ଜଳବାୟୁ ପରିବର୍ତ୍ତନ: ଗ୍ରୀସ୍‌ ଉପକୂଳରେ ୧୦୦ ଟନ୍‌ ମଲା ମାଛ

ଭୋଲୋସ୍‌,୨୯ା୮: ଜଳବାୟୁ ପରିବର୍ତ୍ତନର ପ୍ରଭାବ କେବଳ ମଣିଷଙ୍କ ଜୀବନକୁ ଦୁର୍ବିସହ କରିନାହିଁ, ବନ୍ୟଜନ୍ତୁ ଓ ସାମୁଦ୍ରିକ ଜୀବ ମଧ୍ୟ ପ୍ରଭାବିତ ହୋଇଛନ୍ତି। ଗ୍ରୀସ୍‌ର ଭୋଲୋସ୍‌ ବନ୍ଦର ଆଖପାଖ ଅଞ୍ଚଳରେ ୧୦୦ ଟନ୍‌ରୁ ଊର୍ଦ୍ଧ୍ୱ ମଲା ମାଛ ପଡ଼ିଥିବା ଦେଖିବାକୁ ମିଳିଛି। ଏଥେନ୍ସ ଉତ୍ତର ଉପକୂଳବର୍ତ୍ତୀ ୩୨୦ କିଲୋମିଟର ବ୍ୟାପୀ ଅଞ୍ଚଳରେ ଏହି ମାଛଗୁଡ଼ିକ ପଡ଼ି ରହିଛନ୍ତି। ଫଳରେ ସମ୍ପୃକ୍ତ ଅଞ୍ଚଳରେ ୩ ଦିନ ଧରି ମାଛ ବ୍ୟବସାୟ ୮୦ ପ୍ରତିଶତ ହ୍ରାସ ପାଇଥିବା ଭୋଲୋସ୍‌ ଚାମ୍ବର ଅଫ୍‌ କମର୍ସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିରିଆରେ ଇସ୍ରାଏଲର ମିଶାଇଲ ମାଡ଼, ୧୮ ମୃତ

ଡାମାସ୍‌କସ୍‌, ୧୦।୯: ଇସ୍ରାଏଲ ସୋମବାର ସିରିଆରେ ମିଶାଇଲ ମାଡ଼ କରିବାରୁ ୧୮ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪୦ରୁ ଅଧିକ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି...

ଭାରତକୁ ଇଲିଶି ରପ୍ତାନି ଉପରେ ବାଂଲାଦେଶର କଟକଣା

ଢାକା, ୯।୯: ବାଂଲାଦେଶର ମହମ୍ମଦ ୟୁନୁସ୍‌ଙ୍କ ନେତୃତ୍ୱାଧୀନ ଅନ୍ତରୀଣ ସରକାରଙ୍କ ଭାରତ ପ୍ରତି କଠୋର ମନୋଭାବର ଆଭାସ ମିଳିଛି। ଦୁର୍ଗାପୂଜା ନିକଟତର ହେଉଥିବାବେଳେ ବାଂଲାଦେଶ ସରକାର...

ଅନ୍ଧାରରେ ଡୁବିଯିବ ବାଂଲାଦେଶ! ଆଦାନୀ ଗ୍ରୁପ୍‌ର ଚେତାବନୀ

ଢାକା,୯।୯: ଶେଖ ହସିନା ସରକାରଙ୍କ ପରାଜୟ ପରେ ବାଂଲାଦେଶରେ ଆର୍ଥିକ ସଙ୍କଟ ଗଭୀର ହେବାରେ ଲାଗିଛି। ଋଣ ପାଇବା ପାଇଁ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ପ୍ରଧାନମନ୍ତ୍ରୀ ମହମ୍ମଦ...

ଭାରତ ପାଇଁ ଖୁସି ଖବର! ରୋହିଙ୍ଗ୍ୟାଙ୍କ ପାଇଁ ବାଂଲାଦେଶ ଉଠାଇଲା…

ଢାକା/ନୂଆଦିଲ୍ଲୀ,୯।୯: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମହମ୍ମଦ ୟୁନୁସ ରବିବାର ଦକ୍ଷିଣ ଏସିଆରେ ରହୁଥିବା ରୋହିଙ୍ଗ୍ୟା ମୁସଲମାନମାନଙ୍କ ପାଇଁ ଶୀଘ୍ର ଥଇଥାନ ଘୋଷଣା କରିଛନ୍ତି। ମହମ୍ମଦ ୟୁନୁସ...

‘ଭାରତରେ ଏବେ କେହି ପ୍ରଧାନମନ୍ତ୍ରୀଙ୍କୁ ଡରୁ ନାହାଁନ୍ତି…’, ବିଦେଶରେ ଭାଜପାକୁ ଟାର୍ଗେଟ କଲେ ରାହୁଲ

ଡଲାସ,୯।୯: ଆମେରିକା ଗସ୍ତରେ ଥିବା ରାହୁଲ ଗାନ୍ଧୀ ଟେକ୍ସାସରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ଭାରତର ଭାଜପା ସରକାର ଉପରେ ଖୁବ ବର୍ଷିଛନ୍ତି। ରାହୁଲ ଗାନ୍ଧୀ...

ଭାରତକୁ ନାଲି ଆଖି ଦେଖାଇଲାଣି ବାଂଲାଦେଶ, କହିଲା ଭଲ ସମ୍ପର୍କ ଚାହୁଁଛୁ ହେଲେ…

ଢାକା,୯।୯: ଶେଖ ହସିନାଙ୍କ ପତନ ପରେ ବାଂଲାଦେଶର ସ୍ଥିତିରେ ସୁଧାର ଆସୁନାହିଁ, କିନ୍ତୁ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ଅହଂକାର ଦେଖାଇବାକୁ ପଛାଉ ନାହାଁନ୍ତି। ରବିବାର...

ଭେନେଜୁଏଲାର ବିରୋଧୀ ନେତା ଗୋଞ୍ଜାଲେଜ୍‌ଙ୍କ ସ୍ପେନ୍‌ ପଳାୟନ

କାରାକସ୍‌,୯ା୯: ଭେନେଜୁଏଲାର ପୂର୍ବତନ ବିରୋଧୀ ଦଳ ରାଷ୍ଟ୍ରପତି ପ୍ରାର୍ଥୀ ଏଡମୁଣ୍ଡୋ ଗୋଞ୍ଜାଲେଜ୍‌ ଦେଶ ଛାଡ଼ି ପଳାଇ ଯାଇଛନ୍ତି। ସ୍ପେନ୍‌ ତାଙ୍କୁ ଆଶ୍ରୟ ଦେବା ନିମନ୍ତେ ଅନୁମତି ପ୍ରଦାନ...

ରାହୁଲ ଗାନ୍ଧୀଙ୍କୁ ଆମେରିକାରେ ସ୍ବାଗତ

ଡଲାସ, ୯।୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ୩ ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି। ତାଙ୍କୁ ଡଲାସ୍‌ରେ ଭାରତୀୟମାନେ ସ୍ବାଗତ କରିଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri