Posted inଖେଳ

ଅଂଶଗ୍ରହଣ କଲେ ୩୦୦ରୁ ଊର୍ଦ୍ଧ୍ୱ ଯୁବ ସନ୍ତରଣକାରୀ

ଭୁବନେଶ୍ୱର, ୪ା୧୨ (ବିଜୟ ରଣା): କିସ୍‌, ଗ୍ଲେନମାର୍କ ଆକ୍ୱାଟିକ୍‌ ଓ କିଟ୍‌ର ମିଳିତ ଆନୁକୂଲ୍ୟରେ ରବିବାର କିଟ୍‌ ପରିସରରେ ରହିଥିବା ୬ଟି ସୁଇମିଂ ପୁଲ୍‌ରେ ଆଇସୁଇମ ଜୁନିୟର ସୁଇମ୍‌ ମିଟ୍‌ ଅନୁଷ୍ଠିତ ହୋଇଯାଇଛି। ଇଭେଣ୍ଟରେ ୩୦୦ରୁ ଊର୍ଦ୍ଧ୍ୱ ଉତ୍ସାହୀ ଯୁବ ସନ୍ତରଣକାରୀ ଭାଗ ନେଇ ଇଭେଣ୍ଟକୁ ସଫଳ କରିଥିଲେ। ଯୁବ ସନ୍ତରଣକାରୀମାନେ ୩୦ ପୃଥକ୍‌ ପୃଥକ୍‌ ଇଭେଣ୍ଟରେ ଭାଗ ନେଇଥିଲେ। ସମଗ୍ର ରାଜ୍ୟର ୬ରୁ ଅଧିକ କ୍ଲବ ମଧ୍ୟ ଏଥିରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା କନ୍ଧମାଳ ଏମ୍‌ପି ଅଚ୍ୟୁତ ସାମନ୍ତ ଇଭେଣ୍ଟର ସଫଳତାକୁ ନେଇ ଆନନ୍ଦ ପ୍ରକାଶ କରିବା ସହ ଯୁବ ସନ୍ତରଣକାରୀଙ୍କ ଶକ୍ତି ଓ ଉତ୍ସାହ ତାଙ୍କୁ ଅଭିଭୂତ କରିଛି ବୋଲି କହିଥିଲେ। ଏଭଳି ପ୍ରତିଯୋଗିତା ସୁସ୍ଥ ଜୀବନଶୈଳୀ ବ୍ୟତୀତ ଶୃଙ୍ଖଳା ଓ ପ୍ରତିଯୋଗିତାର ଭାବନା ସୃଷ୍ଟି କରିବ। ଗ୍ଲେନମାର୍କ ଆକ୍ୱାଟିକ୍‌ ଫାଉଣ୍ଡେଶନର ପ୍ରତିଷ୍ଠାତା ନେହା ସଲଦାନହା କହିଛନ୍ତି, ଆଇ ସୁଇମ୍‌ କେବଳ ଏକ ସୁଇମ୍‌ ମିଟ୍‌ ନୁହେଁ ବରଂ ସନ୍ତରଣ କ୍ରୀଡ଼ାର ପ୍ରସାର ଏବଂ ଯୁବ ପ୍ରତିଭାଙ୍କୁ ଉତ୍ସାହିତ କରିବାରେ ସହାୟକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri