ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

ଭୁବନେଶ୍ୱର, ୨୭।୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରକୋପକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ଚଳାଚଳ କରୁଥିବା ସମସ୍ତ ଘରୋଇ ବସ୍‌ ସେବାକୁ ସାମୟିକ ଭାବେ ବନ୍ଦ କରାଯାଇଛି। ଯାତ୍ରୀଙ୍କ ସୁରକ୍ଷା ଏବଂ ରାଜ୍ୟ ସରକାରଙ୍କ ସତର୍କତାମୂଳକ ନିର୍ଦ୍ଦେଶନାମାକୁ ଆଧାର କରି ଏହି ନିଷ୍ପତ୍ତି ନିଆଯାଇଛି।

ଭୁବନେଶ୍ୱର ଘରୋଇ ବସ୍‌ ମାଲିକ ସଂଘର କୋଷାଧ୍ୟକ୍ଷଙ୍କ ସୂଚନା ଅନୁଯାୟୀ, ଆସନ୍ତାକାଲି (ବୁଧବାର) ପର୍ଯ୍ୟନ୍ତ ୧୫୦ରୁ ଅଧିକ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିବ। ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାକୁ ଯାଉଥିବା ବସ୍‌ ସହିତ ଦକ୍ଷିଣ ଓଡ଼ିଶାରୁ ରାଜଧାନୀକୁ ଆସୁଥିବା ବସ୍‌ଗୁଡ଼ିକର ଯାତାୟାତକୁ ମଧ୍ୟ ସ୍ଥଗିତ ରଖାଯାଇଛି।

ବାତ୍ୟା ସମୟରେ ରାସ୍ତାଘାଟରେ ଗଛ ଉପୁଡ଼ିବା, ପ୍ରବଳ ବର୍ଷା ଓ ପବନ ଯୋଗୁ ସମ୍ଭାବ୍ୟ ଦୁର୍ଘଟଣାକୁ ଏଡ଼ାଇବା ପାଇଁ ବସ୍‌ ମାଲିକ ସଂଘ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ବାତ୍ୟାର ପ୍ରଭାବ କମିବା ଏବଂ ପରିସ୍ଥିତି ସ୍ୱାଭାବିକ ହେବା ପରେ ପୁନର୍ବାର ବସ୍‌ ଚଳାଚଳ ଆରମ୍ଭ କରାଯିବ ବୋଲି ସଂଘ ପକ୍ଷରୁ କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: କାଲି ନୁହେଁ ଆଜି ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା, ହଠାତ୍‌ ବଦଳିଲା ସମୟ

ଭୁବନେଶ୍ୱର, ୨୭।୧୦: କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ । ହଠାତ୍ ବଦଳିଲା ବାତ୍ୟା ଲ୍ୟାଣ୍ଡଫଲର ସମୟ । ଆଜି ରାତି…

କୋଟିଆ ମାଟିରେ ତାତିଲେ ତାରା, ଗର୍ଜିଲେ ଭକ୍ତ: ଆନ୍ଧ୍ର ପୋଲିସ୍ ତୁରନ୍ତ ସ୍ଥାନ ଛାଡ଼, ଏହା କାହାର ପୈତୃକ ସମ୍ପତ୍ତି ନୁହେଁ…

ପଟ୍ଟାଙ୍ଗି, ୨୭।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନରୁ ଲାଗିରହିଥିବା ସୀମା ବିବାଦକୁ ନେଇ ସ୍ଥିତି ପୁଣି ସଙ୍ଗୀନ…

ଦ୍ବୀପରେ ଅଟକି ରହିଥିଲେ କଙ୍କଡ଼ା ଧରାଳି, ଉଦ୍ଧାର ହୋଇ ଆସିଲେ

ମହାକାଳପଡ଼ା,୨୭।୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ଶବରପଡ଼ାର ୨୦ଜଣ କଙ୍କଡ଼ା ଧରାଳି ଗହୀରମଥା ସାମୁଦ୍ରିକ ଅଭୟରଣ୍ୟ ହୁକିଟୋଲା ଅନତୀ ଦୂରରେ ଥିବା…

Featured Video Play Icon

ଅର୍ଣ୍ଣବ ପ୍ରକୋପ: ଭୟଙ୍କର ଦେଖାଗଲା ସମୁଦ୍ର! ବିଶେଷଜ୍ଞ କହିଲେ…

ଭୁବନେଶ୍ୱର,୨୭।୧୦: ସମୁଦ୍ରରେ ଭୀଷଣ ରୂପ ଧରି ସ୍ଥଳଭାଗକୁ ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ଅର୍ଣ୍ଣବ। ଘଣ୍ଟା ପ୍ରତି ୨୦ କିମି ବେଗରେ ଆଗକୁ ବଢୁଥିବା ବାତ୍ୟା ଅର୍ଣ୍ଣବ…

ମାଡ଼ି ଆସୁଛି ବାତ୍ୟା ‘ଅର୍ଣ୍ଣବ’: କାଲି ବଲାଙ୍ଗୀର, କନ୍ଧମାଳ-କେନ୍ଦ୍ରାପଡ଼ାରେ ସବୁ ସ୍କୁଲ୍ ଛୁଟି; ଶିକ୍ଷକଙ୍କ ପାଇଁ…

ଭୁବନେଶ୍ୱର, ୨୭।୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲାରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ବୁଧବାର (କାଲି) ବଲାଙ୍ଗୀର,…

ବଦଳିଗଲା ବାତ୍ୟାର ଲ୍ୟାଣ୍ଡଫଲ୍‌ ସ୍ଥାନ! ରାତି ହେଉ ହେଉ ଏସବୁ ଜିଲାକୁ ହାଇ ଆଲର୍ଟ…

ଭୁବନେଶ୍ୱର,୨୭।୧୦: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୀଷଣ ସାମୁଦ୍ରିକ ଝଡ଼ ଅର୍ଣ୍ଣବ ବିଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି…

ଲିଷ୍ଟିଂ ପୂର୍ବରୁ ଶେୟାର ବଜାରରେ କମ୍ପନ: ଦେଶର ୨ୟ ମୂଲ୍ୟବାନ କମ୍ପାନୀ ହେବା ଦିଗରେ ଜିଓ ପ୍ଲାଟଫର୍ମସ! ଟାଟା-ଅଦାନୀଙ୍କୁ…

ନୂଆଦିଲ୍ଲୀ,୨୭।୧୦: ଭାରତୀୟ ପୁଞ୍ଜି ବଜାର (Stock Market) ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ମୁକେଶ ଅମ୍ବାନୀଙ୍କ ନେତୃତ୍ଵାଧୀନ ‘ଜିଓ ପ୍ଲାଟଫର୍ମସ ଲିମିଟେଡ’ (JPL)…

ମାଡ଼ି ଆସୁଛି ବାତ୍ୟା: କଟକରେ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ

କଟକ,୨୭।୧୦(ପ୍ରଭୁକଲ୍ୟାଣ ପାଲ୍‌): ବଳ ଗୋଟାଇ ସ୍ଥଳଭାଗକୁ ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ। ଏହାର ପ୍ରଭାବରେ ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ପ୍ରବଳ ବର୍ଷା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?