ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ପାରଳାଖେମୁଣ୍ଡିରେ ପହଞ୍ଚିଲା କ୍ରଇମବ୍ରାଞ୍ଚ ଟିମ୍‌

ପାରଳାଖେମୁଣ୍ଡି,୧୪।୮(ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାର ତଦନ୍ତ ଭାର କ୍ରଇମବ୍ରାଞ୍ଚ ହାତକୁ ନେଇଛି। ଏ ନେଇ ଶନିବାର ପାରଳାଖେମୁଣ୍ଡିରେ ୩ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌ ପହଞ୍ଚିଛି।
ସୂଚନାଯୋଗ୍ୟ, ଡିଜିପି ଅଭୟଙ୍କ ନିର୍ଦ୍ଦେଶ ପରେ କ୍ରାଇମବ୍ରାଞ୍ଚ ଏହି ମାମଲରା ତଦନ୍ତ ଭାର ନେଇଥିଲା। ଘଟଣାର ତଦନ୍ତ କରିବା ପାଇଁ କ୍ରାଇମବ୍ରାଞ୍ଚ ଡିଏସପିଙ୍କ ନେତୃତ୍ୱରେ ଏକ ୩ ଜଣିଆ ଟିମ ଗଠନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…

ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ…

ଜୀବନର ଶେଷ ଦୌଡ଼… ପୋଲିସ ନିଯୁକ୍ତି ପାଇଁ ଦୌଡୃୁଥିଲେ ପ୍ରାର୍ଥୀ, ତଳେ ପଡ଼ି ଚାଲିଗଲା ଜୀବନ

ମୁମ୍ବାଇ,୧୧।୨: ମହାରାଷ୍ଟ୍ରର ବିଡ ଜିଲ୍ଲାରେ ପୋଲିସ ନିଯୁକ୍ତି ପ୍ରକ୍ରିୟା ସମୟରେ ଏକ ଦୁଃଖଦ ଘଟଣା ଘଟିଛି । ଶାରୀରିକ ପରୀକ୍ଷା ପାଇଁ ଏକ ଦୌଡ଼ରେ ଅଂଶଗ୍ରହଣ କରୁଥିବା…

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର…

ସମ୍ପର୍କରେ କଳଙ୍କ; ବୋହୂଙ୍କୁ ଯୌନ ନିର୍ଯାତନା ଦେଉଥିଲେ ଶ୍ବଶୁର, ଲିଫ୍ଟରେ କରୁଥିଲେ…

ବେଙ୍ଗାଲୁରୁ,୧୧ା୨: ଉତ୍ତର ବେଙ୍ଗାଲୁରୁରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ଘରୋଇ ସ୍କୁଲରେ ପ୍ରିନ୍ସିପାଲ୍ ଭାବରେ କାର୍ଯ୍ୟ କରୁଥିବା ଜଣେ ମହିଳା ତାଙ୍କ ଶ୍ୱଶୁରଙ୍କ…

କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ

ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍‌ଆଇ ଏଲ୍‌. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ…

ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…

ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି…

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri