ତୃତୀୟ ବିଶ୍ୱଯୁଦ୍ଧ କ୍ରିମିୟା ଉପରେ ଅତିକ୍ରମଣ ଉଦ୍ୟମରୁ ହେବ ଆରମ୍ଭ, ବେଲାରୁଷ୍‌ ଦେଲା ଚେତାବନୀ…

ମିନସ୍କ, ୨୮।୬ : ରୁଷିଆ ଏବଂ ପାଶ୍ଚାତ୍ୟ ଦେଶ ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି। କ୍ରିମିୟାକୁ ନେଇ ରୁଷିଆ ପାଶ୍ଚାତ୍ୟ ଦେଶମାନଙ୍କୁ ଚେତାବନୀ ଦେଇଛି। ରୁଷିଆର ପୂର୍ବତନ ରାଷ୍ଟ୍ରପତି ଦିମିତ୍ରୀ ମେଦଓ୍ବେଦଓ୍ବେ କହିଛନ୍ତି ଯେ କ୍ରିମିୟା ପ୍ରାୟଦ୍ୱୀପ ଅଞ୍ଚଳରେ ଯେକୌଣସି ଅତିକ୍ରମଣ ରୁଷିଆ ବିରୋଧରେ ଘୋଷଣା ହେବ। ଯାହା ଦ୍ୱାରା ତୃତୀୟ ବିଶ୍ୱଯୁଦ୍ଧ ହେବାର ଆଶଙ୍କା ରହିଛି।

ଦିମିତ୍ରୀ କହିଛନ୍ତି ଯେ କ୍ରିମିୟା ରୁଷିଆର ଏକ ଅଂଶ ବିଶେଷ। ଏହା ଉପରେ ଅତିକ୍ରମଣ କରିବା ଉଦ୍ୟମ ରୁଷିଆ ବିରୋଧରେ ଯୁଦ୍ଧର ଘୋଷଣା ସଦୃଶ। ସେ କହିଛନ୍ତି ଯଦି ନାଟୋ ସହଯୋଗୀ ଦଳ କ୍ରିମିୟା ଅତିକ୍ରମଣ କରିବାକୁ ଚେଷ୍ଟା କରନ୍ତି ତେବେ ଏହା ଯୋଗୁ ତୃତୀୟ ବିଶ୍ୱଯୁଦ୍ଧର ନିଶ୍ଚିତ ଆରମ୍ଭ ହେବ। ଦିମିତ୍ରୀ ବର୍ତ୍ତମାନ ରୁଷିଆ ସୁରକ୍ଷା ପରିଷଦର ଡେପୁଟି ଚେୟାରମ୍ୟାନ ଭାବରେ କାର୍ଯ୍ୟ କରୁଛନ୍ତି।

ସେ କହିଛନ୍ତି ଯେ ଯଦି ଫିନଲ୍ୟାଣ୍ଡ ଏବଂ ସ୍ବିଡେନ ଭଳି ଦେଶ ନାଟୋରେ ଯୋଗ ଦିଅନ୍ତି, ତେବେ ରୁଷିଆର ଏହାର ସୀମାକୁ ଅଧିକ ସୁଦୃଢ଼ କରିବ ଏବଂ ଉପଯୁକ୍ତ ଉତ୍ତର ଦେବା ପାଇଁ ପ୍ରସ୍ତୁତ ରହିବ । ଏପରିହେଲେ ରୁଷିଆ ଏହାର ସୀମାରେ ଇସ୍କନ୍ଦର ହାଇପରସୋନିକ କ୍ଷେପଣାସ୍ତ୍ର ସ୍ଥାପନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri