ପରଦାରେ ଗାଙ୍ଗୁଲି ହେବା ଲାଗି ଅଣ୍ଟା ଭିଡିଲେ ଆୟୁଷ୍ମାନ

ବମ୍ବେ: ଭାରତୀୟ ଖେଳାଳିମାନଙ୍କ ଉପରେ ନିର୍ମିତ ବାୟୋପିକକୁ ବହୁତ ପସନ୍ଦ କରୁଛନ୍ତି ଦର୍ଶକ। ଉଦାହରଣ ସ୍ବରୂପ ‘ଏମ୍‌ ଏସ୍‌ ଧୋନୀ ଦ ଅନଟୋଲ୍ଡ ଷ୍ଟୋରୀ’ଠାରୁ ଆରମ୍ଭ କରି ‘ଭାଗ୍‌ ମିଲ୍‌ଖା ଭାଗ୍‌’କୁ ନିଆଯାଇପାରେ। ଏହି ଫିଲ୍ମଗୁଡିକର ସଫଳତାକୁ ଦେଖି ବଲିଉଡରେ ଭାରତୀୟ କ୍ରିକେଟ ଟିମ୍‌ର ସବୁଠାରୁ ଲୋକପ୍ରିୟ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ଜୀବନ କାହାଣୀ ଉପରେ ଫିଲ୍ମ ନିର୍ମାଣ ହେବାକୁ ଯାଉଛି। ବାୟୋପିକ୍‌ରେ ଅଭିନେତା ଆୟୁଷ୍ମାନ ଖୁରାନ୍ନା ଲିଡ ରୋଲରେ ନଜର ଆସିବେ। ଆସନ୍ତା ମାସରୁ ସେ ଫିଲ୍ମ ଲାଗି ନିଜର ପ୍ରସ୍ତୁତି ଆରମ୍ଭ କରିବେ।

ତେବେ ଗାଙ୍ଗୁଲିଙ୍କ ବାୟୋପିକ୍‌ ଲାଗି ରଣବୀର କପୁର ପ୍ରଥମ ଚଏସ୍‌ ଥିଲେ। ହେଲେ କିଛି କାରଣକୁ ନେଇ ରଣବୀର ଫିଲ୍ମ କରିବାକୁ ମନା କରିଦେଇଥିଲେ। ଏହାପରେ ନିର୍ମାତା ଆୟୁଷ୍ମାନଙ୍କୁ ଅଫର ଦେଇଥିଲେ। ଅଭିନେତା ଏହାକୁ ଗ୍ରହଣ କରିନେଇଛନ୍ତି। ବାୟୋପିକ୍‌କୁ ଐଶ୍ୱର୍ଯ୍ୟା ରଜନୀକାନ୍ତ ନିର୍ଦ୍ଦେଶନା ଦେବାକୁ ଥିବା ବେଳେ ଡିସେମ୍ବରରୁ ଉଭୟ ଏହାର ଶୁଟିଂ ଆରମ୍ଭ କରିବେ ବୋଲି ଅଣ୍ଟା ଭିଡିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ବିଶ୍ୱର ଶ୍ରେଷ୍ଠ ୫ ଅର୍ଥନୀତିରେ ବେକାରି ସ୍ଥିତି କ’ଣ? କେତେ ନମ୍ବରରେ ଭାରତର ସ୍ଥାନ, ପଢନ୍ତୁ …

ନୂଆଦିଲ୍ଲୀ, ୧୧।୮: ଭାରତରେ ଡିଗ୍ରୀର ଭାର ବୋହି ଯେତେବେଳେ କୌଣସି ଯୁବକ ସକାଳୁ ସକାଳୁ ଚାକିରି ଖୋଜିବା ପାଇଁ ଘରୁ ବାହାରିଥାଏ, ସେତେବେଳେ ତାଙ୍କ ଆଖିରେ କେବଳ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି।…

SBI ବ୍ୟାଙ୍କ ଲକରରୁ ୫୦ ଲକ୍ଷର ଗହଣା ଗାଏବ, ୨୦୦୩ରୁ କଟୁଥିଲା ଭଡ଼ା

ଲକ୍ଷ୍ନୌ,୧୧।୮: ବ୍ୟାଙ୍କରେ ନିଜର କଷ୍ଟଅର୍ଜିତ ସଞ୍ଚୟ ଏବଂ ଅଳଙ୍କାର ସୁରକ୍ଷିତ ରଖୁଥିବା ଲୋକଙ୍କ ପାଇଁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର କାନପୁର ସ୍ୱରୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri