Posted inଜାତୀୟ

ସୋସିଆଲ ମିଡ଼ିଆରୁ ଦୂରେଇବେ ୫୦% ୟୁଜର

ନୂଆଦିଲ୍ଲୀ,୨୪ା୧୨: ସୋସିଆଲ ମିଡିଆରେ ଭୁଲ୍‌ ତଥ୍ୟର ପ୍ରସାର ଯୋଗୁ ୟୁଜର ଅତିଷ୍ଠ ହୋଇପଡ଼ିଲେଣି। ଏହି କାରଣରୁ ଆଗାମୀ ୨୦୨୫ ସୁଦ୍ଧା ୫୦ ପ୍ରତିଶତ ୟୁଜର ସୋସିଆଲ ମିଡିଆରୁ ଦୂରେଇ ଯିବେ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ଗତ ୫ ବର୍ଷ ତୁଳନାରେ ବର୍ତ୍ତମାନର ସୋସିଆଲ ମିଡିଆ ସ୍ଥିତି ଖରାପ ହୋଇଗଲାଣି ବୋଲି ୫୩ ପ୍ରତିଶତ ବ୍ୟବହାରକାରୀ ଅନୁଭବ କରୁଥିବା ଗାର୍ଟନର ସର୍ଭେରେ ଜଣାପଡ଼ିଛି। ସେହିପରି ସୋସିଆଲ ମିଡିଆରେ ପ୍ରତ୍ୟାଶିତ ଜେନ୍‌ଏଆଇ ବ୍ୟବହାରର ପ୍ରଭାବକୁ ନେଇ ୭ରୁ ୧୦ ପ୍ରତିଶତ ଗ୍ରାହକ ଚିନ୍ତାବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପି ପ୍ରଦୀପ ପାଣିଗ୍ରାହୀଙ୍କୁ ଭେଟି ନିମନ୍ତ୍ରଣପତ୍ର ଦେଲେ ଯଜ୍ଞ ପରିଚାଳନା କମିଟି

ଗଞ୍ଜାମ,୧୯।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଶୁକ୍ରବାରଠୁ ଚବିଶି ପ୍ରହର ମହାଯଜ୍ଞ…

ସରକାରୀ ଡିଜିଟାଲ୍‌ ସମ୍ପତ୍ତିର ପରିଚାଳନାକୁ ନେଇ ପ୍ରଶ୍ନବାଚୀ

ଭୁବନେଶ୍ୱର,୧୯ା୬(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ସରକାର ଗଠନ କରି ଦୁଇ ବର୍ଷ ପୂରଣ କରିଥିବା ବେଳେ ରାଜ୍ୟ ପ୍ରଶାସନରେ ନୂଆ ଏବଂ ଗମ୍ଭୀର ପ୍ରଶ୍ନବାଚୀ…

କ୍ରାଇମବ୍ରାଞ୍ଚ ରିପୋର୍ଟରେ ବଡ଼ ଖୁଲାସା: ୮ କନଷ୍ଟେବଳଙ୍କୁ ଏମିତି ଘର କାମରେ ଲଗାଉଥିଲେ ଦୟାଲ ଗଙ୍ଗଓ୍ବାର

ଭୁବନେଶ୍ୱର,୧୯ା୬: କ୍ରାଇମବ୍ରାଞ୍ଚ ରିପୋର୍ଟରେ ଏକ ବଡ଼ ଖୁଲାସା ହୋଇଛି। ବରିଷ୍ଠ ଆଇପିଏସ୍‌ ଦୟାଲ ଗଙ୍ଗଓ୍ବାର ପଦର ଅବବ୍ୟବହାର କରୁଥିଲେ। ଏପରିକି ଜଣେ କି ଦୁଇ ଜଣ ନୁହେଁ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଧାରୁଆ ଅସ୍ତ୍ରରେ ଜଣଙ୍କୁ ହତ୍ୟା

ଝାରବନ୍ଧ, ୧୯।୬ (ଦେବେନ୍ଦ୍ର ସାହୁ ): ବରଗଡ ଜିଲା ଝାରବନ୍ଧ ଥାନା ଅନ୍ତର୍ଗତ ତୁର୍ଲା ଠାରେ ଗୁରୁବାର ବିଳମ୍ବିତ ରାତ୍ରିରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି ।…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସକାଳୁ ସକାଳୁ ଭିଜିଲାନ୍ସ ରେଡ୍‌ , ୭ଟି ସ୍ଥାନରେ ଏକକାଳୀନ ଚଢାଉ

ନନ୍ଦପୁର, ୧୯।୬( ତୁଷାର କାନ୍ତ ମହାନ୍ତି ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ବଡ଼ଧରଣର ଚଢ଼ଉ କରାଯାଇଛି। କୋରାପୁଟ…

ସକାଳୁ ସକାଳୁ ଅଲେଖ ଧର୍ମାବଲମ୍ବୀ ବାବାଙ୍କୁ ବୀଭତ୍ସ ହତ୍ୟା, ଶୌଚ ହେବାକୁ ଯାଇଥିବାବେଳେ ଦୁର୍ବୃତ୍ତ…

କେନ୍ଦୁଝର,୧୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଉପରରାଇଗୋଡ଼ା ପଞ୍ଚାୟତ ରଆମୁଣି ଗ୍ରାମର ଭରାଳି ସାହିରେ ଜଣେ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତଦେହ ପଡ଼ିଥିବା ଦେଖିବାକୁ…

ଏଇ ଭାରତରେ

ଚାଇନା ବିଶ୍ୱରେ ଏକ ପ୍ରମୁଖ କାଗଜ ଉତ୍ପାଦନ କେନ୍ଦ୍ର ହେବାର ବହୁ ପୂର୍ବରୁ ଭାରତର ଏକ ଛୋଟ ଗାଁର ହାତତିଆରି କାଗଜର ଆଦୃତି ରହିଥିଲା ଏବଂ ପୂର୍ବ…

ଶେୟାର ବଜାରରେ ଯୁବପିଢ଼ି

ଭାରତୀୟ ଶେୟାର ବଜାର କେବଳ ଏକ ଆର୍ଥିକ ପ୍ରତିଷ୍ଠାନ ନୁହେଁ, ଏହା ଦେଶର ବିକାଶ, ଶିଳ୍ପାୟନ ଏବଂ ସମୃଦ୍ଧିର ଏକ ପ୍ରମୁଖ ଇଞ୍ଜିନ। ଏହା ହେଉଛି ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri