ଖୁବ୍‌ଶୀଘ୍ର ପ୍ରକାଶ ପାଇବ OTET ପରୀକ୍ଷା ତାରିଖର ବିଜ୍ଞପ୍ତି: ମନ୍ତ୍ରୀ

ଭୁବନେଶ୍ୱର,୩୧ା୭: OTET ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ମନ୍ତ୍ରୀ କହିଛନ୍ତି, ଯେଉଁମାନେ ଏଥିରେ ସଂପୃକ୍ତ ସେମାନଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଛି। ଏଥିରେ ଯଦି କୌଣସି ଶିକ୍ଷକ କିମ୍ବା ଯେତେ ବଡ଼ ଲୋକ ହୁଅନ୍ତୁ ସଂପୃକ୍ତ ଥିବାର ଜଣାପଡ଼େ ତେବେ ତାଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଆଗାମୀ ଦିନରେ କିପରି ସ୍ବଚ୍ଛତାର ସହ ପରୀକ୍ଷା ହେବ ତାହା ଉପରେ ଆମେ ଗୁରୁତ୍ୱ ଦେଉଛୁ। ଏ ବାବଦରେ ତୁରନ୍ତ ଆଲୋଚନା କରି ପରୀକ୍ଷା ତାରିଖର ବିଜ୍ଞପ୍ତି ପ୍ରକାଶ କରିବୁ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ସମ୍ଭାବ୍ୟ ଶାନ୍ତି

ଶେଷରେ ଇରାନ ସହ ଆମେରିକା-ଇସ୍ରାଏଲର ଯୁଦ୍ଧ ମଧ୍ୟରେ ସବୁଠାରୁ ବଡ଼ ପ୍ରତୀକ୍ଷିତ କୂଟନୈତିକ ସଫଳତା ମିଳିଛି, ଯେଉଁଥିରେ ଆମେରିକା ଏବଂ ଇରାନ ସେମାନଙ୍କ ଅସ୍ତ୍ରବିରତିକୁ ୬୦ ଦିନ…

ଭାରତ, ସ୍ଲୋଭାକିଆ ସହଭାଗିତା ବଢ଼ିବ

ବ୍ରାଟିସ୍ଲାଭା,୧୬ା୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମାଦି ଏବଂ ତାଙ୍କ ସ୍ଲୋଭାକିଆ ପ୍ରତିପକ୍ଷ ରବର୍ଟ ଫିକୋଙ୍କ ମଧ୍ୟରେ ସୋମବାର ଦ୍ୱିପାକ୍ଷିକ ଆଲୋଚନା ପରେ ୨ ଦେଶ ମଧ୍ୟରେ ସହଭାଗିତାକୁ ବ୍ୟାପକ କରିବାକୁ…

ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଭାତ ମଲିକଙ୍କୁ କେନ୍ଦୁଝରରେ ଏନକାଉଣ୍ଟର, ପୋଲିସକୁ ଆକ୍ରମଣ କରିବାକୁ ଚେଷ୍ଟା…

କେନ୍ଦୁଝର,୧୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ମହୁଲଡ଼ିହା ଜଙ୍ଗଲ ନିକଟରେ ଏନକାଉଣ୍ଟର ହୋଇଛି । ଆଜି(ମଙ୍ଗବାର) ସଦର ଥାନା ପୋଲିସ ଏକ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର…

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF)…

ରାଷ୍ଟ୍ରପତିଙ୍କ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ, ଦିନିକିଆ ଗସ୍ତରେ ମୋଟ୍‌ ୩ ଘଣ୍ଟା ରହିବେ

ଭୁବନେଶ୍ୱର,୧୬।୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରକୁ ଯିବେ। ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri