ହାଇକୋର୍ଟରେ ଓଟିଏମ୍‌ ପୁନରୁଦ୍ଧାର ମାମଲା: ୨୦୦କୋଟିରେ କିଣିବାକୁ ଚାହୁଁଛି ଘରୋଇ ସଂସ୍ଥା

କଟକ ଅଫିସ, ୧୩।୯: କଟକ ଚୌଦ୍ୱାରସ୍ଥିତ ବୟନଶିଳ୍ପ ଓଟିଏମ୍‌ ପୁନରୁଦ୍ଧାର ମାମଲାରେ ହାଇକୋର୍ଟ ଅତିରିକ୍ତ ସତ୍ୟପାଠ ଦାଖଲ କରିବାକୁ ଅଫିସିଆଲ ଲିକ୍ୟୁଡେଟରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଗୁରୁବାର ସୁଦ୍ଧା ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ ଜାରି ହୋଇଛି। ଅନ୍ୟପକ୍ଷରେ ଦୀର୍ଘଦିନ ଧରି ଅଚଳ ହୋଇ ରହିଥିବା ଓଡ଼ିଶା ଟେକ୍ସଟାଇଲ ମିଲ୍‌ର ସମ୍ପତ୍ତି କିଣିବାକୁ ଏକ ଘରୋଇ ସଂସ୍ଥା ପ୍ରସ୍ତାବ ଦେଇଛନ୍ତି । ଏହି ସଂସ୍ଥା ଓଟିଏମ୍‌କୁ ୨୦୦ କୋଟିରେ କିଣିବା ପାଇଁ ପ୍ରସ୍ତାବ ରଖିଛନ୍ତି। ହାଇକୋର୍ଟରେ ମଧ୍ୟ ଉକ୍ତ ସଂସ୍ଥା ଏକ ଇଣ୍ଟରଭେନିଂ ଆପ୍ଲିକେସନ ଦାଖଲ କରିଛି। ଏସଂକ୍ରାନ୍ତରେ ଆସନ୍ତା ଗୁରୁବାର ହାଇକୋର୍ଟରେ ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରବିଧାନ ପାଇଁ ୧୦ରୁ ଖୋଲିବ ମଣ୍ଡି: ସାମାଜିକ ଦୂରତା, ସାନିଟାଇଜର, ମାସ୍କ ସବୁ ମଣ୍ଡିରେ ବାଧ୍ୟତାମୂଳକ

ରାୟଗଡ଼ା ଅଫିସ,୨୭ା୪: ରାୟଗଡ଼ା ଜିଲାରେ ପୂର୍ବରୁ ୧୩ଟି ମଣ୍ଡିରୁ ଧାନ ସଂଗ୍ରହ କରାଯାଉଥିବା ବେଳେ ଏଥର ୪ଟି ଅଧିକ ମଣ୍ଡି ଖୋଲାଯିବ। ସେହି ୪ଟି ନୂଆ...

ଶ୍ରୀଜୀଉଙ୍କ ବନକଲାଗି ନୀତି; ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ,୨୭।୧୦: ଦୀର୍ଘଦିନର ବ୍ୟବଧାନ ପରେ ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ସେବା । ଅପରାହ୍ନ...

ବହଳଦାର ପ୍ରସିଦ୍ଧ ଇନ୍ଦ୍ରଉତ୍ସବ ଆରମ୍ଭ

ବହଳଦା,୧୨ା୯(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବହଳଦାର ପ୍ରସିଦ୍ଧ ଇନ୍ଦ୍ରଉତ୍ସବ ମଙ୍ଗଳବାର ରାତିରେ ଆରମ୍ଭ ହୋଇଛି । ରାଜାରାଜୁଡା ସମୟରୁ ଆରମ୍ଭ ହୋଇଥିବା ଏହି ନିଆରା ଓ ସ୍ବତନ୍ତ୍ର...

ମନରେଗା କାର୍ଯ୍ୟରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

କେନ୍ଦୁଝର,୨୭ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ପୁରୁମୁଣ୍ତା ପଞ୍ଚାୟତରେ ୨୦୧୭ ମସିହା ମଧ୍ୟରେ ପଟାବାରୀ ଗ୍ରାମରେ ଚାଲିଥିବା ମନରେଗା ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଗ୍ରାମବାସୀ...

ଦ୍ରୌପଦୀ ମୁର୍ମୁଙ୍କୁ ନେଇ ବିବାଦୀୟ ଟୁଇଟ୍‌: ରାମ ଗୋପାଳ ବର୍ମାଙ୍କ ନାମରେ ମାମଲା

ବାରିପଦା ଅଫିସ,୨୮।୫(ବ୍ୟୁରୋ): ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଫିଲ୍ମ ନିର୍ଦ୍ଦେଶକ ରାମ ଗୋପାଳ ବର୍ମା ଏକ ବିବାଦୀୟ ଟୁଇଟ୍‌ କରିଥିଲେ। ଏହାକୁ ନେଇ...

ବୌଦ୍ଧ,ଯାଜପୁରରେ ଏନ୍‌ଏସି ଅଧ୍ୟକ୍ଷ ପଦ ହାତେଇଲା ବିଜେଡି

ବୌଦ୍ଧ/ଯାଜପୁର ଅଫିସ,୨୬।୩: ଚାଲିଛି ପୌର ନିର୍ବାଚନ ଭୋଟ ଗଣତି । ରାଜ୍ୟର ବିଭିନ୍ନ ଏନଏସି, ମ୍ୟୁନିସିପାଲ ଅଞ୍ଚଳରେ ବିଜେଡି ଆଗରେ ଥିବା ବେଳେ ଯାଜପୁର ଓ...

କାରକୁ ଧକ୍କା ଦେଲା ଟ୍ରକ୍‌: ଜଣେ ମୃତ

ସିମୁଳିଆ,୨୦।୧୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧କି.ମି. ଦୂର ଜାତୀୟ ରାଜପଥ ମାଟିପଡା ନିକଟରେ ଗୁରୁବାର ବିଳମ୍ବିତ ରାତ୍ରିରେ ଦୁର୍ଘଟଣା ଘଟିଛି। ଏଥିରେ ନବକିଶୋର ଦାସଶର୍ମା(୪୫)...

ପର୍ଯ୍ୟଟନ କ୍ଷେତ୍ରର ଗନ୍ତାଘର ବୌଦ୍ଧ

ବୌଦ୍ଧ ଜିଲା ପର୍ଯ୍ୟଟନସ୍ଥଳର ଗନ୍ତାଘର। ଜିଲାରେ ପ୍ରାଚୀନ କୀର୍ତ୍ତିରାଜି ଓ ବୈଭବ ଭରି ରହିଛି । ଐତିହାସିକ କଳାକୃତି ହେଉ ଅବା ପ୍ରାକୃତିକ ସୌନ୍ଦର୍ଯ୍ୟ ବି...

Advertisement
Archives

Model This Week