Posted inଜାତୀୟ

ଆମ ଦେଶର ନାମ ‘ଭାରତ’, ‘ଇଣ୍ଡିଆ’ ନାମର ବ୍ୟବହାର ବନ୍ଦ କରିବା ଜରୁରୀ: ଆରଏସଏସ ମୁଖ୍ୟ ମୋହନ ଭଗଓ୍ବତ

ଗୁଆହାଟୀ,୨।୯: ଇଣ୍ଡିଆ ବଦଳରେ ଦେଶକୁ ଭାରତ ବୋଲି ସମ୍ବୋଧନ କରନ୍ତୁ। ଏପରି କହିଛନ୍ତି ରାଷ୍ଟ୍ରୀୟ ସ୍ବଂୟ ସେବକ ସଂଘ(ଆରଏସଏସ) ମୁଖ୍ୟ ମୋହନ ଭଗଓ୍ବତ। ସେ କହିଛନ୍ତି, ଇଣ୍ଡିଆ ବଦଳରେ ଭାରତ ନାମ ବ୍ୟବହାର କରାଯିବା ଉଚିତ। ଏଥିପାଇଁ ମୁଁ ଲୋକଙ୍କୁ ଅନୁରୋଧ କରୁଛି। ପ୍ରାଚୀନ କାଳରୁ ଭାରତର ନାମ ଚାଲିଆସୁଛି ଏବଂ ଏହା ଆଗକୁ ମଧ୍ୟ ଜାରି ରହିବା ଉଚିତ ବୋଲି ସେ କହିଛନ୍ତି।

ସକଲ ଜୈନ ସମାଜର ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଭଗଓ୍ବତ କହିଛନ୍ତି୍‌, ଶତାବ୍ଦୀ ଶତାଦ୍ଦୀ ଧରି ଆମ ଦେଶର ନାମ ଭାରତ ରହିଆସିଛି। ଭାଷା ଯାହା ବି ହେଉ, ନାମ ସମାନ ରହିଥାଏ। ଆମ ଦେଶ ହେଉଛି ଭାରତ। ଆମକୁ ଇଣ୍ଡିଆ ନାମର ବ୍ୟବହାର ବନ୍ଦ କରିବାକୁ ପଡିବ ଏବଂ ଭାରତକୁ ସମସ୍ତ ବ୍ୟବହାରିକ କ୍ଷେତ୍ରରେ ଏହାର ବ୍ୟବହାର ବନ୍ଦ କରିବା ଆବଶ୍ୟକ। ସେତେବେଳେ ହିଁ କେବଳ ପରିବର୍ତ୍ତନ ଆସି ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମୋଦି ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ମେଟ୍ରୋ….

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ବୁଧବାର କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ବିଧାୟିକାଙ୍କ ହସ୍ତକ୍ଷେପ ପରେ ମିଳିଲା ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ବିଭିନ୍ନ କାରଣରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କୁ ସରକାରୀ ସହାୟତା ମିଳିବାରେ ବହୁ ବିଳମ୍ବ ହୋଇଥାଏ। କିନ୍ତୁ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri