Posted inଜାତୀୟ

ରାଗିଲେ ମାୟାବତୀ: ସମାଜବାଦୀ ପାର୍ଟିକୁ ହରାଇବାକୁ ଭାଜପାକୁ ଦେବେ ଭୋଟ

ଲକ୍ଷ୍ନୌ,୨୯ ।୧୦: ବହୁଜନ ସମାଜ ପାର୍ଟି ମୁଖ୍ୟ ମାୟାବତୀ ଗୁରୁବାର ଏକ ବଡ ବୟାନ ଦେଇଛନ୍ତି । ସେ କହିଛନ୍ତି ଆମ ଦଳ ଲୋକ ସଭା ନିର୍ବାଚନ ସମୟରେ ସାମ୍ପ୍ରଦାୟିକ ଶକ୍ତି ସହ ଲଢିବାକୁ ସମାଜବାଦୀ ପାର୍ଟି ସହ ମିଶିଥିଲା । ହେଲେ ଏହାର ପାରିବାରିକ କଳହ କାରଣରୁ ବହୁଜନ ସମାଜ ପାର୍ଟିଠାରୁ ସମାଜବାଦୀ ପାର୍ଟି କୌଣସି ଲାଭ ଉଠାଇ ପାରିଲା ନାହିଁ । ଏହାକୁ ନେଇ ଏବେ ମାୟାବତୀ କହିଛନ୍ତି ରାଜ୍ୟ ସଭା ନିର୍ବାଚନରେ ଆମେ ସମାଜବାଦୀ ପାର୍ଟି ପ୍ରାର୍ଥୀଙ୍କୁ ହରାଇବୁ । ଏଥିପାଇଁ ଆମେ ସମସ୍ତ ଶକ୍ତି ଲଗାଇଦେବୁ । ଏଥିପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ବା ଅନ୍ୟ ଦଳକୁ ଭୋଟ ଦେବାକୁ ପଡିଲେ ଆମେ ଦେବୁ ବୋଲି ମାୟାବତୀ କହିଛନ୍ତି । ଏହାସହ ରାଜ୍ୟ ସଭା ନିର୍ବାଚନରେ ଯେଉଁ ୭ ବିଧାୟକ ତାଙ୍କ ସହ ବିଶ୍ୱାସଘାତକତା କରିଛନ୍ତି ସେମାନଙ୍କୁ ସେ ନିଲମ୍ବନ କରିଥିବା ପ୍ରକାଶ କରିଛନ୍ତି । ତେବେ ଲୋକ ସଭା ନିର୍ବାଚନ ପରେ ସମାଜବାଦୀ ପାର୍ଟି ତାଙ୍କ ସହ ସମ୍ପର୍କ କାଟି ଦେଇଥିବାରୁ ଆମେ ଏବେ ଆମ ରାସ୍ତା ବଦଳାଇ ଦେଇଛୁ ବୋଲି ମାୟାବତୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆରେ ସଚିନଙ୍କୁ ପଛରେ ପକାଇ ଐତିହାସିକ ରେକର୍ଡ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୬।୭: ବିରାଟ କୋହଲି ଏକଦିବସୀୟ କ୍ରିକେଟରେ ଆଉ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ସେ ବର୍ମିଂହାମରେ ତାଙ୍କ ଏକଦିବସୀୟ କ୍ୟାରିୟରର 300ତମ ଇନିଂସରେ ବ୍ୟାଟିଂ କରିଥିଲେ।…

Puri Rath Yatra, ଅଣନିଶ୍ବାସୀ ହୋଇ ଚାଲିଗଲା ୨ ଭକ୍ତଙ୍କ ଜୀବନ!

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଏକ ବଡ଼ ଅଘଟଣ ସାମ୍ନାକୁ ଆସିଛି। ଅଣନିଶ୍ବାସୀ ହୋଇ ୨ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ମୃତାହତଙ୍କୁ…

Video: ହନୁମାନଙ୍କ ଆଶୀର୍ବାଦ ପାଇବା ପରେ ଇନିଂସ ଆରମ୍ଭ କରିଥିଲେ ବୈଭବ ସୂର୍ଯ୍ୟବଂଶୀ, ହେଲିକପ୍ଟର ସଟ ମାରି ନିଜର ଶକ୍ତି ଦେଖାଇଲେ…

ନୂଆଦିଲ୍ଲୀ,୧୬।୭: ବୈଭବ ସୂର୍ଯ୍ୟବଂଶୀ ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ଏହି ସଫଳତା ସହିତ, ୧୫ବର୍ଷୀୟ…

ଗଞ୍ଜାମରେ ରଥଯାତ୍ରା; ମାଉସୀ ମା’ ମନ୍ଦିରରେ ପହଞ୍ଚି ଦର୍ଶନ ଦେଲେ ତିନି ଠାକୁର, କୁନି ଭକ୍ତ କଲେ….

ଗଞ୍ଜାମ,୧୬।୭(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଚଳିତ ବର୍ଷ ରଥଯାତ୍ରା ମହା ଆଡମ୍ବରରେ ପାଳିତ ହୋଇଛି । ବଡ଼ ବଜାର ସ୍ଥିତ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି…

ISROର ୧୦୦ ସାଇଣ୍ଟିଷ୍ଟ ଚାକିରି ଛାଡିବା ପରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୬।୭: ଭାରତ ସରକାର ISRO ବୈଜ୍ଞାନିକମାନଙ୍କ ପାଇଁ ଇସ୍ତଫା ଏବଂ ଅକାଳ ଅବସର ସମ୍ପର୍କିତ ନିୟମକୁ କଡ଼ାକଡ଼ି କରିଛନ୍ତି। ଏକ ସରକାରୀ ନିର୍ଦ୍ଦେଶରେ ISROରେ ଗ୍ରୁପ A…

Puri Rath Yatra: ବଡ଼ଦାଣ୍ଡରେ ଗଡ଼ିଲା ରଥ, ଶରଧାବାଲି ଅଭିମୁଖେ ବଡ଼ ଠାକୁରଙ୍କ ତାଳଧ୍ବଜ

ପୁରୀ,୬।୭: ଶ୍ରୀକ୍ଷେତ୍ର ପୁରୀରେ ଆରମ୍ଭ ହୋଇଛି ରଥଟଣା। ବଡ଼ଦାଣ୍ଡରେ ଗଡ଼ିଲା ପ୍ରଭୁ ବଡ଼ ଠାକୁରଙ୍କ ତାଳଧ୍ବଜ ରଥ। ଲକ୍ଷାଧିକ ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର।…

ପୁରୁଷୋତ୍ତମପୁରରେ ରଥଯାତ୍ରା: ବର୍ଷାରେ ଭିଜିଲେ କାଳିଆ ସାଆନ୍ତ

ପୁରୁଷୋତ୍ତମପୁର,୧୬ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ରଥଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି। ହେଲେ ଦୀର୍ଘ ୪ ଦିନ ଧରି ଦାଉ ସାଧି ଲାଗିରହିଥିବା ଲଗାଣ…

୨୨କୋଟି ଵ୍ୟୟ ଅଟକଳରେ ନବୀକରଣ ହୋଇଛି କେସିଙ୍ଗା ରେଲୱେ ଷ୍ଟେଶନ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

କେସିଙ୍ଗା,୧୬।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅଧିନସ୍ଥ କେସିଙ୍ଗା ରେଲୱେ ଷ୍ଟେଶନର ଶୁଭ ଉଦଘାଟନ ଶୁକ୍ରବାର ରେଳ ବିଭାଗ ପକ୍ଷରୁ କରାଯିବ । କେସିଙ୍ଗା ଷ୍ଟେଶନର ନବୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri