କୋଭାକ୍ସିନ୍‌ ଡବଲ ମ୍ୟୁଟାଣ୍ଟ୍‌ ଷ୍ଟ୍ରେନ୍‌କୁ କରିବ ନଷ୍ଟ…

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସୁରକ୍ଷା ଦୃଷ୍ଟିରୁ ଦେଶବ୍ୟାପୀ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଲୋକଙ୍କୁ କୋଭାକ୍ସିନ୍‌ ଏବଂ କୋଭିଶିଲ୍ଡ ଟିକା ଦିଆଯାଉଛି। ସ୍ବଦେଶୀ ଜ୍ଞାନକୌଶଳରେ ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍‌ ଟିକା ଡବଲ ଡବଲ ମ୍ୟୁଟାଣ୍ଟ୍‌ ଷ୍ଟ୍ରେନ୍‌କୁ ନଷ୍ଟ କରିବ ବୋଲି ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

UPI ପେମେଣ୍ଟରେ ନୂତନ ସୀମା ନିର୍ଣ୍ଣୟ କରିବ NPCI, ଏପରି ହେଉଛି ଠକେଇ

ନୂଆଦିଲ୍ଲୀ,୨୨।୧୨: ୟୁନିଫାଇଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (UPI) ମାଧ୍ୟମରେ ହେଉଥିବା ଆର୍ଥିକ ଜାଲିଆତିକୁ ରୋକିବା ପାଇଁ ନ୍ୟାସନାଲ ପେମେଣ୍ଟସ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଏକ ଗୁରୁତ୍ୱପୂର୍ଣ୍ଣ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri