Posted inରାଜ୍ୟ

ଧିରେ ଧିରେ ସଂକ୍ରମିତ ହେଉଛି ଶରୀରର ଅନ୍ୟଅଙ୍ଗ

କଟକ ଅଫିସ, ୧୧ା୧୨- ବରିଷ୍ଠ ଅଭିନେତା ମିହିର ଦାସଙ୍କ ସ୍ବ୍ୟସ୍ଥାବସ୍ଥା ଏବେ ସଙ୍କଟାପନ୍ନ ରହିଛି। କିଡ୍‌ନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ ସେ କଟକର ଏକ ଘରୋଇ ହସ୍ପିଟାଲରେ ଗତ ୭ ତାରିଖରୁ ଚିକିତ୍ସିତ ହେଉଛନ୍ତି। ଏବେ ସେ ଭେଣ୍ଟିଲେଟରରେ ରହିଥିବାବେଳେ ତାଙ୍କ ଶରୀରର ଅନ୍ୟାନ୍ୟ ଅଙ୍ଗଗୁଡିକ ମଧ୍ୟ ସଂକ୍ରମିତ ହେଉଥିବା ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପୂର୍ବରୁ ତାଙ୍କର ହୃଦ୍‌ଘାତ ହୋଇଥିଲା। ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ସୌମ୍ୟରାଜ ଘୋଷ କହିଛନ୍ତି ଯେ, ଏବେ ତାଙ୍କ ସ୍ବ୍ୟାସ୍ଥାବସ୍ଥା ବିଷୟରେ କିଛି ବି କହିହେବନି। ସ୍ବାସ୍ଥ୍ୟାବସ୍ଥା ଅଧିକ ସଙ୍କଟାପନ୍ନ ରହିଛି। ହସ୍ପିଟାଲ ପକ୍ଷରୁ ସମସ୍ତ ପ୍ରକାର ଚିକିତ୍ସା ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri