Posted inଜାତୀୟ

ଆଦିବାସୀ ଯୁବବର୍ଗଙ୍କୁ ଚାକିରି ଶିକ୍ଷା ଯୋଗାଇବା ଆମର ଲକ୍ଷ୍ୟ: ଭାଜପା…

ହାଇଦ୍ରାବାଦ,୧୦।୧୦ : କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ତେଲଙ୍ଗାନାର ଆଦିଲାବାଦରେ ଜନ ଗର୍ଜନ ସଭାରେ ଯୋଗଦେଇ କେ. ଚନ୍ଦ୍ରଶେଖର ରାଓ(କେସିଆର)ଙ୍କ ଭାରତ ରାଷ୍ଟ୍ର ସମିତି ସରକାରଙ୍କୁ କଡ଼ା ସମାାଲୋଚନା କରିଛନ୍ତି।

ସେ କହିଛନ୍ତି ତେଲଙ୍ଗାନା ସରକାର ୧୦ ବର୍ଷ ଧରି ଚାଲିଥିଲା, କିନ୍ତୁ ମୁଖ୍ୟମନ୍ତ୍ରୀ କେସିଆର ଗରିବ, କୃଷକ, ଦଳିତ ଏବଂ ଆଦିବାସୀମାନଙ୍କ ପାଇଁ କାମ କରି ନାହାନ୍ତି। ତାଙ୍କ ପୁଅ କେଟିଆରଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ କେସିଆରଙ୍କର କେବଳ ଗୋଟିଏ ଲକ୍ଷ୍ୟ ରହିଛି।

ଆଦିଲାବାଦର ପ୍ରତ୍ୟେକ ଆଦିବାସୀ ଯୁବବର୍ଗଙ୍କୁ ଚାକିରି ଏବଂ ଶିକ୍ଷା ଯୋଗାଇବା ଆମର ଲକ୍ଷ୍ୟ। ଭାଜପା ସରକାର କ୍ଷମତାକୁ ଆସିଲେ ଏହା ସମ୍ଭବ ହୋଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଇକ୍‌ ଶୋ’ରୁମ୍‌

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?