Posted inଜାତୀୟ

ଖାନ ମାର୍କେଟରୁ ଜବତ ହେଲା ୧୦୦ରୁ ଅଧିକ କନସେନଟ୍ରେଟର୍ସ

ନୂଆଦିଲ୍ଲୀ,୭।୫: ଗୁରୁତର କୋଭିଡ୍‌ ଆକ୍ରାନ୍ତଙ୍କ ଚିକିତ୍ସାରେ ବ୍ୟବହୃତ ହେଉଥିବା କନସେନଟ୍ରେଟର୍ସର କଳାବଜାର ହେଉଛି। ଦିଲ୍ଲୀର ଜଣାଶୁଣା ଖାନ ମାର୍କେଟର ଦୁଇଟି ଦୋକାନରୁ ଶୁକ୍ରବାର ୧୦୦ରୁ ଅଧିକ ଅକ୍ସିଜେନ କନସେନଟ୍ରେଟର୍ସ ଜବତ କରିଛି ଦିଲ୍ଲୀ ପୋଲିସ।

ପୋଲିସ ଅନୁଯାୟୀ, ଟେଷ୍ଟି କବାବ ପାଇଁ ଜଣାଶୁଣା ଖାନ ଚାଚା ରେଷ୍ଟୁରାଣ୍ଟରୁ ୯୬ଟି ଓ ଏସିଆନ ଖାଦ୍ୟ ପାଇଁ ଫେମଶ ଟାଉନ ହଲ ରେଷ୍ଟୁରାଣ୍ଟରୁ ୯ଟି କନସେନଟ୍ରେଟର୍ସ ଜବତ କରାଯାଇଛି। ଏଗୁଡ଼ିକୁ ବ୍ଲାକ ମାର୍କେଟରେ ବିକ୍ରି କରାଯାଉଥିଲା। ଉଭୟ ରେଷ୍ଟୁରାଣ୍ଟ ମାଲିକ ନବନୀତ କାଲରା। କେବଳ ଦକ୍ଷିଣ ଦିଲ୍ଲୀରେ ଏପର୍ଯ୍ୟନ୍ତ ଉଦ୍ଧାର ହେଲାଣି ୫୨୪ ଅକ୍ସିଜେନ କନସେନଟ୍ରେଟର୍ସ। ଆମେ ଶୀଘ୍ର କାଲରାଙ୍କୁ ପଚରାଉଚୁରା କରିବୁ ବୋଲି ଡିସିପି ଅତୁଲ ଠାକୁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେବଳ ସୁଇସାଇଡ୍‌ ନୋଟ୍‌ରେ ନାମ ଥିଲେ ଅଭିଯୁକ୍ତଙ୍କ ଦୋଷ ସାବ୍ୟସ୍ତ ହେବ ନାହିଁ…

ଚଣ୍ଡିଗଡ଼,୨୭।୨ : ସୁଇସାଇଡ୍‌ ନୋଟ୍‌ରେ ନାମ ଉଲ୍ଲେଖ କରିବା ଦ୍ୱାରା ଅଭିଯୁକ୍ତଙ୍କର ଦୋଷ ପ୍ରମାଣିତ ହୁଏ ନାହିଁ। ଅଭିଯୁକ୍ତଙ୍କ ସହ ଆତ୍ମହତ୍ୟା କରିଥିବା ବ୍ୟକ୍ତି ଏବଂ...

ପୁରୋହିତଙ୍କୁ କ’ଣ ଦକ୍ଷିଣା ଦେଲେ ମୋଦି: ଜାଣନ୍ତୁ…

ଅଯୋଧ୍ୟା, ୫।୮: ୫ ଅଗଷ୍ଟ ୨୦୨୦ରେ ପ୍ରଭୁ ଶ୍ରୀ ରାମଙ୍କ ଜନ୍ମଭୂମିରେ ଏକ ନୂଆ ଇତିହାସ ଲେଖା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମ ମନ୍ଦିର...

ନାଗାଲାଣ୍ଡ, ମେଘାଳୟ ବିଧାନସଭା ନିର୍ବାଚନ ପାଇଁ ଭାଜପାର ପ୍ରାର୍ଥୀ ଘୋଷଣା

ନୂଆଦିଲ୍ଲୀ,୨।୨: ଭାରତୀୟ ଜନତା ପାର୍ଟି ନାଗାଲାଣ୍ଡ ଏବଂ ମେଘାଳୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। ଭାଜପା ନେତା ନଳିନୀ କୋହଲି...

ବଡଗାମ ଏନ୍‌କାଉଣ୍ଟର: ଧରାପଡିଲେ ଜଣେ ଆତଙ୍କବାଦୀ

ବଡଗାମ,୧୩।୧: ଜମ୍ମୁ-କଶ୍ମୀରରେ ସୋମବାର କଶ୍ମୀର ଜୋନ୍‌ ପୋଲିସ ଓ ସୁରକ୍ଷା କର୍ମୀଙ୍କ ଉପସ୍ଥିତିରେ ଆରମ୍ଭ ହୋଇଛି ଏନକାଉଣ୍ଟର। ଏହାପରେ ଗଣ୍ଡେରବାଲରୁ ଜଣେ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି।...

ସଞ୍ଜୟ କରୋଲ ହେଲେ ପାଟନା ହାଇକୋର୍ଟର ମୁଖ୍ୟ ବିଚାରପତି

ପାଟନା,୧୧।୧୧: ବିହାର ପାଟନା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ସଞ୍ଜୟ କରୋଲ ସୋମବାର ଶପଥ ଗ୍ରହଣ କରିଛନ୍ତି। ରାଜଭବନରେ ଆୟୋଜିତ ଏକ ସମାରୋହରେ ବିହାରର ରାଜ୍ୟପାଳ...

ଉଦ୍ଧବ ଠାକରେ ଦଳର ବଡ ଦାବି, ଶିନ୍ଦେଙ୍କ ଶିବସେନା ଛାଡିବାକୁ ଚାହୁଁଛନ୍ତି ୨୨ ବିଧାୟକ, ୯ ଏମପି

ମୁମ୍ବାଇ,୩୦।୫: ଏବେବି ମହାରାଷ୍ଟ୍ର ରାଜନୀତି ରହିଛି ବେଶ ସରଗରମ। ଉଦ୍ଧବ ଶିବସେନା ଏମପି ବିନାୟକ ରାଉତ ଏକ ବଡ଼ ଦାବି କରିଛନ୍ତି। ସୋମବାର ସେ କହିଛନ୍ତି...

ଚାକିରି ଅଛି ହେଲେ ଯୋଗ୍ୟତାର ଅଭାବ ରହିଛି

ବରେଲି,୧୫।୯: କେନ୍ଦ୍ର ଶ୍ରମ ମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାର କହିଛନ୍ତି ଦେଶରେ ଚାକିରିର ଅଭାବ ନାହିଁ ହେଲେ ଉତ୍ତର ଭାରତରେ ଯୋଗ୍ୟତା ନାହିଁ। କାରଣ ଯେଉଁମାନେ ଏଠାକୁ...

‘ମୋଦିଙ୍କ ସିପାହୀ ସାଜି କରିବି ଦେଶ ସେବା’

ଗାନ୍ଧିନଗର,୨।୬: ଗୁଜରାଟର ପଟିଦାର ନେତା ହାର୍ଦ୍ଦିକ ପଟେଲ ଆଜି ଭାଜପାରେ ଯୋଗଦେବେ। ଏହା ପୂର୍ବରୁ ସେ ଦେଶ ସେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସିପାହି...

Advertisement
Archives

Model This Week