ଜୟପୁର, ୭ା୮ (ପବନ ପାଣିଗ୍ରାହୀ): ଏକ ହତ୍ୟା ମାମଲାରେ କୋଟପାଡ ପୋଲିସ ନୀରବ ରହିଥିବା ନେଇ ସୋମବାର କୋରାପୁଟ ଏସ୍ପି ଅଭିନବ ସୋନକାରଙ୍କ ନିକଟରେ ଅଭିଯୋଗ ହୋଇଛି। କୋଟପାଡ ଥାନା ଯମୁନାଗୁଡା ଗ୍ରାମବାସୀ ଜୟପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଏସ୍ପି ଅଭିଯୋଗ ଶୁଣାଣି ବେଳେ ତାଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି ା ଗତ ୧୩ା୭ା୨୩ରେ ଗ୍ରାମର ଶିବରାମ ମାଝୀଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମୃତଦେହକୁ ଜମି ଭିତରେ ଅଭିଯୁକ୍ତମାନେ ପୋତି ଦେଇଥିଲେ। ଶିବରାମଙ୍କ ବାପା ଗୁରୁ ମାଝୀ ଘଟଣା ନେଇ କୋଟପାଡ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ ଗ୍ରାମବାସୀ ଓ ପରିବାର ଲୋକେ ବାରମ୍ବାର କୋଟପାଡ ଥାନାକୁ ଯାଇ ମଧ୍ୟ ନ୍ୟାୟ ମିଳିଲା ନାହିଁ କି ମାମଲାର ଠିକ୍ ତଦନ୍ତ ହୋଇପାରିଲା ନାହିଁ ା ଶେଷରେ ଏନେଇ ଏସ୍ପିଙ୍କ ନିକଟରେ ଅଭିଯୋଗ ହୋଇଛି। ମାମଲାକୁ ଗୁରୁତର ସହ ନେଇ ଶିବରାମଙ୍କ ପରିବାରକୁ ଏସ୍ପି ନ୍ୟାୟ ଦେବାକୁ ଅନୁରୋଧ କରାଯାଇଛି ା ଏସ୍ପି ସୋନକାର ଏହାର ଠିକ୍ ତଦନ୍ତ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ା
Posted inHome Left, ଆମ ଜିଲା ଖବର, କୋରାପୁଟ View All
ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ
ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...
କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ
ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...
ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ
ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...
ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…
ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...
ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍ କଲେ ବିଡିଓ, ଦେଖନ୍ତୁ VIDEO
ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...
କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…
ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...
ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍ କଲେ ଅଦାଲତ
କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...
ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା
ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...
Archives


