ବାହାର ଲୋକଙ୍କୁ ଭୁବନେଶ୍ୱର ଅଫିସ ଆସିବା ମନା

ଭୁବନେଶ୍ୱର,୮।୭(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ସରକାରୀ ଅଫିସକୁ ବାହାର ଅଞ୍ଚଳ ଲୋକ ଆସିପାରିବେ ନାହିଁ। ଖୋର୍ଦ୍ଧା ଓ କଟକ ପୌରାଞ୍ଚଳ ବାହାରୁ ଆସୁଥିବା କର୍ମଚାରୀଙ୍କୁ ରାଜଧାନୀ ଆସିବା ମନା। କୋଭିଡ-୧୯ ସଂକ୍ରମଣ ଆଶଙ୍କା ଦୃଷ୍ଟିରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଏହି କଟକଣା ଲଗାଯାଇଛି ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ବାତ୍ୟା ‘ବୁଲ୍‌ବୁଲ୍‌’

ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଆଣ୍ଡାମାନ ନିକଟସ୍ଥ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନରୁ ୫.୮ କିଲୋମିଟର ବ୍ୟାପି ରହିଛି। ଧୀରେ ଧୀରେ ଏହା...

୮ ବରିଷ୍ଠ ଓଏଏସ୍‌ଙ୍କୁ ଆଇଏଏସ୍‌ ପଦୋନ୍ନତି

ଭୁବନେଶ୍ୱର, ୧୧ା୨(ବ୍ୟୁରୋ):: ରାଜ୍ୟ ସରକାରଙ୍କ ୮ ଜଣ ବରିଷ୍ଠ ଓଏଏସ୍‌ ଅଫିସରଙ୍କୁ ଆଇଏଏସ୍‌ ଅଫିସର ପାହ୍ୟା ପଦୋନ୍ନତିକୁ କେନ୍ଦ୍ର ସରକାର ମୋହର ମାରିଛନ୍ତି। ରାଜ୍ୟ ସରକାରଙ୍କ...

ସର୍ବଭାରତୀୟ ପୋଲିସ ବ୍ୟାଣ୍ଡ ପ୍ରତିଯୋଗିତାରେ ଓଡ଼ିଶା ୩ୟ :ସଫଳତା ପରେ ଡିଜିପିଙ୍କୁ ଭେଟିଲା ପୋଲିସ ବ୍ୟାଣ୍ଡ୍‌ ଦଳ

କଟକ ଅଫିସ,୧।୩: ରେଳ ସୁରକ୍ଷା ବଳ ଆନୁକୂଲ୍ୟରେ ତେଲେଙ୍ଗାନାର ସିକନ୍ଦରାବାଦ୍‌ସ୍ଥିତ ରେଳ ସୁରକ୍ଷା ବଳ ସ୍ପୋର୍ଟସ କମ୍ପ୍ଳେକ୍ସଠାରେ ଗତ ୧୯ରୁ ୨୩ତାରିଖ ପର୍ଯ୍ୟନ୍ତ ୨୦ତମ ସର୍ବଭାରତୀୟ...

ଓଡ଼ିଶା-ଆନ୍ଧ୍ର ସୀମା ସିଲ୍‌

ରାୟଗଡ଼ା ଅଫିସ/ଗୁଣପୁର,୧୨ା୪: ରାୟଗଡ଼ା ଜିଲାରେ ଲଗାତର କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜିଲାରୁ ୩୫ ପଜିଟିଭ ଚିହ୍ନଟ ହୋଇଛନ୍ତି।...

ଦିଲ୍ଲୀ-ପଞ୍ଜାବ-କେରଳରେ କରୋନାର ଦୋହରା ମାଡ଼: ପାର୍ବଣଋତୁରେ ଅଧିକ ସଂକ୍ରମଣ ଆଶଙ୍କା

ନୂଆଦିଲ୍ଲୀ, ୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଇତିମଧ୍ୟରେ ଦିଲ୍ଲୀ, ପଞ୍ଜାବ ଏବଂ କେରଳରେ କରୋନାର ଦୋହରା ମାଡ଼ ଆରମ୍ଭ ହୋଇଥିବା ବିଶେଷଜ୍ଞ ମତପୋଷଣ...

ବାଇଗଣରେ ପୋକ ଥାଉ, ଭୂତାଣୁ ନ ଥାଉ: ବାଗ୍‌ଚୀ

ଭୁବନେଶ୍ୱର, ୧୧ା୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ପ୍ରତିଦିନ ସୂଚନା ପ୍ରଦାନ କରୁଛନ୍ତି।...

ଦନ୍ତା ହାତୀ ଆକ୍ରମଣରେ ଜେଜେମା ମୃତ, ନାତୁଣୀ ଗୁରୁତର

ବେତନଟୀ, ୨୦।୬(ଡି.ଏନ୍‌.ଏ): ମୟୁରଭଞ୍ଜ  ଜିଲା ବେତନଟୀ ବନାଞ୍ଚଳ ଅଧିନ ଯୁଗୋଳ ପଞ୍ଚାୟତର ହଳଦୀପଦା ଗଁାରେ ବୁଧବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ୨ ଜଣଙ୍କୁ ଆକ୍ରମଣ...

ଜିଲାପାଳଙ୍କ ବାସଭବନରେ ପୁଣି ପଶିଲା ଭାଲୁ

ନୂଆପଡ଼ା ଅଫିସ,୧୬।୭: ନୂଆପଡ଼ା ଜିଲାରେ ଭାଲୁ ଆତଙ୍କ ଥମିବାର ନାଁ ନେଉନାହିଁ। ଦିନକୁ ଦିନ ଭାଲୁ ସହର ମୁହାଁ ହେଉଥିବାରୁ ସହରବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ସନ୍ଧ୍ୟା...

Advertisement


Archives

Model This Week