ସମାଜର ଉନ୍ନତି ଆମର ଲକ୍ଷ୍ୟ: ସବୁଜ ବାହିନୀ ଫାଉଣ୍ଡେସନର ଦ୍ୱିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ

ରାଜନଗର,୧୩।୮: ସବୁଜ ବାହିନୀ ଫାଉଣ୍ଡେସନର ଦ୍ୱିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସମାଜର ଉନ୍ନତି ପାଇଁ ଏହି ଫାଉଣ୍ଡେସନର ଲକ୍ଷ୍ୟ ବିଷୟରେ ଅତିଥିବୃନ୍ଦ ଆଲୋକପାତ କରିଥିଲେ।

ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ସାମ୍ବାଦିକ ଦୋଳଗୋବିନ୍ଦ ଜେନା, ମୁଖ୍ୟବକ୍ତା ଭାସ୍କର ରାଉତ ରାୟ, ସମ୍ମାନିତ ଅତିଥି ଭାବେ ସାମ୍ବାଦିକ ତଥାଗତ ବିଶାଳ, ଜିତା ପଟ୍ଟନାୟକ, ବଳଦେବ ମିଶ୍ର, ସରୋଜିନୀ ପ୍ରଧାନ, ସଂଗଠନ ମୁଖ୍ୟ ପ୍ରତିଷ୍ଠାତା ସୌରଭ କୁମାର ଜେନା ପ୍ରମୁଖ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଜୟ ଜଗନ୍ନାଥ ଫାଉଣ୍ଡେସନକୁ ସମ୍ବର୍ଦ୍ଧନା ଦିଆଯାଇଥିଲା।

ଶେଷଦେବ ବିଶ୍ୱାଳ ମଞ୍ଚ ପରିଚାଳନା କରିଥିଲେ। ବାପିନା ରାଉତଙ୍କ ନେତୃତ୍ୱରେ ହିଂମାଶୁ ଶେଖର ନାୟକ, ବେବିଲାତ ପାତ୍ର, ସନ୍ଧ୍ୟାକୁମାରୀ, ଲିଲି ଦଳାଇ,ବାଦଲ ଜେନା, ପ୍ରିୟରଞ୍ଜନ ରାଉତ, ସ୍ନେହାଷିସ ଜେନା, ପ୍ରକାଶ ସେଠୀ, ପାପୁନା ରାଉତ ଓ ବିନୁ ରାଉତ କାର୍ଯ୍ୟ ପରିଚାଳନା କରୁଥିଲେ। ଜୟ ଜଗନ୍ନାଥ ଫାଉଣ୍ଡେସନର କର୍ମକର୍ତ୍ତାମାନେ ସବୁଜ ବାହିନୀର ମୁଖ୍ୟ ପ୍ରତିଷ୍ଠାତା ସୌରଭ ଜେନାଙ୍କୁ ହୃଦୟ ଧନ୍ୟବାଦ ଜ୍ଞାପନ କରିଛନ୍ତି।

ସବୁଜ ବାହିନୀ ସଂଗଠନ ବିଭିନ୍ନ ପ୍ରକାର ସାମାଜିକ କାର୍ଯ୍ୟ କରେ। ଚାରା ବଣ୍ଟନ କରିବା, ବୁଲା ଗୋରୁଙ୍କୁ ଖାଇବାକୁ ଦେବା, ଗୋରୁମାନଙ୍କୁ ଚିକିତ୍ସା କରିବା, ମାନସିକ ବିକୃତ ଲୋକ ଯତ୍ନ ସହ ସେମାନଙ୍କୁ ଖାଦ୍ୟ ଯୋଗାଇ ଦେବା, ଅନେକ ଗରିବ ଅସହାୟ ବ୍ୟକ୍ତିଙ୍କୁ ସାହାଯ୍ୟ କରିବା ଭଳି କାର୍ଯ୍ୟ କରେ।


Enter your email to get our daily news in your inbox.

All Right Reserved By Dharitri.Com

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

୨୪ କିମି ଲାଗି ୧୦୪ କୋଟି ଟଙ୍କା ବ୍ୟୟ ଅଟକଳ: ଗାର୍ଡୱାଲ୍‌ ନାହିଁ, ରାସ୍ତା ଭୁଶୁଡ଼ିବା ଆଶଙ୍କା

ମହାକାଳପଡ଼ା,୧୬ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ଶିଳ୍ପ କରିଡର ପ୍ରତିଷ୍ଠା ପାଇଁ ପୂର୍ବ ସରକାରଙ୍କ ସମୟରେ ଜମ୍ବୁ-ମାର୍ଶାଘାଇ ମୁଖ୍ୟ କେନାଲ ରାସ୍ତା ନିର୍ମାଣ…

ମହାକାଳପଡ଼ାରେ ପହଞ୍ଚିଲା ଗ୍ୟାସ୍‌ ସିଲିଣ୍ଡର ଗାଡ଼ି: ସବୁ ଉପଭୋକ୍ତାଙ୍କୁ ମିଳିଲାନି

ମହାକାଳପଡ଼ା, ୧୫ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଉପସାଗରୀୟ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ହର୍ମୁଜ୍‌ ପ୍ରଣାଳୀ ଜଳପଥ ଦେଇ ଭାରତକୁ ପ୍ରାକୃତିକ ତୈଳ ଓ ଜାଳେଣି ଗ୍ୟାସ୍‌ ଆମଦାନୀରେ…

ପଥର ପ୍ୟାକିଂ ନିର୍ମାଣ କାର୍ଯ୍ୟ ତଦାରଖ କରିବାକୁ ଆସୁନାହାନ୍ତି କ୍ଷେତ୍ର ପରିଦର୍ଶନ ଅଧିକାରୀ, ନିମ୍ନମାନର କାର୍ଯ୍ୟ ନେଇ…

ମହାକାଳପଡ଼ା,୧୪ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କଂସାର ବଡ଼ ଦାଣ୍ଡୁଆ ପଞ୍ଚାୟତ ବଗଗହଣ- ମିଲନମୋଡ଼-ତରପଦା ଗୋବରୀ ନଦୀପାର୍ଶ୍ୱ ଘେରିବନ୍ଧ ନିର୍ମାଣ କାମ ନିମ୍ନମାନର…

ବିପଦରେ ଅଲିଭ୍‌ରିଡ୍‌ଲେ କଇଁଛଙ୍କ ଅଣ୍ଡାଦାନ, କଟକଣା ସତ୍ତ୍ୱେ ପଶି ଆସୁଛନ୍ତି…

କେନ୍ଦ୍ରାପଡ଼ା,୧୩ା୩ (ଜଗନ୍ନାଥ ଧଳ): ବିରଳ ଅଲିଭ୍‌ରିଡ୍‌ଲେ କଇଁଛଙ୍କ ପ୍ରଜନନ ସ୍ଥଳ ଗହୀରମଥା ଏବେ ପ୍ରକୃତିର କ୍ରୋଧ ସହ କୃତ୍ରିମ ବିପଦ ସହିତ ଲଢ଼ୁଛି। ବିଶ୍ୱପ୍ରସିଦ୍ଧ ଏହି ଏନ୍ତୁଡ଼ିଶାଳରେ…

ଗ୍ୟାସ୍‌ ଯୋଗାଣରେ ସଙ୍କଟ: ଜଙ୍ଗଲରୁ କାଠ ସଂଗ୍ରହ ନ କଲେ ଜନଜାତିଙ୍କ ଚୁଲି ଜଳେ ନାହିଁ

ମହାକାଳପଡ଼ା, ୧୩ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଇରାନ୍‌ ସହିତ ଆମେରିକା ଓ ଇସ୍ରାଏଲ ଯୁଦ୍ଧ ଯୋଗୁ ପ୍ରାକୃତିକ ତୈଳ ଓ ଗ୍ୟାସ୍‌ ଆମଦାନୀରେ ସଙ୍କଟ ପ୍ରତିଫଳିତ ହେଉଛି।…

ମାଛ ଧରିବାକୁ ଯାଇଥିଲେ, ଝାମ୍ପିନେଲା କୁମ୍ଭୀର: ସ୍ତ୍ରୀ-ପୁଅ ପହଞ୍ଚିବାରୁ, ଲୋମଟଙ୍କୁରା ଘଟଣା ଜାଣିଲେ…

ମହାକାଳପଡ଼ା,୧୧ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତ କାଂଶପାଳ ମୌଜା ଗୋବରୀ ନଦୀ ସଂଲଗ୍ନ ୫୦ ନଂ. ପ୍ଲଟ ନିକଟରେ ମଙ୍ଗଳବାର ଭୋର ୫ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri