ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା ଏହି ଫଳ ବଜାରରେ ନିଆଁ ଲାଗି ହୁତୁହୁତୁ ହୋଇ ଜଳିଯାଇଛି ୫୦ରୁ ଊର୍ଦ୍ଧ୍ବ ଫଳ ଦୋକାନ।

ଅଗ୍ନିକାଣ୍ଡର ଖବର ପାଇବା ପରେ ଘଟଣାସ୍ଥଳରେ ଦୁଇଟି ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ, ତେବେ ଏହି ଘଟଣାରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ତେଲକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତର ବଡ଼ ଗେମ୍‌!

ମସ୍କୋ,୧୪।୩: ଇରାନରେ ଚାଲିଥିବା ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ଯୋଗୁଁ, ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହେଉଛି। ସମ୍ପ୍ରତି, ବିଶ୍ୱ ବଜାରରେ ତୈଳ…

ବିରାଟ କୋହଲି ନୁହେଁ, ଏହି ଖେଳାଳି RCBର ଅଧିନାୟକ! ଦିନେଶ କାର୍ତ୍ତିକ ବାଝିଲେ ପ୍ଲେ-୧୧

ନୂଆଦିଲ୍ଲୀ,୧୪।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପୂର୍ବରୁ, RCB ବ୍ୟାଟିଂ ପ୍ରଶିକ୍ଷକ ଦିନେଶ କାର୍ତ୍ତିକ ତାଙ୍କର ପସନ୍ଦର “RCB ଅଲ-ଟାଇମ ଏକାଦଶ” ଚୟନ କରିଛନ୍ତି। ଐତିହାସିକ…

ଶୋଷ ମେଣ୍ଟାଇବା ପାଇଁ ରୋଗକୁ ଆମନ୍ତ୍ରଣ! ବିକ୍ରି ହେଉଥିବା ପାଣିର ବିଶୁଦ୍ଧତାକୁ ନେଇ ଉଠିଲା ପ୍ରଶ୍ନ

ଧର୍ମଶାଳା ୧୪।୩(ଶିବ ପ୍ରସାଦ ମହାନ୍ତି): ଜଳ ହିଁ ଜୀବନ। ଶୋଷ ମେଣ୍ଟାଇବାକୁ ଆମେ ଜଳକୁ ପିଇଥାଉ। ତେବେ ବଜାରରେ ବିକ୍ରି ହେଉଥିବା ପାଣିର ବିଶୁଦ୍ଧତାକୁ ନେଇ ଏବେ…

ଡ୍ରୋନ ସର୍ଭେ ଦ୍ୱାରା ଜଙ୍ଗଲ ନିଆଁ ଚିହ୍ନଟ, ରାତିସାରା ଅକ୍ଲାନ୍ତ ଉଦ୍ୟମ ପରେ ନିଆଁକୁ ଆୟତ୍ତ କଲା ବନବିଭାଗ

ପାଟଣା,୧୪।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ତଣ୍ଡ ବିଟ ଅଟେଈ ସଂରକ୍ଷିତ ଜଙ୍ଗଲରେ ଶୁକ୍ରବାର ରାତି ୨ଟାରେ ଲାଗିଥିବା ନିଆଁକୁ ବନବିଭାଗ କର୍ମଚାରୀ…

ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ: ସଙ୍କଟରେ ବନ୍ୟଜନ୍ତୁ

ଉଦଳା,୧୪।୩(ସନ୍ତୋଷ କୁମାର ବାଛିନୀ): ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ। ଶିମିଳିପାଳର ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗିଛି ନିଆଁ। ୩ ରୁ ୪ ଘଣ୍ଟା ହେବ ଜଳି ଚାଲିଛି ନିଆଁ।…

ଧୈର୍ଯ୍ୟ, କ୍ଷମା ଲୋଡ଼ା

ହୃଦୟରେ ଅନ୍ୟ ପ୍ରତି ଏପରିକି ପରମ ଶତ୍ରୁ ପ୍ରତି କୌଣସି ପରିସ୍ଥିତିରେ ଘୃଣାଭାବ ପୋଷଣ ନ କରି କ୍ଷମା, ଅନୁକମ୍ପା, କରୁଣା, ତିତିକ୍ଷା, ଦୟା ଭାବ ପ୍ରଦର୍ଶନକରିବା…

ଜଳ ହିଁ ଜୀବନ

ଜଳର ଅନ୍ୟ ନାମ ଜୀବନ। ମଣିଷପାଇଁ ଉପଲବ୍ଧ ଅତ୍ୟାବଶ୍ୟକ ପ୍ରାକୃତିକ ଉପାଦାନ ମଧ୍ୟରେ ଜଳ ଅନ୍ୟତମ। କେବଳ ମଣିଷ ନୁହେଁ, ସମଗ୍ର ପ୍ରାଣୀ ଓ ଉଦ୍ଭିଦଜଗତ ପାଇଁ…

କାମ ସାରି ଫେରୁଥିବାବେଳେ ଦଳିଦେଲା ହାତୀ: ୧୨ ଘଣ୍ଟାରେ ୩ ଜଣଙ୍କ ଗଲା ଜୀବନ

ଜି.ଉଦୟଗିରି/ରାଇକିଆ,୧୪/୩(ଚିନ୍ମୟ କୁମାର ସେଠୀ/ପ୍ରଦୀପ ବେହେରା): କନ୍ଧମାଳ ଜିଲା ଜି.ଉଦୟଗିରି ଓ ରାଇକିଆ ବ୍ଲକରେ ହାତୀ ଉପଦ୍ରବକୁ ନେଇ ଆତଙ୍କ ଦେଖା ଦେଇଛି । ଗତ କାଲି ସନ୍ଧ୍ୟାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri