ପ୍ରକାଶ ପାଇଲା ଓଟିଇଟି ପରୀକ୍ଷାଫଳ

କଟକ ଅଫିସ,୮।୪: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି)ର ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। www.bseodisha.ac.in ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେଉଛି। ପରୀକ୍ଷାର୍ଥୀମାନେ ଏହି ଓ୍ବେବ୍‌ସାଇଟକୁ ଯାଇ ନିଜର ରୋଲ ନମ୍ବର ଓ ଜନ୍ମ ତାରିଖ ଦେଇ ପରୀକ୍ଷାଫଳ ଦେଖିପାରିବେ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପେନ୍ଦ୍ର ତ୍ରିପାଠୀ ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ଉପଦେଷ୍ଟା

ଭୁବନେଶ୍ୱର,୩।୮(ବ୍ୟୁରୋ): ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଉପେନ୍ଦ୍ର ତ୍ରିପାଠୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ଉପଦେଷ୍ଟା ତଥା ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ ନବୀନ...

ଟେନ୍‌ସା ଫାଣ୍ଡି ଅଧିକାରୀଙ୍କୁ ତୀର ମାଡ଼ ଘଟଣା: ମୁଖ୍ୟ ଅଭିଯୁକ୍ତ ରାୟ ମୁଣ୍ଡା ସମେତ ୩ ଗିରଫ

ବଣାଇଁ,୬।୧(ସ୍ବ.ପ୍ର. ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଟେନ୍‌ସା ଫାଣ୍ଡି ଅଧିକାରୀ ଅଶୋକ ବେହେରାଙ୍କୁ ମଙ୍ଗଳବାର ତୀର ମାଡ ହୋଇଥିଲା। ଏହି ଘଟଣାରେ ୩ ଜଣଙ୍କୁ...

ପୂରଣ ହେବ ଦୃଷ୍ଟିହୀନ ମଧୁମିତାଙ୍କ ସ୍ବପ୍ନ

ଢେଙ୍କାନାଳ ଅଫିସ, ,୧୫।୩ ଏଥର ହାର୍‌ମୋନିୟମ ଉପରେ ଚାଲିବ ଅଙ୍ଗୁଳି। ଜନ୍ମରୁ ଆଖି ନାହିଁ ବୋଲି ଯେଉଁ ଅବସୋସ ରହିଯାଇଛି, ସେହି କ୍ଷତକୁ ଅନେକାଂଶରେ ଉପଶମ...

୧୦୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଖୋଲିବ ଏକାଦଶ ଶ୍ରେଣୀ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ରାଜ୍ୟରେ ୧୦୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲାଯିବ । ଏଥିରୁ ୧୦୦ଟି ବିଦ୍ୟାଳୟରେ କଳା ଓ...

‘ପଦ୍ମପୁରରେ କଂଗ୍ରେସର ବିଜୟ’

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ କଂଗ୍ରେସ ଆପାତତଃ ପ୍ରାର୍ଥୀ ଚୟନ କରିସାରିଛି । ସତ୍ୟଭୂଷଣ ସାହୁ କଂଗ୍ରେସ ପ୍ରାର୍ଥୀ ହେବା ଫାଇନାଲ। ଖୁବଶୀଘ୍ର ବିଧିବଦ୍ଧ ଭାବେ...

ରାସ୍ତା କାଦୁଅ ପଚପଚ, ବାଟରେ ଅଟକିଲା ଆମ୍ବୁଲାନ୍ସ

ଝରିଗାଁ, ୫।୭(ସ୍ବ.ପ୍ର.) : ସାମାନ୍ୟ ବର୍ଷାରେ ରାସ୍ତା କାଦୁଅରେ ପଚପଚ। ଜରୁରିକାଳୀନ ରୋଗୀ, ଗର୍ଭବତୀଙ୍କୁ ଆଣିବା ପାଇଁ ଗାଁରେ ପହଞ୍ଚିପାରୁନି ଆମ୍ବୁଲାନ୍ସ। ଅଧା ବାଟରେ ଅଟକି ରହୁଛି।...

ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ଆଜି

ପୁରୀ ଅଫିସ,୧୯ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଲୀଳାଖେଳା ସରି ଆସୁଛି। ଆଉ ଦିନକ ପରେ ମଙ୍ଗଳବାର ଆଡ଼ପମଣ୍ଡପରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିିବେ ଚତୁର୍ଦ୍ଧାମୂର୍ତ୍ତି।...

୧୬ରେ ଆଇଆର୍‌ଇଏଲ୍‌ ପ୍ଲାଣ୍ଟ ଆଗରେ ଧାରଣା: ଛଟେଇ ଧମକକୁ ଶ୍ରମିକଙ୍କ ବିରୋଧ

ଛତ୍ରପୁର,୧୧ା୮(ସନ୍ତୋଷ ପାଢ଼ୀ ): ଛତ୍ରପୁର ଉପକଣ୍ଠସ୍ଥିତ ଭାରତୀୟ ବିରଳ ମୂର୍ତ୍ତିକା (ଆଇଆର୍‌ଇଏଲ) ପ୍ଲାଣ୍ଟରେ ଥିବା ସମସ୍ତ ବିଭାଗରେ ଥିବା କଣ୍ଟା୍ରକ୍ଟର ଓ ଅଧିକାରୀମାନେ କାମ ଦେବା...

Advertisement
Archives

Model This Week