beggars in Odisha: ରାଜ୍ୟରେ ୫ହଜାରରୁ ଊର୍ଦ୍ଧ୍ୱ ଭିକାରି: ଏହି ଜିଲାରେ ସବୁଠୁ ଅଧିକ

ଭୁବନେଶ୍ୱର ୧୫ା୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ୫ହଜାର ୨୮୪ଜଣ ଭିକାରି ଅଛନ୍ତି। ସେଥିମଧ୍ୟରୁ କଟକରେ ସର୍ବାଧିକ ୧ହଜାର ୬୦ ଭିକାରି ରହିଛନ୍ତି। ଏନେଇ ଶୁକ୍ରବାର ବିଧାନସଭାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ ତଥ୍ୟ ଅନୁସାରେ, କଟକରେ ସର୍ବାଧିକ ଭିକାରି ଥିବାବେଳେ ବରଗଡ଼ରେ ୫୯୫, ଗଞ୍ଜାମରେ ୫୪୫, ବଲାଙ୍ଗୀରରେ ୪୮୨, ସୁନ୍ଦରଗଡ଼ରେ ୪୧୭ ଓ ପୁରୀରେ ୩୫୦ ଭିକାରି ଅଛନ୍ତି। ରାଜ୍ୟକୁ ଭିକାରିମୁକ୍ତ କରିବାକୁ ସରକାର ଅଭିଯାନ ଚଳାଇଛନ୍ତି। ଏଥିପାଇଁ ପ୍ରଥମ ପର୍ଯ୍ୟାୟରେ ପୁରୀଠାରେ ନୀଳାଦ୍ରି ନିଳୟ, ଭୁବନେଶ୍ୱରରେ ଏକାମ୍ର ନିଳୟ ଅଭିଯାନ ଜାରି ରହିଛି ବୋଲି ମନ୍ତ୍ରୀ କହିଛନ୍ତି। ବିଧାନସଭାରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ରଖି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ତଥ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିତ୍ତୀୟ ନିଅଣ୍ଟ ୨୩,୬୫୦ କୋଟିରୁ ଊର୍ଦ୍ଧ୍ୱ

ଭୁବନେଶ୍ୱର,୧୬।୯ (ରବିନାରାୟଣ ଜେନା): ରାଜ୍ୟର ଆର୍ଥିକ ପରିସ୍ଥିତିରେ ସୁଧାର ଆସୁନାହିଁ। କେନ୍ଦ୍ରୀୟ ଅନୁଦାନ ହାର ବର୍ଷକୁ ବର୍ଷ କମୁଥିବାବେଳେ ରାଜ୍ୟର ନିଜସ୍ବ ଉତ୍ସରୁ କମ୍‌ ପରିମାଣ ରାଜସ୍ବ…

ଆସାମ, ମିଜୋରାମ, ମହାରାଷ୍ଟ୍ର ଯିବ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୬।୯(ତ୍ରିନାଥ ମହାନ୍ତି): ୨୦୨୨ ମସିହାରେ ଆସାମର କାଚାର ଜିଲାରୁ ୨ଟି ଶାବକ ଓରାଙ୍ଗଉଟାନ ଉଦ୍ଧାର ହୋଇଥିଲା। ୨୦୨୩ ଅକ୍ଟୋବରରେ ମିଜୋରାମର ଆଇଜଲ ଜିଲାରୁ ଗୋଟିଏ ଓରାଙ୍ଗଉଟାନ ଉଦ୍ଧାର…

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?