ପ୍ରକାଶ ପାଇଲା OTET ରେଜଲ୍ଟ

ଭୁବନେଶ୍ୱର,୧୨ା୨: ଗୁରୁବାର ପ୍ରକାଶ ପାଇଛି OTET-୨୦୨୫ର ରେଜଲ୍ଟ। ୨୦୨୫ ଡିସେମ୍ବର ୨୫ ତାରିଖ ପରୀକ୍ଷାର ରେଜଲ୍ଟ ଆଜି ପ୍ରକାଶ ପାଇଛି।

Image

ପେପର-୧ରେ ୪୫ ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୩୨ ହଜାର ଉତ୍ତୀର୍ଣ୍ଣ ହୋଇଥିବାବେଳେ ପେପର-୨ରେ ୧ ଲକ୍ଷ ୮ ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୭୩, ୯୫୪ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି ପେପର-୧ ଓ ପେପର-୨ରେ ମୋଟ୍‌ ୧ ଲକ୍ଷ ୬ ହଜାର ୪୧ ଉତ୍ତୀର୍ଣ୍ଣ ହୋଇଛନ୍ତି।

ମେ’ ତୃତୀୟ ସପ୍ତାହରେ ପରବର୍ତ୍ତୀ OTET-୨୦୨୬ ପରୀକ୍ଷା। ଖୁବ୍‌ଶୀଘ୍ର ଆବେଦନ ନେଇ ତାରିଖ ପ୍ରକାଶ ପାଇବ।  ପରୀକ୍ଷା ତାରିଖ ଓ ସିଲାବସ୍‌ ନେଇ ମଧ୍ୟ ବୋର୍ଡ ସୂଚନା ଦେବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?