୧୫ ବର୍ଷ ପରେ ନିଜ ଦେଶକୁ ଫେରିଥିବା ଥାଇଲ୍ୟାଣ୍ଡର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ୮ ବର୍ଷ ଜେଲ

ବ୍ୟାଙ୍କକ୍‌,୨୨।୮: ୧୫ ବର୍ଷ ପରେ ନିଜ ଦେଶକୁ ଫେରିଥିବା ଥାଇଲ୍ୟାଣ୍ଡର ପୂର୍ବତନ ପ୍ରଧାନମନ୍ତ୍ରୀ ଥକସିନ ଶିନାବତ୍ରାଙ୍କୁ
୮ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି। ଦୀର୍ଘ ବର୍ଷ ବିଦେଶରେ ଆତ୍ମ-ନିର୍ବାସନ ପରେ ମଙ୍ଗଳବାର ମଙ୍ଗଳବାର ସକାଳ ୯ଟାରେ ବ୍ୟାଙ୍କକ୍‌ର ଡନ ମଏଙ୍ଗ ବିମାନବନ୍ଦରରେ ପହଞ୍ଚିଥିଲେ।

କ୍ଷମତାର ଅପବ୍ୟବହାର ଏବଂ ଅପବ୍ୟବହାରର ଭିନ୍ନ ଭିନ୍ନ ମାମଲାର ଅଭିଯୋଗରେ ସୁପ୍ରିମକୋର୍ଟ ଥକସିନଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହା ବ୍ୟତୀତ ସେ ଅବୈଧ ରୂପରେ ଏକ ସରକାରୀ ବ୍ୟାଙ୍କକୁ ବିଦେଶୀ ଋଣ ପ୍ରଦାନ କରିବାକୁ ଆଦେଶ ଦେବା ଏବଂ ନିଜ ଦ୍ୱାରା ନାମାଙ୍କିତ କରାଯାଇଥିବା ଲୋକଙ୍କ ମାଧ୍ୟମରେ ବେଆଇନ ଭାବେ ଶେୟାର ରଖିଛନ୍ତି। ମଙ୍ଗଳବାର ଦେଶକୁ ଫେରିବା ମାତ୍ରେ ଥାକସିଙ୍କେୁ ପ୍ରଥମେ ସୁପ୍ରିମକୋର୍ଟରେ ହାଜର କରାଯାଇଥିଲା।

 

 


Enter your email to get our daily news in your inbox.

All Right Reserved By Dharitri.Com

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri