ଲାପଟପ-ଟାବଲେଟ ବିକ୍ରିରେ ୨୫ ପ୍ରତିଶତରୁ ଅଧିକ ବୃଦ୍ଧି…

ନୂଆଦିଲ୍ଲୀ,୮।୮ : ଦେଶରେ ଲାପଟପ ଏବଂ ଟାବଲେଟ ବିକ୍ରିରେ ବୃଦ୍ଧି ଘଟିଛି। ଗତ ସପ୍ତାହରେ ଅପ୍ରତ୍ୟାଶିତ ଭାବରେ ଲାପଟପ ଏବଂ ଟାବଲେଟ ଆମଦାନୀ ଉପରେ ଭାରତ ସରକାର ନିଷେଧାଦେଶ ଘୋଷଣା କରିବା ପରେ ଏହା ଘଟିଛି। ସରକାର ଆହୁରି ସ୍ପଷ୍ଟ କରିଥିଲେ କମ୍ପାନୀଗୁଡ଼ିକୁ ଅକ୍ଟୋବର ୩୧ ପୂର୍ବରୁ ଆମଦାନୀ ଲାଇସେନ୍ସ ହାସଲ କରିବାକୁ ପଡିବ। ଏହା ପରେ ରିଟେଲର ଏବଂ ବ୍ରାଣ୍ଡର ଏକ ରିପୋର୍ଟରେ କୁହାଯାଇଛି ପୂର୍ବ ସପ୍ତାହ ତୁଳନାରେ ଲାପଟପ ଏବଂ ଟାବଲେଟ ବିକ୍ରି କ୍ରମାଗତ ଭାବରେ୨୫ ପ୍ରତିଶତରୁ ଅଧିକ ବୃଦ୍ଧି ପାଇଛି।

ରିପୋର୍ଟ ଅନୁଯାୟୀ, ଇ-କମର୍ସ ୱେବସାଇଟ ସ୍ବାଧୀନତା ଦିବସ ବିକ୍ରୟ ଆରମ୍ଭ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଗତ କିଛି ଦିନ ମଧ୍ୟରେ ଟାବଲେଟର ଚାହିଦା ଯଥେଷ୍ଟ ବୃଦ୍ଧି ପାଇଛି।

ଏକ ରିପୋର୍ଟ ଅନୁଯାୟୀ, ଘରୋଇ ଭାବରେ ବିକ୍ରି ହେଉଥିବା ପ୍ରାୟ ୩-୩୫ ପ୍ରତିଶତ ଲାପଟପ ଭାରତରେ ଏକତ୍ରିତ ହୋଇଛି। ୨୦୨୩ରେ ଭାରତ ୮.୮ ବିଲିୟନ ଡ଼ଲାର ମୂଲ୍ୟର ଆଇଟି ହାର୍ଡୱେର ଉତ୍ପାଦ ଆମଦାନୀ କରିଛି, ଯାହା ଚାଇନା ଏବଂ ସିଙ୍ଗାପୁରରୁ ହୋଇଛି। ଚାଇନାରୁ ହୋଇଥିବା ଆମଦାନୀର ପରିମାଣ ୫.୧ ବିଲିୟନ ହଲାର ଥିବାବେଳେ ସିଙ୍ଗାପୁରରୁ ୧.୩ ବିଲିୟନ ଡ଼ଲାର ଆମଦାନୀ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri