍ଗନଓ୍ବାଡି କେନ୍ଦ୍ର

ରାୟଗଡ଼ା ଅଫିସ, ୨୬।୧ – ପିଲାମାନଙ୍କୁ ପ୍ରାକ୍‌ ସ୍କୁଲ ଶୈକ୍ଷିକ ବାତାବରଣ ଦେବାକୁ କେନ୍ଦ୍ର ସରକାର ଅଙ୍ଗନଓ୍ବାଡି କେନ୍ଦ୍ରର ପରିକଳ୍ପନା କରିଥିଲେ। ଏଥିପାଇଁ କୋଟି କୋଟି...

ଭଡ଼ାଟିଆ ମହିଳାଙ୍କୁ ମାଡ଼ମାରି ଗିରଫ ହେଲେ ଘର ମାଲିକ

ଗୋପାଳପୁର,୭ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ମଦନମୋହନପୁର ଗ୍ରାମରେ ଘର ଭଡ଼ା ନେଇ ରହୁଥିବା ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ...

ବନ୍ଧୁକ ଚୋରାଚାଲାଣ ଗ୍ୟାଙ୍ଗ୍‌ର ୭ ଗିରଫ

ପୁରୀ ଅଫିସ,୨୯।୫ ପୁରୀରେ ବନ୍ଧୁକ ଚୋରାଚାଲାଣ ହେଉଥିବାରୁ ଗତ କିଛିଦିନ ମଧ୍ୟରେ ଲଗାତର ହତ୍ୟା, ଲୁଟ୍‌, ଗୁଳିକାଣ୍ଡ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ପୁରୀ...

‘ବିଜେଡି ନେତାଙ୍କ ବିରୋଧରେ କେବେ ହେବ କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର, ୧୧।୧୦(ବ୍ୟୁରୋ): କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ବିଏମ୍‌ସି ଅଧିକାରୀ ଭୁବନେଶ୍ୱର ଏମ୍‌ପିଙ୍କ ଦଳୀୟ କାର୍ଯ୍ୟାଳୟକୁ ଶନିବାର ସିଲ୍‌ କରିବା ପରେ ଅପରାଜିତା ଷଡ଼ଙ୍ଗୀ ବେଶ୍‌...

ଗଞ୍ଜାମ ପାଇଁ ନୂଆ ରଣକୌଶଳ ଆପଣାଇଲେ ସରକାର

ଭୁବନେଶ୍ୱର,୧୮।୭(ବ୍ୟୁରୋ)-ଗଞ୍ଜାମରେ କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ନୂତନ ରଣ କୌଶଳ ଗ୍ରହଣ କରିଛନ୍ତି। ବିଶେଷ କରି ଭିତ୍ତିଭୂମି ସମ୍ପ୍ରସାରଣ, ଟେଲି ମେଡିସିନ ଓ...

ନଭେମ୍ବର ୬ରେ ବିଜେଡିରେ ଯୋଗଦେବେ ପ୍ରଦୀପ ମାଝି

ଭୁବନେଶ୍ୱର (ବ୍ୟୁରୋ)/ ନବରଙ୍ଗପୁର(ବି.ପ୍ର.),୨୯।୧୦: ପ୍ରଦେଶ କଂଗ୍ରେସ କମିଟିର ପୂର୍ବତନ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି ଆସନ୍ତା ନଭେମ୍ବର ୬ ତାରିଖରେ ବିଜେଡିରେ ଆନୁଷ୍ଠାନିକଭାବେ ଯୋଗଦେବେ। ଏହି...

୪୮ଘଣ୍ଟାରେ ଅବପାତ: ସାରା ରାଜ୍ୟରେ ବର୍ଷା

ଭୁବନେଶ୍ୱର,୮ା୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ଅଞ୍ଚଳରେ ରବିବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ...

ଖାରଜ ହେଲା ଜାମିନ ଆବେଦନ, ଜେଲ ଯିବେ ଚିଲିକା ବିଧାୟକ

ଭୁବନେଶ୍ୱର,୮।୧୦(ବ୍ୟୁରୋ): ଜେଲ ଯିବେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ। ଖୋର୍ଦ୍ଧା ଏଡିଜେ-୧ କୋର୍ଟରେ ଶୁକ୍ରବାର ତାଙ୍କ ଜାମିନ ଆବେଦନ ଖାରଜ ହୋଇଛି। ଏହାପରେ ପୋଲିସ ତାଙ୍କୁ...

Advertisement
Archives

Model This Week