ଲାପଟପ-ଟାବଲେଟ ବିକ୍ରିରେ ୨୫ ପ୍ରତିଶତରୁ ଅଧିକ ବୃଦ୍ଧି…

ନୂଆଦିଲ୍ଲୀ,୮।୮ : ଦେଶରେ ଲାପଟପ ଏବଂ ଟାବଲେଟ ବିକ୍ରିରେ ବୃଦ୍ଧି ଘଟିଛି। ଗତ ସପ୍ତାହରେ ଅପ୍ରତ୍ୟାଶିତ ଭାବରେ ଲାପଟପ ଏବଂ ଟାବଲେଟ ଆମଦାନୀ ଉପରେ ଭାରତ ସରକାର ନିଷେଧାଦେଶ ଘୋଷଣା କରିବା ପରେ ଏହା ଘଟିଛି। ସରକାର ଆହୁରି ସ୍ପଷ୍ଟ କରିଥିଲେ କମ୍ପାନୀଗୁଡ଼ିକୁ ଅକ୍ଟୋବର ୩୧ ପୂର୍ବରୁ ଆମଦାନୀ ଲାଇସେନ୍ସ ହାସଲ କରିବାକୁ ପଡିବ। ଏହା ପରେ ରିଟେଲର ଏବଂ ବ୍ରାଣ୍ଡର ଏକ ରିପୋର୍ଟରେ କୁହାଯାଇଛି ପୂର୍ବ ସପ୍ତାହ ତୁଳନାରେ ଲାପଟପ ଏବଂ ଟାବଲେଟ ବିକ୍ରି କ୍ରମାଗତ ଭାବରେ୨୫ ପ୍ରତିଶତରୁ ଅଧିକ ବୃଦ୍ଧି ପାଇଛି।

ରିପୋର୍ଟ ଅନୁଯାୟୀ, ଇ-କମର୍ସ ୱେବସାଇଟ ସ୍ବାଧୀନତା ଦିବସ ବିକ୍ରୟ ଆରମ୍ଭ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଗତ କିଛି ଦିନ ମଧ୍ୟରେ ଟାବଲେଟର ଚାହିଦା ଯଥେଷ୍ଟ ବୃଦ୍ଧି ପାଇଛି।

ଏକ ରିପୋର୍ଟ ଅନୁଯାୟୀ, ଘରୋଇ ଭାବରେ ବିକ୍ରି ହେଉଥିବା ପ୍ରାୟ ୩-୩୫ ପ୍ରତିଶତ ଲାପଟପ ଭାରତରେ ଏକତ୍ରିତ ହୋଇଛି। ୨୦୨୩ରେ ଭାରତ ୮.୮ ବିଲିୟନ ଡ଼ଲାର ମୂଲ୍ୟର ଆଇଟି ହାର୍ଡୱେର ଉତ୍ପାଦ ଆମଦାନୀ କରିଛି, ଯାହା ଚାଇନା ଏବଂ ସିଙ୍ଗାପୁରରୁ ହୋଇଛି। ଚାଇନାରୁ ହୋଇଥିବା ଆମଦାନୀର ପରିମାଣ ୫.୧ ବିଲିୟନ ହଲାର ଥିବାବେଳେ ସିଙ୍ଗାପୁରରୁ ୧.୩ ବିଲିୟନ ଡ଼ଲାର ଆମଦାନୀ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?