ପୁଣି ଘୁଞ୍ଚିଲା OTET ପରୀକ୍ଷା: ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୨୩।୬: ପୁଣି ଘୁଞ୍ଚିଲା OTET ପରୀକ୍ଷା। ଜୁନ୍‌ ୨୮ରେ ହେବାକୁ ଥିବା OTET ପରୀକ୍ଷା ତାରିଖ ଘୁଞ୍ଚାଯାଇଛି। ଜୁନ ୨୮ ବଦଳରେ ଜୁଲାଇ ୫ରେ ହେବ ପରୀକ୍ଷା। ତାରିଖ ବଦଳିବା ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା ଦେଇଛନ୍ତି। RI ଓ ଅମିନ ପରୀକ୍ଷା ପାଇଁ OTET ପରୀକ୍ଷା ତାରିଖ ବଦଳାଯାଇଛି। ଆସନ୍ତା ୨୮ ତାରିଖରେ RI ଓ ଅମିନ ପରୀକ୍ଷା ହେବ। ଗୋଟିଏ ଦିନରେ ପରୀକ୍ଷା ନେଇ ବିଭ୍ରାନ୍ତି ସୃଷ୍ଟି ହେବାପରେ ସରକାର ଏହି ନିଷ୍ପତ୍ତି ନେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?