୪୦୦ ନିୟୁତ ଉପରେ ଟ୍ରୁକଲର ସକ୍ରିୟ ଉପଭୋକ୍ତା

ନୂଆଦିଲ୍ଲୀ,୩୧।୫: ଦେଶର ପ୍ରମୁଖ ବୈଷୟିକ ପ୍ଲାଟଫର୍ମ ‘ଟ୍ରୁକଲର’ର ଉପଭୋକ୍ତାଙ୍କ ସଂଖ୍ୟା ୪୦୦ ନିୟୁତ ଅତିକ୍ରମ କରିଛି। ଏପରିକି ଯୋଗାଯୋଗ ଯାଞ୍ଚ ଏବଂ ଅବାଞ୍ଛିତ ଯୋଗାଯୋଗକୁ ଅବରୋଧ କରିବା ପାଇଁ ଟ୍ରୁକଲର ବିଭିନ୍ନ ଭୌଗୋଳିକ ବଜାରରେ ଆଗକୁ ବଢୁଛି ଏବଂ ଚଳିତ ବର୍ଷ ମାର୍ଚ୍ଚ ୩୧ରୁ ୧୦.୧ନିୟୁତ ଉପଭୋକ୍ତା ବଢ଼ାଇଛି। ସେହିଭଳି ଟ୍ରୁକଲର ୨୦୨୪ର ପ୍ରଥମ ତ୍ରୈୟମାସର ପ୍ରତିମାସରେ ହାରାହାରି ୩୮୩.୪ ନିୟୁତ ସକ୍ରିୟ ଉପଭୋକ୍ତା ଘୋଷଣା କରିଛି ଏବଂ ତ୍ରୟ ମାସ ଶେଷସୁଦ୍ଧା, ମାସିକ ସକ୍ରିୟ ଉପଭୋକ୍ତାଙ୍କ ସଂଖ୍ୟା ୩୮୯.୯ନିୟୁତ ଥିଲା।

ଟ୍ରୁକଲର ଅନ୍ତରୀଣ ରିପୋର୍ଟ ସଂକ୍ରାନ୍ତରେ ତ୍ରୈମାସିକ ଭିିରେ ମାସିକ ଏବଂ ଦୈନିକ ଉପଭୋକ୍ତାଙ୍କ ହାରାହାରି ସଂଖ୍ୟା ସୂଚିତ କରୁଛି। ଏ ସମ୍ପର୍କରେ ଟ୍ରୁକଲରର ସହ ପ୍ରତିଷ୍ଠାତା ଏବଂ ସିଇଓ ଆଲାନ୍‌ ମାମେଦି କହିଛନ୍ତି, ୪୦୦ନିୟୁତ ସକ୍ରିୟ ଉପଭୋକ୍ତାଙ୍କ ନିକଟରେ ପହଞ୍ଚତ୍ବା ଆମ ପାଇଁ ବହୁତ ଗର୍ବର ବିଷୟ କିନ୍ତୁ ଏହା ସହିତ ଆମେ ଜାଣୁ ଯେ ଟ୍ରୁକଲରଭଳି ସମାଧାନର ଆବଶ୍ୟକତା ଯଥେଷ୍ଟ ଅଧିକ ରହିଛି। ଫୋନରେ ଅବାଞ୍ଛିତ ଯୋଗାଯୋଗ, ସ୍ପାମ୍‌ ଏବଂ ଠକେଇ ସମସ୍ୟା ଉଭୟ ବ୍ୟକ୍ତିବିଶେଷ ଏବଂ ବ୍ୟବସାୟ ପାଇଁ ବୃଦ୍ଧିପାଇବାରେ ଲାଗିଛି । ନୂଆ ଜ୍ଞାନକୌଶଳ ଏବଂ ଠକ ମାନଙ୍କ ପାଇଁ ଟଙ୍କା ରୋଜଗାର କରିବାର ସୁଯୋଗ ବୃଦ୍ଧି ପାଉଥିବାରୁ ଏହାକୁ ରୋକିବା ପାଇଁ ଆମେ ଟୁ୍ରକଲରର ଏହି ବିକାଶକୁ ପ୍ରୋତ୍ସାହିତ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri