Posted inଜାତୀୟ

ଟିକା ନେବା ପରେ ୪୦ ହଜାର ସଂକ୍ରମିତ

ନୂଆଦିଲ୍ଲୀ,୧୧।୮: କେରଳରେ କୋଭିଡ୍‌ ଟିକାର ୨ଟି ଡୋଜ୍‌ ନେଇଥିବା ୪୦ ହଜାରରୁ ଊର୍ଦ୍ଧ୍ୱ ଲୋକ ପୁଣିଥରେ କରୋନାରେ ସଂକ୍ରମିତ ହୋଇଛନ୍ତି। ସମସ୍ତ ମାମଲାର ନମୁନା ଜିନୋମ୍‌ ସିକ୍ୱେନ୍ସିଂ ପାଇଁ ପଠାଇବାକୁ କେନ୍ଦ୍ର ସରକାର କେରଳକୁ ନିର୍ଦ୍ଦେଶ ଦେଇଛନ୍ତି। ଯଦି ଭୂତାଣୁ ଅଧିକ ନୂଆ ରୂପ ନେଉଥାଏ, ତେବେ ଏହା ଚିନ୍ତାର କାରଣ। ତେବେ ଏହି ସଂକ୍ରମଣ ଡେଲ୍ଟା ଭାରିଆଣ୍ଟ ଯୋଗୁ ହୋଇଛି କି ନାହିଁ ତାହା ଜଣାପଡ଼ିନାହିଁ। ଟିକା ନେବା ପରେ କରୋନାରେ ସଂକ୍ରମଣ ହେବା ମାମଲା କେରଳର ପଥନମ୍‌ଥିଟ୍ଟାରେ ସର୍ବାଧିକ ଦେଖାଯାଇଛି। ଉକ୍ତ ଜିଲାରେ ପ୍ରଥମ ଡୋଜ୍‌ ନେଇଥିବା ୧୪,୯୭୪ ଜଣ ଏବଂ ଦ୍ୱିତୀୟ ଡୋଜ୍‌ ନେଇଥିବା ୫,୦୪୨ ଜଣ ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

ତାଣ୍ଡବ ରଚିଲା ବର୍ଷା! ରାଜଧାନୀରେ ଭୁଶୁଡ଼ିଲା କୋଠା; ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ପ୍ରବଳ ବର୍ଷା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ରବିବାର ହଠାତ ଏକ କୋଠା…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri