କେଉଁମାନଙ୍କୁ ପ୍ରଥମେ କରୋନା ଟିକା ଦେବା ଉଚିତ, କ’ଣ କହୁଛି ଡବ୍ଲୁଏଚ୍‌ଓ

ଜେନେଭା,୮ ।୧୨: ଶେଷ ହେବ କରୋନା ମହାମାରୀର ତାଣ୍ଡବ । ବିଶ୍ୱର ବିଭିନ୍ନ ଦେଶର ବୈଜ୍ଞାନିକମାନେ ଏବେ ପ୍ରାୟ କରୋନା ଟିକା ପ୍ରସ୍ତୁତିର ଶେଷ ପର୍ଯ୍ୟାୟରେ ପହଞ୍ଚି ଗଲେଣି । କରୋନା ଟିକା ଉପରେ ଏବେ ସମସ୍ତଙ୍କର ନଜର । କିନ୍ତୁ ଏହାକୁ ନେଇ ଏବେବି ଉଠୁଛି ନାନା ପ୍ରଶ୍ନ । ସବୁଠାରୁ ବଡ ପ୍ରଶ୍ନ ହେଲା ପ୍ରଥମେ କରୋନା ଟିକା କାହାକୁ ଦିଆଯିବା ଉଚିତ । ଏହାକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) ତା’ର ମତ ରଖିଛି । ଡବ୍ଲୁଏଚଓର ମୁଖ୍ୟ କହିଛନ୍ତି ଏହି ଟିକା ପ୍ରଥମେ ଆଗାଧାଡିର କରୋନା ଯୋଦ୍ଧାଙ୍କୁ ଦିଆଯାଉ । ଏହାପରେ ଗମ୍ଭିର ରୋଗରେ ପୀଡିତଙ୍କୁ ପ୍ରାଧାନ୍ୟ ଦିଆଯାଉ । ତେବେ ଡବ୍ଲୁଏଚ୍ ଓ କହିଛି କେତେକ ଦେଶରେ ଖୁବ୍ କମ୍ ଦିନ ମଧ୍ୟରେ କରୋନା ଟିକା ଉପଲବ୍ଧ ହେବ । ପ୍ରଥମେ କରୋନା ଯୋଦ୍ଧାଙ୍କୁ ଏହି ଟିକା ଦିଆଯିବା ପରେ ହୁଏତ ଆଉ ଅଳ୍ପ ଦିନ ମଧ୍ୟରେ କରୋନା ଟିକା ବହୁ ପରିମାଣରେ ସବୁ ଦେଶରେ ଉବଲବ୍ଧ ହେବ । ସେତିକି ବେଳେ ଏହା ସାଧାରଣ ଜନତଙ୍କୁ ଦେବାରେ ସହଜ ହେବ ବୋଲି ଡବ୍ଲୁଏଚ୍‌ଓ ମୁଖ୍ୟ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରବିରତି ଦାବି କଲା କ୍ୱିଭ୍‌

କ୍ୱିଭ୍‌,୧୫ା୩: ୟୁକ୍ରେନ୍‌ରେ ରୁଷିଆ ଅଧିକ ଆକ୍ରମଣାତ୍ମକ ହୋଇ ତୁହାକୁ ତୁହା ମିଶାଇଲ, ବୋମା ମାଡ଼ କରୁଥିବାବେଳେ ଉଭୟ ଦେଶର ପ୍ରତିନିଧିଙ୍କ ମଧ୍ୟରେ ସୋମବାର ଚତୁର୍ଥ ପର୍ଯ୍ୟାୟ...

ଏଥର ଭଦ୍ରକରୁ ଚିହ୍ନଟ ପଜିଟିଭ୍‌ ସ୍ଥାନୀୟ ଅଞ୍ଚଳର

ଭଦ୍ରକ ଅଫିସ,୨୮।୭: ଭଦ୍ରକ ଜିଲାରେ ମଙ୍ଗଳବାର ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪୯ ଛୁଇଁଛି।...

କିଭ୍‌ ଉପରେ ପୁଣି ଆକ୍ରମଣ କଲା ରୁଷିଆ

କିଭ୍‌,୨୩।୧୧: ରୁଷିଆ ୟୁକ୍ରେନ ଉପରେ ପୁଣି କ୍ଷେପଣାସ୍ତ୍ର ମାଡ କରିଛି। ରାଜଧାନୀ କିଭ୍‌ ଉପରେ ଏହି ଆକ୍ରମଣ ହୋଇଛି। କିଭ୍‌ ପ୍ରଶାସନ ଅନୁଯାୟୀ ବୁଧବାର ରୁଷିଆ...

ନଭେମ୍ବରରେ ଆସିବ କର୍ବେଭାକ୍ସ

ହାଇଦ୍ରାବାଦ, ୨୬।୧୦(ଆଇଏଏନ୍‌ଏସ୍‌): ନଭେମ୍ବର ଶେଷ ସୁଦ୍ଧା ହାଇଦ୍ରାବାଦର ଟିକା ଉତ୍ପାଦନକାରୀ କମ୍ପାନୀ ବାୟୋଲୋଜିକାଲ-ଇ ପ୍ରସ୍ତୁତ କୋଭିଡ୍‌ ଭାକ୍ସିନ ‘କର୍ବେଭାକ୍ସ’ ବଜାରକୁ ଆସିବ ବୋଲି ଆଶା କରାଯାଉଛି।...

ବିଗୁଡ଼ୁଛି ସ୍ଥିତି, ଚିନ୍ତାରେ ବିଶ୍ୱ ମହାଶକ୍ତି

ୟେରେବାନ/ବାକୁ, ୨।୧୦:ବିବାଦୀୟ କ୍ଷେତ୍ର ‘ନାଗୋର୍ନୋ କାରାବାଖ’କୁ କରାୟତ୍ତ କରିବାକୁ ଆର୍ମେନିଆ-ଆଜରବୈଜାନ ମଧ୍ୟରେ ଘମାଘୋଟ ଯୁଦ୍ଧ ଜାରି ରହିଛି। ରବିବାରଠାରୁ ଦୁଇ ରାଷ୍ଟ୍ର ସାମ୍ନାସାମ୍ନି ହୋଇଥିବାବେଳେ ଉଭୟ...

ଲକ୍‌ଡାଉନ ଯୋଗୁ ଚିନ୍ତାରେ ସଞ୍ଜୟ

ମୁମ୍ବାଇ: ସଞ୍ଜୟ ଦତ୍ତ ବର୍ତ୍ତମାନ ତାଙ୍କ ପତ୍ନୀ ମାନ୍ୟତା ଏବଂ ତାଙ୍କର ୨ ଶିଶୁ ଶାହାରାନ ଓ ଇକ୍ରାଙ୍କଠାରୁ ଦୂରରେ ଅଛନ୍ତି। ଭାରତରେ ଲକ୍‌ଡାଉନ୍‌ ହେବା...

କାହାକୁ ବି ଭୋଟ ଦିଅନ୍ତୁ ହେଲେ ଋଷି ସୁନକଙ୍କୁ ନୁହେଁ: ଜନସନ

ଲଣ୍ଡନ,୧୬ ।୭: ଭାରତୀୟ ମୂଳ ବାସିନ୍ଦା ଋଷି ସୁନକ ଏବେ ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡର ସବୁଠାରୁ ଆଗରେ ରହିଥିବା ଚର୍ଚ୍ଚା ହେଉଛି । ଇତିମଧ୍ୟରେ କାର୍ଯ୍ୟକାରୀ...

କମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୨୬ ଜୀବନ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୨୬ଜଣଙ୍କ...

Advertisement
Archives

Model This Week