ସିଡ୍ନୀ,୧୦ା୬(ଏପି): ଆସନ୍ତା ମାସରେ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡରେ ହେବାକୁଥିବା ଫୁଟବଲ୍ ବିଶ୍ୱକପ୍ ଲାଗି ଇତିମଧ୍ୟରେ ୧ ନିୟୁତରୁ ଅଧିକ ଟିକେଟ ବିକ୍ରି ସରିଲାଣି, ଯାହାକି ଏହି ମହିଳା ସ୍ପୋର୍ଟିଂ ଇଭେଣ୍ଟରେ ସର୍ବାଧିକ। ଫୁଟ୍ବଲର ଅନ୍ତର୍ଜାତୀୟ ପରିଚାଳନା ପରିଷଦ ଫିଫାର ସଭାପତି ଜିଆନି ଇନ୍ଫାଣ୍ଟିନୋଙ୍କ କହିବା ଅନୁସାରେ ଶୁକ୍ରବାର ସକାଳ ସୁଦ୍ଧା ୧୦,୩୨,୮୮୪ ଟିକେଟ ବିକ୍ରି ସରିଛି। ଫ୍ରାନ୍ସରେ ୨୦୧୯ ସଂସ୍କରଣରେ ଟୁର୍ନାମେଣ୍ଟ ପୂର୍ବରୁ ଟିକେଟ ବିିକ୍ରି ସଂଖ୍ୟାଠାରୁ ଏହା ଅଧିକ।
୨୦୨ ରନ୍ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍ରେ ଆରସିବିର ନୂଆ ରେକର୍ଡ
ବେଙ୍ଗାଲୁର,୨୮।୩: ଆଇପିଏଲ୍ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…
ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ
ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…
ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!
ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…
ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍ଓ ସସ୍ପେଣ୍ଡ
ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍ପେଣ୍ଡ କରାଯାଇଥିବା ଏସ୍ପି ଶନିବାର…
ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ
ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…
ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…
କବାଡ଼ି ପ୍ରିମିୟର ଲିଗ୍ ସିଜନ-୨ ଆରମ୍ଭ
ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍ଘାଟିତ ହୋଇଯାଇଛି। ଜିଲା…
ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…
ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…
Archives

