‘ଆଗାମୀ ମାସେ ଭିତରେ ଆମ ରାଜ୍ୟ ଭଲ ସ୍ଥିତିରେ ପହଞ୍ଚିବ’

ଭୁବନେଶ୍ୱର,୮।୨(ବ୍ୟୁରୋ): କୋଭିଡ୍‌ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, ଆଗାମୀ ମାସେ ଭିତରେ ଆମ ରାଜ୍ୟ ଭଲ ସ୍ଥିତିରେ ପହଞ୍ଚିବା ଭଳି ଲାଗୁଛି । ଏବେ ରାଜ୍ୟରେ କୋଭିଡ ରୋଗୀଙ୍କ ହସ୍ପିଟାଲ ଲାଇଜେସନ ୮ରୁ ୯ ପ୍ରତିଶତକୁ ଖସି ଆସିଛି।
ଆହୁରି ମଧ୍ୟ କହିଛନ୍ତି ଯେ, ତୃତୀୟ ଲହର ବେଳେ ଆମ ରାଜ୍ୟରେ ୧୫ % ଶିଶୁ ସଂକ୍ରମିତ ହେବେ ବୋଲି ଆକଳନ କରାଯାଇଥିଲା । ହେଲେ କିଛି ଦିନ ପାଇଁ ଏହା ୧୦ ରୁ ୨୮ %କୁ ବୃଦ୍ଧି ପାଇଥିଲା। ତୃତୀୟ ଲହରରେ ଓଡ଼ିଶାରେ ଜଣେ ୧୨ ଦିନର ଶିଶୁର ବି ମୃତ୍ୟୁ ହୋଇଛି । କରୋନା ସଂକ୍ରମଣ ଏବେ ବଢିବ କମିବ। ଏହା ଏକ ବାୟୁ ବାହିତ ରୋଗ, ତେଣୁ ମାସ୍କ ବ୍ୟବହାର ନିହାତି ଆବଶ୍ୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ଗାଡ଼ି ଯାଞ୍ଚ କଡ଼ାକଡ଼ି

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ବେପରୁଆ ଗାଡ଼ି ଚାଳକ ସାବଧାନ। ଏଣିକି ନିୟମ ଉଲ୍ଲଂଘନ କଲେ ଆଉ ନିସ୍ତାର ନାହିଁ। ଆସନ୍ତା ଜାନୁୟାରୀରୁ ରାଜ୍ୟରେ ଗାଡ଼ି ଯାଞ୍ଚକୁ ଜୋରଦାର କରାଯିବ।...

ଏପ୍ରିଲ୍‌ ୨ରୁ ଅନ୍‌ଲାଇନ୍‌ ପଞ୍ଜୀକରଣ

ଭୁବନେଶ୍ୱର,୧।୪(ବ୍ୟୁରୋ): ଚଳିତ ବର୍ଷ ଆସନ୍ତା ଜୁଲାଇ ୧୭ରେ ନିଟ୍‌ ୟୁଜି ପରୀକ୍ଷା ହୋଇପାରେ। ଏନେଇ ଅନ୍‌ଲାଇନ୍‌ ପଞ୍ଜୀକରଣ ଶନିବାର(ଏପ୍ରିଲ୍‌ ୨)ରୁ ଆରମ୍ଭ ହେବ। ତେବେ ପଞ୍ଜୀକରଣର...

ଚଢ଼େଇ ଧରିବାକୁ ଗଛରେ ଚଢ଼ି ଦୁଇ ନାବାଳକଙ୍କ ଜୀବନ ଗଲା

ମାଲକାନଗିରି,୨୧ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଉଣ୍ଡୁରୁକୁଣ୍ଡା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଶୁକ୍ରବାର ଉଣ୍ଡୁରୁକୁଣ୍ଡା ଗାଁର ଚନ୍ଦନ ପଡିଆମୀ(୯) ଓ ମାଙ୍ଗା...

ନାବାଳିକା ପ୍ରେମିକାଙ୍କୁ ପାଇବା ପାଇଁ ଥାନାରେ ଆତ୍ମାହୁତି ଉଦ୍ୟମ କଲେ ଯୁବକ, କାବୁ କଲା…

ଭୁବନେଶ୍ୱର,୧୩।୩(ବ୍ୟୁରୋ): ମୁଁ ତାଙ୍କୁ ଜୀବନଠାରୁ ବି ଅଧିକ ଭଲ ପାଉଛି। ହେଲେ ତାଙ୍କ ପରିବାର ଲୋକେ ତାଙ୍କୁ ରାଜସ୍ଥାନରେ ଲୁଚାଇ ରଖିଛନ୍ତି। ତମେ ତାଙ୍କୁ ଫେରାଇ...

କଟକରେ ଏନକାଉଣ୍ଟର: ଅଭିଯୁକ୍ତ ବୁଦ୍ଧିଆ ଆହତ

କଟକ ଅଫିସ,୧୧ା୯: ପୂଜାକୁ ନେଇ କଟକ ସହର ଚଳଚଞ୍ଚଳ ହୋଇ ଉଠିଥିବାବେଳେ ବୁଧବାର ପୂର୍ବାହ୍ନରେ ଜଣେ ଅଭିଯୁକ୍ତଙ୍କୁ କମିଶନରେଟ୍‌ ପୋଲିସ ଏନ୍‌କାଉଣ୍ଟର କରିଛି। ଏଥିରେ ଅଭିଯୁକ୍ତ...

ପରିବା ପାଇଁ ଗଲେ ନେଇପାରିବେନି ବାଇକ୍‌

ଭୁବନେଶ୍ୱର,୩୦ା୩(ବ୍ୟୁରୋ)- ଲକଡାଉନ ସମୟରେ ଅନେକ ଲୋକେ ପରିବା ପାଇଁ ଗଲେ ବାଇକ ନେଇଯାଉଛନ୍ତି। ସେମାନଙ୍କ ମଧ୍ୟରୁ ଅନେକ ପରିବା ଆଣିବା ନଁାରେ ସହର ବୁଲୁଛନ୍ତି। ଏହାକୁ...

କେନ୍ଦ୍ର, ରାଜ୍ୟ ମଧ୍ୟରେ ସମନ୍ବୟ ଅଭାବ

କେନ୍ଦ୍ରାପଡ଼ା ଅଫିସ,୨୦ା୧୨: କେନ୍ଦ୍ରାପଡ଼ା ସହରଠାରୁ ସିଂହଗାଁ ମାତ୍ର ୨୬ କିଲୋମିଟର । ଏହି ଗ୍ରାମର ପ୍ରସୂତିଙ୍କ ପାଇଁ ଆମ୍ବୁଲାନ୍ସ ପହଞ୍ଚତ୍ ପାରୁନାହିଁ । ଗର୍ଭବତୀମାନେ ଭାରରେ...

‘ସୋନାଲୀଙ୍କୁ ଗିରଫ କଲେ ଆନ୍ଦୋଳନରୁ ହଟିବୁ’

ଭୁବନେଶ୍ୱର,୨୧।୨(ବ୍ୟୁରୋ): ମଡେଲ ସୌମ୍ୟରଞ୍ଜନ ପାଣିଗ୍ରାହୀଙ୍କ ମୃତ୍ୟୁକୁ ୨୨ ଦିନ ବିତିଲାଣି। ହେଲେ ଏବେ ବି ପୋଲିସ କୌଣସି ପଦକ୍ଷେପ ନେଇ ନ ଥିବା ସୋମ୍ୟଙ୍କ ପରିବାର...

Advertisement
Archives

Model This Week