Advertisement
Posted inଜାତୀୟ

ସେପ୍ଟିକ୍‌ ଟ୍ୟାଙ୍କ୍‌ରୁ ଗ୍ୟାସ୍‌ ଲିକ୍‌ରେ ୧୦୦ ଛାତ୍ରୀଛାତ୍ର ଅସୁସ୍ଥ: ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ତଦନ୍ତ ଆରମ୍ଭ

କିଶନଗିରି,୧୫।୧୦: ତାମିଲନାଡୁର ହୋସୁର ଜିଲାରେ ଗ୍ୟାସ୍‌ ଲିକ୍‌ ଯୋଗୁ ଏକ କର୍ପୋରେଶନ ମିଡିଲ୍‌ ସ୍କୁଲ୍‌ର ପ୍ରାୟ ୧୦୦ଜଣ ପିଲା ଅସୁସ୍ଥ ହୋଇପଡ଼ିଛନ୍ତି। ସ୍କୁଲ୍‌ ପରିସରରେ ଥିବା ସେପ୍ଟିକ୍‌ ଟ୍ୟାଙ୍କ୍‌ରୁ ଗ୍ୟାସ୍‌ ଲିକ୍‌ ହେବାରୁ ପିଲାମାନଙ୍କର ମୁଣ୍ଡ ବୁଲାଇବା ସହ ବାନ୍ତି ହୋଇଥିଲା। ସେମାନଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଜିଲାପାଳ ଭି. ଜୟା ଚନ୍ଦ୍ରଭାନୁ ରେଡ୍ଡୀ ସମ୍ପୃକ୍ତ ସ୍କୁଲ୍‌ ଓ ହୋସୁର ସରକାରୀ ହସ୍ପିଟାଲକୁ ଯାଇ ପିଲାମାନଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଛନ୍ତି। ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ହୋସୁର କର୍ପୋରେଶନ ଏବଂ ସ୍କୁଲ୍‌ ଶିକ୍ଷା ବିଭାଗର ଅଧିକାରୀମାନେ ସ୍କୁଲ୍‌ରେ ପହଞ୍ଚି ଗ୍ୟାସ୍‌ ଲିକ୍‌ର କାରଣ ସମ୍ପର୍କରେ ସ୍ଥିତି ଅନୁଧ୍ୟାନ କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୭ରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ

ନୂଆଦିଲ୍ଲୀ,୨୯।୮ (ପି.ଟି.) : ସମସ୍ତ କଳ୍ପନାଜଳ୍ପନାର ଅବସାନ ଘଟାଇ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଆଗାମୀ ଅକ୍ଟୋବର ୧୭ରେ କରିବା ପାଇଁ ରବିବାର ଦଳ ପକ୍ଷରୁ ଘୋଷଣା...

ରୋଗୀଙ୍କ କିଡନୀରୁ ବାହାରିଲା ୨୦୬ଟି ଷ୍ଟୋନ୍‌

ହାଇଦ୍ରାବାଦ,୧୯।୫: ଦୀର୍ଘ ୬ ମାସ ଧରି ପେଟରେ ଯନ୍ତ୍ରଣା ଭୋଗୁଥିବା ଜଣେ ୫୬ ବର୍ଷୀୟ ବ୍ୟକ୍ତିଙ୍କ କିିଡନୀରୁ ବାହାରିଲା ୨୦୬ଟି ଷ୍ଟୋନ। ଅଓ୍ବେର ଗ୍ଲେନିଗଲ୍ସ ଗ୍ଲୋବାଲ୍ସ...

ସିଟ୍‌ ବେଲ୍ଟ ବାନ୍ଧି ନ ଥିବାରୁ ପୋଲିସ କାଟିଲା ପୋଲିସର ଚାଲାଣ

ପାଟନା,୮।୧୧: ଭ୍ରଷ୍ଟାଚାରକୁ ଶେଷ କରିବା, ସଡ଼କ ସୁରକ୍ଷାରେ ଉନ୍ନତି ଆଣିବା ଓ ଯାତାୟାତକୁ ନିୟନ୍ତ୍ରିତ କରିବା ଉଦ୍ଦେଶ୍ୟରେ ସମଗ୍ର ଦେଶରେ ସେପ୍ଟେମ୍ବର ପହିଲାରୁ ନୂଆ ମୋଟରଯାନ...

ମହିଳାଙ୍କ ପାଇଁ ରାଜଧାନୀ ଦିଲ୍ଲୀ ବି ନୁହେଁ ସୁରକ୍ଷିତ: ୨ ହଜାର ଅନ୍ଧାରୀ ଇଲାକାରେ ଆଖିପିଛୁଳାକେ ଘଟୁଛି ଅପରାଧ

ନୂଆଦିଲ୍ଲୀ,୧୦।୬: ରାଜଧାନୀ ଦିଲ୍ଲୀରେ ମଧ୍ୟ ମହିଳାଙ୍କୁ ସୁରକ୍ଷା ମିଳିପାରୁ ନାହିଁ। ଏନେଇ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଦିଲ୍ଲୀରେ ଅତିସମ୍ବେଦନଶୀଳ ୨ ହଜାର ଅନ୍ଧାରୀ ଇଲାକା(ଡାର୍କ...

ନୂଆ କୃଷି ଆଇନକୁ ରଦ୍ଦ ନ କଲେ ଦିଲ୍ଲୀକୁ ବାଟ ଛାଡ଼ିବୁ ନାହିଁ , ଚେତାବନୀ ଦେଲା କୃଷକ ସଂଘ

ନୂଆଦିଲ୍ଲୀ,୨ା୧୨- କୃଷି ଆଇନକୁ ବିରୋଧ କରୁଥିବା ଅନ୍ନଦାତାମାନେ କେନ୍ଦ୍ର ସରକାରଙ୍କୁ ବୁଧବାର ଦେଇଛନ୍ତି ଚେତାବନୀ। ସରକାର ବିଶେଷ ବୈଠକ ଡକାଇ ଏହି ବିବାଦୀୟ ଆଇନକୁ ରଦ୍ଦ...

ଚଳିତ ବର୍ଷ ଶେଷ ସୁଦ୍ଧା ଜମ୍ମୁ-କଶ୍ମୀରରେ ହେବ ସାଧାରଣ ନିର୍ବାଚନ: ଶାହ

ନୂଆଦିଲ୍ଲୀ,୨୮।୬: ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି ଶାସନକୁ ଆଉ ୬ ମାସ ବୃଦ୍ଧି କରିବା ସହ ଚଳିତ ବର୍ଷ ଶେଷ ସୁଦ୍ଧା ସେଠାରେ ସାଧାରଣ ନିର୍ବାଚନ କରିବାକୁ ସ୍ବରାଷ୍ଟ୍ରମନ୍ତ୍ରୀ...

୩୦ ବର୍ଷ ପରେ ଲାଲ ଚୌକରେ ଉଡ଼ିଲା ତ୍ରୀରଙ୍ଗା

ଶ୍ରୀନଗର,୨୬।୧: ଲାଲ ଚୌକରେ ଥିବା ଐତିହାସିକ କ୍ଲକ୍‌ ଟାଓ୍ବାରରେ ୩୦ ବର୍ଷ ପରେ ବୁଧବାର ଉଡ଼ିଛି ତୀରଙ୍ଗା। ଭେଟେରାନ ଭାଜପା ନେତା ମୁରଲି ମନୋହର ଯୋଶି...

କ୍ୱାରାଣ୍ଟାଇନ୍‌ରେ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନି

ଅହମଦାବାଦ୍‌,୧୫।୪: ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନି କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ କଂଗ୍ରେସ ବିଧାୟକ ଇମରାନ୍‌ ଖୋଡଓ୍ବୋଲାଙ୍କ ନମୁନା ରିପୋର୍ଟ କରୋନା ପଜେଟିଭ୍‌ ଆସିବା...

Advertisement
Archives

Model This Week