୫୦ ଲକ୍ଷରୁ ଊର୍ଦ୍ଧ୍ୱ ସ୍ୱାସ୍ଥ୍ୟକର୍ମୀ, ଫ୍ରଣ୍ଟଲାଇନ ୱାର୍କର୍ସ, ୬୦ ବର୍ଷରୁ ଅଧିକ ବୟସର ବ୍ୟକ୍ତି ନେଲେଣି କରୋନା ‘ପ୍ରିକଶନ ଡୋଜ’: ମାଣ୍ଡବିୟ

ନୂଆଦିଲ୍ଲୀ,୧୮ ।୧: କରୋନା ମହାମାରୀକୁ ହରାଇବାର ଏକମାତ୍ର ଉପାୟ ଭ୍ୟାକ୍ସିନ ବୋଲି କୁହାଯାଉଛି । ଯେଉଁମାନେ ୨ଟି ଡୋଜ ଭ୍ୟାକ୍ସିନ ନେଇ ସାରିଛନ୍ତି ସେମାନେ ଏବେ ‘ପ୍ରିକଶନ ଡୋଜ’ ବା ବୁଷ୍ଟର ଡୋଜ ନେବାକୁ ଯୋଗ୍ୟ । ତେବେ ଜାନୁୟାରୀରୁ ଆରମ୍ଭ କରାଯାଇଥିବା ଏହି ପ୍ରିକଶନ ଡୋଜ ପ୍ରଥମେ ସ୍ୱାସ୍ଥ୍ୟକର୍ମୀ, ଫ୍ରଣ୍ଟଲାଇନ ୱାର୍କର୍ସ, ୬୦ ବର୍ଷରୁ ଅଧିକ ବୟସର ବ୍ୟକ୍ତିଙ୍କୁ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଥିଲେ । ଏବେ ସୁଦ୍ଧା ୫୦ ଲକ୍ଷରୁ ଊର୍ଦ୍ଧ୍ୱ ସ୍ୱାସ୍ଥ୍ୟକର୍ମୀ, ଫ୍ରଣ୍ଟଲାଇନ ୱାର୍କର୍ସ ଓ ୬୦ ବର୍ଷରୁ ଅଧିକ ବୟସର ବ୍ୟକ୍ତି କରୋନା ‘ପ୍ରିକଶନ ଡୋଜ’ ନେଲେଣି ବୋଲି ମଙ୍ଗଳବାର ପ୍ରକାଶ କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବିୟ । ସେ ଟୁଇଟ କରି ଏହି ସୂଚନା ଦେଇଛନ୍ତି । ଏହାସହ ଯେଉଁମାନେ ‘ପ୍ରିକଶନ ଡୋଜ’ ନେବାକୁ ଯୋଗ୍ୟ ସେମାନେ ସେମାନଙ୍କ ‘ପ୍ରିକଶନ ଡୋଜ’ ଶୀଘ୍ର ନିଅନ୍ତୁ ବୋଲି ମାଣ୍ଡବିୟ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ପାଞ୍ଚଟି ପ୍ରଦେଶ ଉପରେ ଆକ୍ରମଣ କଲା ଆମେରିକା, ମିଶାଇଲ ସିଷ୍ଟମ ସହ IRGC ସ୍ପିଡବୋଟକୁ ଟାର୍ଗେଟ

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ରବିବାର, ଆମେରିକାର ସେନା ହୋର୍ମଜଗାନ, ମାର୍କାଜି, ଆହଭାଜ, ବୁଶେହର, ଖୁଜେସ୍ତାନ ଏବଂ ସିସ୍ତାନ-ବାଲୁଚେସ୍ତାନ ସମେତ ଅନେକ…

ଭିଜିଲାନ୍ସ ପଞ୍ଝାରେ ଆଇଟିଡିଏ ସହକାରୀ ନିର୍ଦ୍ଦେଶକ, ଏକକାଳୀନ ୭ ସ୍ଥାନରେ ଚାଲିଛି ଚଢ଼ାଉ

ଭୁବନେଶ୍ୱର/କୋରାପୁଟ,୧୩ା୭(ଅମିତାଭ ବେହେରା): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ସୋମବାର ସକାଳେ ଓଡ଼ିଶା କନଷ୍ଟ୍ରକ୍ସନ କର୍ପୋରେଶନ (ଓସିସି) ଲିମିଟେଡ୍‌, ଭୁବନେଶ୍ୱରର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର…

ମୃତ୍ୟୁ ପୂର୍ବରୁ, ଲିଣ୍ଡସେ ଟ୍ରମ୍ପଙ୍କ ପାଇଁ ତିନୋଟି କାର୍ଯ୍ୟ ତାଲିକାଭୁକ୍ତ କରିଥିଲେ, ରୁଷିଆ କଥା ଉଲ୍ଲେଖ କରି ଫୋନରେ କହିଥିଲେ, ‘ମୁଁ ଏବେ ମରିପାରିବି ନାହିଁ…’

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏପର୍ଯ୍ୟନ୍ତ କମି ନାହିଁ, ଯାହା ଫଳରେ ସମଗ୍ର ମଧ୍ୟପ୍ରାଚ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଇତି ମଧ୍ୟରେ, ବରିଷ୍ଠ…

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ପ୍ରଭାବ ସମୁଦ୍ରରେ ପରିଲକ୍ଷିତ ହେଲାଣି। ବିଶେଷକରି ସମୁଦ୍ର ଜଳ ପତନ ବୃଦ୍ଧି ହେବା ସହ ଜଳଚର ଜୀବ ପ୍ରଭାବିତ ହେଉଛନ୍ତି। ଏହି କ୍ରମରେ ବହୁ…

ଅମୃତର ସନ୍ତାନ

ବହୁ ଅନୁସନ୍ଧାନରୁ ବର୍ତ୍ତମାନ ପ୍ରାୟ ସମସ୍ତ ବିଜ୍ଞାନୀ ଏକମତ ଯେ ପୃଥିବୀରେ ମାନବ ସଭ୍ୟତା ଥରଥର କରି ଛଅ ଥର ଆରମ୍ଭ ହୋଇ ପୁଣି ନଷ୍ଟ ହୋଇଯାଇଛି।…

ଗଙ୍ଗାଜଳ ବଣ୍ଟନ ଚୁକ୍ତି

ଗଙ୍ଗାଜଳ ବଣ୍ଟନ ଚୁକ୍ତି ନବୀକରଣ ଏବେ ଜାତୀୟ ସ୍ତରରେ ଆଲୋଚ୍ୟ ବିଷୟ। ବାଂଲାଦେଶ ପୂର୍ବ ଅପେକ୍ଷା ଅଧିକ ଜଳ ଦାବି କରି ବିବୃତି ଦେଉଛି। ଭାରତ ମଧ୍ୟ…

ଇରାନରେ ଯୁଦ୍ଧ ମଧ୍ୟରେ ଇସ୍ରାଏଲରେ ନିର୍ବାଚନ ଘୋଷଣା, ୫୩ ବର୍ଷ ମଧ୍ୟରେ ପ୍ରଥମ ଥର ପୂର୍ଣ୍ଣ କାର୍ଯ୍ୟକାଳ ଶେଷ କଲେ ସରକାର

ଜେରୁଜେଲମ,୧୩।୭: ଇସ୍ରାଏଲର ପରବର୍ତ୍ତୀ ସାଧାରଣ ନିର୍ବାଚନ ପାଇଁ ତାରିଖ ସ୍ଥିର କରାଯାଇଛି; ଭୋଟିଂ ୨୭ ଅକ୍ଟୋବର, ୨୦୨୬ ରେ ହେବ। ଉଲ୍ଲେଖନୀୟ ଯେ, ଏହା ୩୮ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri