ଆମେରିକାରେ ବରଫ ଝଡ଼, ୧୩୦୦ରୁ ଅଧିକ ବିମାନ ରଦ୍ଦ

ୱାଶିଂଟନ,୨୩ ।୨: ଆମେରିକାରେ ବଢିଛି ବରଫ ଝଡ଼ । ପଶ୍ଚିମ ଓ ମଧ୍ୟ ରାଜ୍ୟରେ ଏହା ଅଧିକ ପରିମାଣରେ ଦେଖାଯାଇଛି । ଏହି କାରଣରୁ ୧୩୦୦ରୁ ଅଧିକ ବିମାନକୁ ରଦ୍ଦ କରି ଦିଆଯାଇଛି ଓ ୨୦୦୦ରୁ ଅଧିକ ବିମାନ ବିଳମ୍ବରେ ଯାତ୍ରା କରିଛି । ବରଫ ଝଡ଼ ଫଳରେ ଲୋକଙ୍କ ସାଧାରଣ ଜୀବନ ଯାତ୍ରା ବି ପ୍ରଭାବିତ ହୋଇଛି । ଫେଡେରାଲ ଆଭିଏଶନ ଆଡମିନିଷ୍ଟ୍ରେଶନ(ଏଫଏଏ)ମଙ୍ଗଳବାର ଟୁଇଟ କରିଥିଲା କି ଖରାପ ପାଗ ଯୋଗୁ ଚଳିତ ସପ୍ତାହରେ ଗ୍ରେଟ ଲେକ୍ସ ଓ ଦକ୍ଷିଣ ଭାଗର ମିନେସୋଟା ଓ ଅନ୍ୟ ରାଜ୍ୟରେ ବିମାନ ଉଡାଣ ରଦ୍ଦ ହୋଇପାରେ ଅଥବା ବିଳମ୍ବ ହୋଇପାରେ ।
ଆମେରିକାର ରାଷ୍ଟ୍ରୀୟ ପାଣିପାଗ ସେବା ପୂର୍ବାନୁମାନ କରିଛି ଯେ ପ୍ରତି ଘଣ୍ଟାରେ ୨ ଇଞ୍ଚ ହିସାବରେ ତୁଷାର ପାତ ଓ ପବନ ଉତ୍ତର ଭାଗ ଓ ଅପର ମିଡୱେଷ୍ଟରେ କିଛି ଭାଗରେ ସ୍ଥିତିକୁ ଆହୁରି ଖରାପ କରିପାରେ । ଫଳରେ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri