ବୋଟ୍‌ ଦୁର୍ଘଟଣାରେ ରିପୋର୍ଟର ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ

କଟକ ଅଫିସ,୨୪।୯: ମହାନଦୀର ମୁଣ୍ଡଳି ବ୍ୟାରେଜ୍‌ ନିକଟରେ ଫସି ରହିଥିବା ହାତୀକୁ ଉଦ୍ଧାର କରିବାକୁ ଯାଇ ଶୁକ୍ରବାର ଜଣେ ରିପୋର୍ଟର ପ୍ରାଣ ହରାଇଛନ୍ତି। ସେ ହେଲେ ବୈଦୁତିକ ଗଣମାଧ୍ୟମ ଓଟିଭିର ଚିଫ୍‌ ରିପୋର୍ଟର ଅରିନ୍ଦମ ଦାସ। ଏନେଇ କଟକ ଏସ୍‌ସିବି ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା ସୂଚନା ଦେଇଛନ୍ତି।

ପ୍ରକାଶ ଯେ, ଭୋର୍‌ରୁ ମୁଣ୍ଡୁଳିଠାରେ ମହାନଦୀରେ ଏକ ହାତୀ ଫସି ରହିଥିଲା। ହାତୀଟିକୁ କୂଳକୁ ଆଣିବାକୁ ବନ ବିଭାଗ ଅଧିକାରୀ, କର୍ମଚାରୀ, ଓଡ୍ରାଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ। ପରେ ଏକ ରବର ବୋଟ୍‌ରେ ଅପରେଶନ୍‌ରେ ଓଡ୍ରାଫ ଟିମ୍‌ଙ୍କ ସହ ଉକ୍ତ ଗଣମାଧ୍ୟମର ୨ଜଣ ପ୍ରତିନିଧି ଥିଲେ। ହେଲେ ବ୍ୟାରେଜ୍‌ ନିକଟରେ ପାଣିର ସୁଅ ଜୋର୍‌ ଥିବା ଯୋଗୁ ବୋଟ୍‌ଟି ଓଲଟି ପଡ଼ିଥିଲା। ଏଥିରେ ରିପୋର୍ଟର ଅରିନ୍ଦମଙ୍କ ଅକାଳ ମୃତ୍ୟୁ ଘଟିଥିବା ବେଳେ କ୍ୟାମେରାମ୍ୟାନ୍‌ ପ୍ରଭାତ ଗୁରୁତର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ମୋ ବିଶ୍ୱାସ ଭାଙ୍ଗିଦେଇଥିଲା ପୋଲିସ: ଜାଣନ୍ତୁ କାହିଁକି ଏମିତି କହିଲେ ବିଜୟ

ନୂଆଦିଲ୍ଲୀ,୧୦।୭: ୨୦୨୫ରେ କରୁରରେ ଘଟିଥିବା ଦୁଃଖଦ ଦଳାଚକଟା ଉପରେ ଗଭୀର ଦୁଃଖ ପ୍ରକାଶ କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କହିଛନ୍ତି। ଏହି ଘଟଣା ସମଗ୍ର ରାଜ୍ୟକୁ ଗଭୀର…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ଶେଖ ହାସିନାଙ୍କ ବଡ଼ ଘୋଷଣା: ଏହିଦିନ ଫେରିବେ ସ୍ବଦେଶ

ଢାକା,୧୦।୭: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଚଳିତ ବର୍ଷ ଡିସେମ୍ବରରେ ସେ ବାଂଲାଦେଶ ଫେରିବେ ଏବଂ…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri