ଭୁବନେଶ୍ୱର,୨୦ା୭: ଆଜି ଅର୍ଥାତ୍ ରବିବାର ହେବାକୁ ସ୍ବତନ୍ତ୍ର OTET-୨୦୨୫ ପରୀକ୍ଷା ସ୍ଥଗିତ ରହିଛି। ପେପର୍-୧ ଓ ପେପର୍-୨ ପରୀକ୍ଷା ସ୍ଥଗିତ ରହିଛି। ଏନେଇ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ପରୀକ୍ଷା ପାଇଁ ବୋର୍ଡ ନୂଆ ତାରିଖ ଘୋଷଣା କରିବ।
ଭୁବନେଶ୍ୱର,୨୦ା୭: ଆଜି ଅର୍ଥାତ୍ ରବିବାର ହେବାକୁ ସ୍ବତନ୍ତ୍ର OTET-୨୦୨୫ ପରୀକ୍ଷା ସ୍ଥଗିତ ରହିଛି। ପେପର୍-୧ ଓ ପେପର୍-୨ ପରୀକ୍ଷା ସ୍ଥଗିତ ରହିଛି। ଏନେଇ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ପରୀକ୍ଷା ପାଇଁ ବୋର୍ଡ ନୂଆ ତାରିଖ ଘୋଷଣା କରିବ।
ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…
ଭୁବନେଶ୍ୱର,୧୬ା୯(ସୁନିତ୍ ମିଶ୍ର): ଗ୍ରାହାମ୍ ଷ୍ଟେନ୍ସ ଏବଂ ତାଙ୍କ ୨ପୁଅ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଜେଲରୁ ମୁକ୍ତି ଦେବାକୁ କରାଯାଇଥିବା କ୍ଷମା ପ୍ରାର୍ଥନା ଉପରେ…
ଭୁବନେଶ୍ୱର, ୧୬।୯(ସୁନିତ୍ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ବୁଧବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ, ବିଚାରପତି ଜୟମାଲ୍ୟ ବାଗ୍ଚୀ ଏବଂ ଭି.ମୋହନଙ୍କ…
ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ): ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଖରାଦିନ ଭଳି ସକାଳୁ ଟାଇଁ ଟାଇଁ ଖରା ସାଧାରଣ…
ଭୁବନେଶ୍ୱର,୧୬।୯ (ରବିନାରାୟଣ ଜେନା): ରାଜ୍ୟର ଆର୍ଥିକ ପରିସ୍ଥିତିରେ ସୁଧାର ଆସୁନାହିଁ। କେନ୍ଦ୍ରୀୟ ଅନୁଦାନ ହାର ବର୍ଷକୁ ବର୍ଷ କମୁଥିବାବେଳେ ରାଜ୍ୟର ନିଜସ୍ବ ଉତ୍ସରୁ କମ୍ ପରିମାଣ ରାଜସ୍ବ…
ଭୁବନେଶ୍ୱର,୧୬।୯(ତ୍ରିନାଥ ମହାନ୍ତି): ୨୦୨୨ ମସିହାରେ ଆସାମର କାଚାର ଜିଲାରୁ ୨ଟି ଶାବକ ଓରାଙ୍ଗଉଟାନ ଉଦ୍ଧାର ହୋଇଥିଲା। ୨୦୨୩ ଅକ୍ଟୋବରରେ ମିଜୋରାମର ଆଇଜଲ ଜିଲାରୁ ଗୋଟିଏ ଓରାଙ୍ଗଉଟାନ ଉଦ୍ଧାର…
କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…
ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…