ସୁମିତ୍‌ଙ୍କ ଘର ବାହାରେ ୧୪୪ ଧାରା ଜାରି

ବ୍ରହ୍ମପୁର ଅଫିସ,୨୧।୧୨: ବ୍ରହ୍ମପୁରର ଚର୍ଚ୍ଚିିତ ଦମ୍ପତି ତପସ୍ବିନୀ-ସୁମିତ୍‌ ପାରିବାରିକ ମାମଲା ଏବେ ଜୋର ଧରିଛି। ବ୍ରହ୍ମାନଗରରେ ମଙ୍ଗଳବାର ଡାକ୍ତର ସୁମିତ୍‌ଙ୍କ ଘର ବାହାରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ୧୪୪ ଧାରା ଜାରି ହୋଇଛି। ଏ ନେଇ ପୋଲିସ ପକ୍ଷରୁ ସୂଚନା ମିଳିଛି। ଘଟଣାସ୍ଥଳରେ ଗହଳି ଏଡାଇବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ସୋମବାର ରାତିର ଘଟଣା ପରେ ସୁମିତଙ୍କ ଘର ନିକଟରେ ପୋଲିସର ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ସୁମିତ୍‌ଙ୍କ ଘର ଆଗରେ ୨ ସେକ୍ସନ ପୋଲିସ ମୁତୟନ ହୋଇଛନ୍ତି।

ଗତକାଲି ବ୍ରହ୍ମପୁର ଏସଡିଜେଏମ କୋର୍ଟ ରାୟ ଶୁଣାଇଲା ପରେ ଶହ ଶହ ମହିଳା ତପସ୍ବିନୀଙ୍କ ସପକ୍ଷରେ ବାହାରିଥିଲେ। ଏହାପରେ ମହିଳା ମାନେ ସୁମିତ୍‌ଙ୍କ ଘରର ପ୍ରଥମ କବାଟ ଭାଙ୍ଗି ଦେଇଥିଲେ ।
ତପସ୍ବିନୀ ବର୍ତ୍ତମାନ ସୁମିତ୍‌ଙ୍କ ଘରର ପ୍ରଥମ ଗେଟ୍‌ ଭିତରେ ରହିଛନ୍ତି। ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ଏଭଳି ଲଢେଇ ଜାରି ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

ସବୁଜ ଭବିଷ୍ୟତ ଗଢ଼ିବା ପାଇଁ ଶପଥ ନେଲେ ଛାତ୍ରୀଛାତ୍ର, ଜଳବାୟୁ ପରିବର୍ତ୍ତନରେ…

ମହାକାଳପଡ଼ା,୩ା ୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହେବ ସଜୁବ ବନାନୀ। ଏଥିପାଇଁ ସ୍କୁଲ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri