ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ

କଟକ ଅଫିସ,୨୦ା୯: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ପରୀକ୍ଷାର୍ଥୀମାନେ ନିଜ ପରୀକ୍ଷାଫଳ ବୋର୍ଡ ୱେବସାଇଟ୍‌ ‘www.bseodisha.ac.in’ରେ ଦେଖିପାରିବେ। ଓଏମ୍‌ଆର୍‌ ଉତ୍ତର ଖାତା ଉକ୍ତ ୱେବସାଇଟ୍‌ରେ ଉପଲବ୍ଧ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।
ଏପ୍ରିଲ ୯ରେ ୨୮୪ଟି କେନ୍ଦ୍ରରେ ଓଟିଇଟି ପରୀକ୍ଷା ହୋଇଥିଲା। ମୋଟ ଦୁଇଟି ପେପର ପରୀକ୍ଷା ହୋଇଥିଲା। ପରୀକ୍ଷା ପାଇଁ ୧ ଲକ୍ଷ ୨୫ ହଜାର ୮୮୦ ପରୀକ୍ଷାର୍ଥୀ ଆବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ସିମନବାଡି–ତିଲୋରୀ ଯାତାୟାତ ଠପ୍

ଦାରିଙ୍ଗବାଡି, ୫।୭ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକରେ ଗତ କିଛିଦିନ ଧରି ଲଗାଣ ବର୍ଷା ଜାରି ରହିଥିବାରୁ ଜନଜୀବନ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା…

ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ଖବର! ବଦଳିଲା ସପ୍ଲାଇ ନିୟମ, ସରକାର ହଟାଇଲେ ଜରୁରୀକାଳୀନ ନିୟନ୍ତ୍ରଣ

ନୂଆଦିଲ୍ଲୀ,୫/୭: ମିଡିଲ୍ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଯୁଦ୍ଧବିରତି ଏବଂ ହୋର୍ମୁଜ୍ ଷ୍ଟ୍ରେଟ୍‌ (Strait of Hormuz) ଦେଇ ସାମୁଦ୍ରିକ ଜାହାଜ ଚଳାଚଳ ପୁଣି ଥରେ ଆରମ୍ଭ ହେବା…

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ଡରାଇଲା IMD ର ଆକଳନ: ଓଡ଼ିଶାକୁ ରେଡ୍‌ ଆଲର୍ଟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ୱର, ୫ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଶନିବାର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଆସିଲା ସ୍ବାମୀଙ୍କ ବୟାନ, କହିଲେ କଥାବାର୍ତ୍ତାରେ ସେମିତି କିଛି…

କଟକ,୪ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ସ୍ବାମୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଶୁକ୍ରବାର ରାତି ୧୦ଟା ୨୫ରେ ସ୍ତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri