ଭୁବନେଶ୍ୱର,୪।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଓଟିସ୍ ଇଣ୍ଡିଆର ସ୍ବତନ୍ତ୍ର ଅଭିଯାନ ‘ଜେନ୍ ୩ଟିମ୍ ନୋଭା ରେଞ୍ଜର ଅନଲାଇନ ଅର୍ଡର ବୁକିଂ’ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଘରୋଇ ବଜାରର କୋଠାବାଡି ମାଲିକ ଓ ଫାସିଲିଟି ମ୍ୟାନେଜରମାନେ ଓଟିସ୍ ଇଣ୍ଡିଆର ଜେନ୍୩ ନୋଭା ଏଲିଭେଟର (ଲିଫ୍ଟ)କୁ କମ୍ପାନୀର ଅନଲାଇନ ପ୍ଲାଟଫର୍ମରେ କିଣିପାରିବେ। କମ୍ପାନୀର ଇ-କମର୍ସ ପୋର୍ଟାଲ ଓଟିସ.କମ୍ରେ ମଧ୍ୟ ଉକ୍ତ ଊତ୍ପାଦ ଉପଲବ୍ଧ, ଉକ୍ତ ପୋର୍ଟାଲ ପ୍ରଥମେ ଏଲିଭେଟରର ଜେନ୍୨ ପ୍ରାଇମ୍ ରେଞ୍ଜ ଦ୍ୱାରା ୨୦୨୧ରେ ଲଞ୍ଚ ହୋଇଥିଲା ଏବଂ ଏହାର ସୁବିଧା ଓ ପାରଦର୍ଶିତା ଯୋଗୁ ଏହା ଶୀଘ୍ର ଗ୍ରାହକମାନଙ୍କ ଦ୍ୱାରା ନିକଟତର ହୋଇଥିଲା। ବର୍ତ୍ତମାନ ଜେନ୍୩ ନୋଭା ରେଞ୍ଜ ପ୍ରତ୍ୟକ୍ଷ ବିକ୍ରି ପାଇଁ ଉପଲବ୍ଧ ରହିଛି। ଏ ସମ୍ପର୍କରେ ଓଟିସ୍ ଇଣ୍ଡିଆର ପ୍ରେସିଡେଣ୍ଟ ସେବି ଯୋଶେଫ କହିଥିଲେ,ଏଲିଭେଟରର ପ୍ରତ୍ୟକ୍ଷ ବିକ୍ରି ପାଇଁ ଆମର ଇ-କମର୍ସ ପୋର୍ଟାଲରେ ଜେନ୩ ନୋଭା ରେଞ୍ଜର ଯୋଗ କରି ଆମେ ବେଶ ଉତ୍ସାହିତ ଅଛୁ।
ଘର ପୋଛିବା ପରେ ବି ମାଛି ହେଉଛନ୍ତି କି? ସବୁଦିନ ଦୂର କରିବାକୁ ଆପଣାନ୍ତୁ ଏହି ଟିପ୍ସ…
ଘର ସଫା କରିବା ହେଉଛି ପ୍ରତ୍ୟେକ ଲୋକଙ୍କ ନିତିଦିନିଆ କାମ। କିନ୍ତୁ ଅଧିକାଂଶ ସମୟରେ ଘର ସଫା କରିବା ପରେ ବି ଚାରିପାଖରେ ମାଛିମାନେ ଘେରି ରହିଥାନ୍ତି।…
ପୁଣି ଯୁଦ୍ଧ ମୁହାଁ ମିଡଲ ଇଷ୍ଟ, ଇରାନ ଉପରେ ଆକ୍ରମଣ ପରେ ଟ୍ରମ୍ପ କହିଛନ୍ତି – ତେହରାନ ସରକାର ଏକ କର୍କଟ; ଶୀଘ୍ର ଅସ୍ତ୍ରୋପଚାର ଆବଶ୍ୟକ, ଜବାବ ରଖିଲା ଇରାନ
ଓ୍ବାଶିଂଟନ,୮।୭: ପଶ୍ଚିମ ଏସିଆ ପୁଣି ଥରେ ବଡ଼ ସଂଘର୍ଷ ଆଡକୁ ମୁହାଁଇଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନ ସରକାର…
ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି
ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…
ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ
ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…
ଚର୍ଚ୍ଚାରେ ପିସି: ପ୍ୟାରିସ୍ରେ କଲେ…
ବଲିଉଡ୍ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…
ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…
ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…
ପୋଲିସ୍ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP
ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…
କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା
ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…
Archives

