Posted inଜାତୀୟ

ଆମର ଲକ୍ଷ୍ୟ ୩୭୦ ଲୋକସଭା ଆସନ ବିଜୟ: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୭।୨ : ଲୋକସଭା ନିର୍ବାଚନ ପୂର୍ବରୁ ସରକାରଙ୍କ ସଫଳତାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ତଥା ଦଳର ଭବିଷ୍ୟତ ରଣନୀତି ପ୍ରସ୍ତୁତ କରିବା ପାଇଁ ଶନିବାର ଦିଲ୍ଲୀରେ ଭାଜପାର ଜାତୀୟ ସମ୍ମିଳନୀ ଆରମ୍ଭ ହୋଇଛି। ଭାଜପାର ଏହି ଦୁଇ ଦିନିଆ ଜାତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ମଧ୍ୟ ଦିଲ୍ଲୀର ଭାରତ ମଣ୍ଡପାମରେ ପହଞ୍ଚି  ସଭାକୁ ସମ୍ବୋଧିତ କରିଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି ୩୭୦ ଲୋକସଭା ଆସନ ଜିତିବା ଭାଜପା ପାଇଁ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଲାଗି ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବ। ସେ ଧାରା ୩୭୦ ରଦ୍ଦ କରିବାକୁ ଲଢ଼ିଥିଲେ।

ଏଥର ଲୋକସଭା ନିର୍ବାଚନରେ ଦଳର ପ୍ରାର୍ଥୀମାନେ ନିଜ ନିଜର ବିଜୟ ନିଶ୍ଚିତ କରିବାକୁ ସେ ସମସ୍ତଙ୍କୁ ଆହ୍ବାନ କରିଛନ୍ତି।

ସୂଚନାଯୋଗ୍ୟ, ଲୋକସଭା ନିର୍ବାଚନରେ ଭାଜପା ପାଇଁ ୩୭୦ ଆସନ ଜିତିବାର ଲକ୍ଷ୍ୟ ରଖିଛନ୍ତି ପ୍ରଧାନମନ୍ତ୍ରୀ । ଏଥିପାଇଁ ଗତ ୧୦ ବର୍ଷ ମଧ୍ୟରେ ମୋଦି ସରକାରଙ୍କ ସଫଳତା ଏବଂ ବିଶେଷକରି ଗରିବ କଲ୍ୟାଣ ଯୋଜନା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବାକୁ ଯାଉଛି। ଏହି ସମ୍ମିଳନୀରେ ୧୧ ହଜାରରୁ ଅଧିକ ପ୍ରତିନିଧୀଙ୍କୁ ଏହି ସଫଳତାକୁ ବୁଥ ସ୍ତରକୁ ନେବାକୁ ମନ୍ତ୍ର ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

ଅଭିନେତା ବିଜୟଙ୍କ ଶୈଳୀରେ ନିର୍ମିତ ଗଣେଶ ମୂର୍ତ୍ତିକୁ ନେଇ ବିବାଦ; ଆୟୋଜକଙ୍କ ଗିରଫଦାରୀ ଦାବି କଲା ଭାଜପା

ଚେନ୍ନାଇ,୧୫।୯: ଗଣେଶ ଚତୁର୍ଥୀ ପୂର୍ବରୁ ତାମିଲନାଡୁରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଚେନ୍ନାଇର କୋରୁକ୍କୁପେଟ ଅଞ୍ଚଳରେ ସ୍ଥାପିତ ଭଗବାନ ଗଣେଶଙ୍କ ମୂର୍ତ୍ତିଗୁଡ଼ିକ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’

ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ…

ଏତିକିରୁ ଅଧିକ ଟ୍ରାଞ୍ଜାକ୍ସନ କଲେ ପଡ଼ିବ ଚାର୍ଜ, ରାହୁଲ ଆଣିଲେ ସାଂଘାତିକ ଅଭିଯୋଗ: ଆମେରିକା ଚାପରେ ସରକାର…

ନୂଆଦିଲ୍ଲୀ,୧୫।୯: ଦେଶର ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଅନ୍ୟତମ ପ୍ରମୁଖ ମାଧ୍ୟମ UPIକୁ ନେଇ ଏବେ ରାଜନୈତିକ ବିବାଦ ଚର୍ଚ୍ଚା ଜୋର୍‌ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ, ଚେତାବନୀ ଜାରି କଲା…

ନୂଆଦିଲ୍ଲୀ,୧୫।୯: ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଉତ୍ତର ଭାରତ ମହାସାଗର, ବିଶେଷକରି ବଙ୍ଗୋପସାଗର ଓ ଆରବ ସାଗରରେ ଘୂର୍ଣ୍ଣିିଝଡ଼ କାର୍ଯ୍ୟକଳାପ ବଢ଼ିବାର ସମ୍ଭାବନା ରହେ। ଏହି ସମୟକୁ ଭାରତର…

ଆଣ୍ଡ୍ରଏଡ୍‌ ୟୁଜର୍ସ ସାବଧାନ! ଫୋନ୍‌ରେ ରହିଛି ଏକାଧିକ ସୁରକ୍ଷା ତ୍ରୁଟି, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୧୫।୯: ଆଣ୍ଡ୍ରଏଡ୍‌ ଫୋନ୍‌ ବ୍ୟବହାର କରୁଥିଲେ ସାବଧାନ । ଭାରତ ସରକାରଙ୍କ କମ୍ପ୍ୟୁଟର ଇମର୍ଜେନ୍ସି ରେସପନ୍ସ ଟିମ୍‌ (CERT-In) ପକ୍ଷରୁ ଆଣ୍ଡ୍ରଏଡ୍‌ ୟୁଜର୍ସଙ୍କ ପାଇଁ ହାଇ-ରିସ୍କ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?