ଲିଭ୍‌ଇନ୍‌ରେ ରହୁଥିଲେ ଯୁବତୀ, ସନ୍ଦେହଜନକ ଭାବେ ଆପାର୍ଟମେଣ୍ଟରୁ ମିଳିଲା ମୃତଦେହ, ପୁରୁଷ ବନ୍ଧୁ….

ଭୁବନେଶ୍ୱର,୧୩।୯: ଆପାର୍ଟମେଣ୍ଟରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ । ଏଭଳି ଅଭାନୀୟ ଘଟଣା ଘଟିଛି ଭୁବନେଶ୍ୱରସ୍ଥିତ ଖଣ୍ଡଗିରିରେ। ଖଣ୍ଡଗିରି ଏକ ଆପାର୍ଟମେଣ୍ଟରୁ ଯୁବତୀଙ୍କ ମୃତଦେହ ମିଳିଥିବା ବେଳେ ତାଙ୍କ ପୁରୁଷବନ୍ଧୁ ଫେରାର୍‌ ଅଛନ୍ତି।
ଅନ୍ୟପକ୍ଷେ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ତାଙ୍କ ପରିବାର ଲୋକେ। ଲିଭ-ଇନ ନୁହେଁ ବରଂ ଯୁବକ ଜଣକ ବିବାହ କରିଥିବା କହିଛନ୍ତି ।
ସୂଚନାଯୋଗ୍ୟ, ଯୁବତୀ ଜଣକ ଏମସିଏ ପଢା ସାରି ଭୁବନେଶ୍ୱରରେ ଲିଭ-ଇନ ରିଲେସନସିପରେ ରହୁଥିବା ସୂଚନା ମିଳିଛି । ଉଭୟ ପୁଅ ଏବଂ ଝିଅଙ୍କ ଘର ଗଞ୍ଜାମ ଜିଲାରେ । ସେମାନେ ଏକାଠି ଏହି ଆପାର୍ଟମେଣ୍ଟରେ ରହି ଆସୁଥିଲେ ।ଖବର ପାଇ ସାଇଣ୍ଟିଫିକ ଟିମ ସହ ଖଣ୍ଡଗିରି ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି…

ଗୋଟିଏ ବୟାନରେ ଦୋହଲିଗଲା ଢାକାରୁ ନୂଆଦିଲ୍ଲୀ! ବାଂଲାଦେଶ ଫେରିବାକୁ କାହିଁକି ଜିଦ୍‌ ଧରିଛନ୍ତି ଶେଖ ହାସିନା?

ନୂଆଦିଲ୍ଲୀ,୨୯।୬: ଶେଖ ହାସିନାଙ୍କ ‘ଏହି ବର୍ଷ ହିଁ ବାଂଲାଦେଶ ଫେରିବି’ ବୋଲି ବୟାନ ନୂଆଦିଲ୍ଲୀରୁ ଢାକା ପର୍ଯ୍ୟନ୍ତ ରାଜନୈତିକ ହଲଚଲ୍ ବଢ଼ାଇ ଦେଇଛି। ୨୨ ମାସ ପରେ…

ହଠାତ୍‌ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି…

ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ, ପରିବାର ଲୋକେ ଆଣିଲେ ଅଭିଯୋଗ

ଭୁବନେଶ୍ୱର,୨୯।୬: ଖୋର୍ଦ୍ଧା ଜିଲା ବାଣପୁର ପୋଲିସ ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଏକ ଗଣ୍ଡଗୋଳ ମାମଲାରେ ବାଣପୁର ପୋଲିସ…

ପୁଇଁତୋଳାରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ, ମଇଳା ପାଣି ଜମୁଥିବାରୁ ହନ୍ତସନ୍ତ….

ଗଞ୍ଜାମ, ୨୯।୬ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ମଧ୍ୟରେ ଥିବା ବିଭିନ୍ନ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏହି ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ…

ଜୁଲାଇ ୪ରେ ଓଡ଼ିଶା ଆସିବେ ଅମିତ ଶାହା: ବରଗଡ଼ରେ…

ବରଗଡ଼,୨୯।୬(ପ୍ରେମାନନ୍ଦ ଖମାରୀ): ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏନେଇ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। ଶାହା ଜୁଲାଇ…

ବ୍ୟାଙ୍କ ଆକାଉଣ୍ଟକୁ ସିଧା ଯିବ ୫୦,୦୦୦ ପର୍ଯ୍ୟନ୍ତ ସବସିଡି ଟଙ୍କା! ଘୋଷଣା ହେଲା ସରକାରଙ୍କ ନୂଆ ଇଭି ଗାଇଡଲାଇନ୍‌

ଦିଲ୍ଲୀ ସରକାର ପ୍ରଦୂଷଣ କମାଇବା ଏବଂ ଇଲେକ୍ଟ୍ରିକ୍ ଯାନ (EV) କୁ ପ୍ରୋତ୍ସାହିତ କରିବା ପାଇଁ ନୂଆ ଇଭି ପଲିସି ୨୦୨୬-୩୦ (EV Policy 2026-30) ର…

ପାନ ଦୋକାନୀଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri