ସୁମିତ୍‌ଙ୍କ ଘର ବାହାରେ ୧୪୪ ଧାରା ଜାରି

ବ୍ରହ୍ମପୁର ଅଫିସ,୨୧।୧୨: ବ୍ରହ୍ମପୁରର ଚର୍ଚ୍ଚିିତ ଦମ୍ପତି ତପସ୍ବିନୀ-ସୁମିତ୍‌ ପାରିବାରିକ ମାମଲା ଏବେ ଜୋର ଧରିଛି। ବ୍ରହ୍ମାନଗରରେ ମଙ୍ଗଳବାର ଡାକ୍ତର ସୁମିତ୍‌ଙ୍କ ଘର ବାହାରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ୧୪୪ ଧାରା ଜାରି ହୋଇଛି। ଏ ନେଇ ପୋଲିସ ପକ୍ଷରୁ ସୂଚନା ମିଳିଛି। ଘଟଣାସ୍ଥଳରେ ଗହଳି ଏଡାଇବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ସୋମବାର ରାତିର ଘଟଣା ପରେ ସୁମିତଙ୍କ ଘର ନିକଟରେ ପୋଲିସର ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ସୁମିତ୍‌ଙ୍କ ଘର ଆଗରେ ୨ ସେକ୍ସନ ପୋଲିସ ମୁତୟନ ହୋଇଛନ୍ତି।

ଗତକାଲି ବ୍ରହ୍ମପୁର ଏସଡିଜେଏମ କୋର୍ଟ ରାୟ ଶୁଣାଇଲା ପରେ ଶହ ଶହ ମହିଳା ତପସ୍ବିନୀଙ୍କ ସପକ୍ଷରେ ବାହାରିଥିଲେ। ଏହାପରେ ମହିଳା ମାନେ ସୁମିତ୍‌ଙ୍କ ଘରର ପ୍ରଥମ କବାଟ ଭାଙ୍ଗି ଦେଇଥିଲେ ।
ତପସ୍ବିନୀ ବର୍ତ୍ତମାନ ସୁମିତ୍‌ଙ୍କ ଘରର ପ୍ରଥମ ଗେଟ୍‌ ଭିତରେ ରହିଛନ୍ତି। ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ଏଭଳି ଲଢେଇ ଜାରି ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri