OTET ପରୀକ୍ଷା ପ୍ରଶ୍ନପତ୍ର ଜାଲିଆତି ଘଟଣା: ଆସନ୍ତା ୫ରେ ହେବ ଶୁଣାଣି

କଟକ,୨୬ା୨(ପ୍ରଭୁ କଲ୍ୟାଣ ମହାପାତ୍ର): ବୋର୍ଡ ସ୍ପେଶାଲ ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଜାଲିଆତି ଘଟଣାରେ ହାଇକୋର୍ଟରେ ୮ ଅଭିଯୁକ୍ତଙ୍କ ଜାମିନ ଆବେଦନ ଉପରେ ଗୁରୁବାର ଶୁଣାଣି ଶେଷ ହୋଇଛି। ଆସନ୍ତାକାଲି ସୁଦ୍ଧା ଲିଖିତ ଯୁକ୍ତି ଦାଖଲ କରିବାକୁ କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୫ ତାରିଖରେ ଶୁଣାଣି ହୋଇପାରେ। ଜାଲିଆତି ଘଟଣାରେ ଅଭିଯୁକ୍ତ ଡ. ନିହାର ରଞ୍ଜନ ମହାନ୍ତି, ଜିତନ ମହାରଣା, ରାମଜୀ ପ୍ରସାଦ ଗୁପ୍ତା, ବିଜୟ କୁମାର ମିଶ୍ର , ଜୟନ୍ତ କୁମାର ରାଉତ, ଅଜୟ କୁମାର ସାହୁ , ପ୍ରଶାନ୍ତ କୁମାର ଖମାରୀ ଓ ସନାତନ ବିଷୋୟୀଙ୍କ ଏକାଠି ଜାମିନ ଶୁଣାଣି ପାଇଁ ଆଜି ତାରିଖ ଧାର୍ଯ୍ୟ କରିଥିଲେ କୋର୍ଟ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?