ଲାଗିଲା ଲକ୍‌ଡାଉନ୍‌: ଫସିଛନ୍ତି ୮୦ ହଜାର ପର୍ଯ୍ୟଟକ

ବେଜିଂ,୭।୮: ଚାଇନାର ହଓ୍ବାଇରେ ଥିବା ହାଇନାନ୍‌ ଦ୍ୱୀପରେ ୮୦ ହଜାର ପର୍ଯ୍ୟଟକ ଫସି ରହିଛନ୍ତି। ହଓ୍ବାଇର ଡେପୁଟି ମେୟର୍‌ ଏହି ସୂଚନା ଦେଇଛନ୍ତି। କରୋନା ସଂକ୍ରମଣ ବୃଦ୍ଧି ଯୋଗୁ ହଠାତ୍‌ ଲକ୍‌ଡାଉନ୍‌ ଲାଗୁ ହେବା ଫଳରେ ପର୍ଯ୍ୟଟକମାନେ ଫସି ରହିଥିବା ସୂଚନା ମଳିଛି। ପର୍ଯ୍ୟଟକମାନଙ୍କୁ ୭ ଦିନ ରହିବା ପାଇଁ ପ୍ରଶାସନ କୁହାଯାଇଥିବା ବେଳେ ସ୍ଥାନ ଛାଡ଼ିବା ପୂର୍ବରୁ କୋଭିଡ୍‌ ପରୀକ୍ଷା କରିବାକୁ ଏକ ନିର୍ଦ୍ଦେଶ ଜାରି କରାଯାଇଛି।

ସମର ଭାକେଶନ ପାଇଁ ହଓ୍ବାଇ ବିଚ୍‌ ଏବଂ ତତ୍‌ସଂଲଗ୍ନ ଅଞ୍ଚଳରେ ଥିବା ହାଇଏଣ୍ଡ ହୋଟେଲରେ ପର୍ଯ୍ୟଟକଙ୍କ ସମାଗମ ଲାଗି ରହିଥାଏ। ହେଲେ କରୋନା ସଂକ୍ରମଣ ବୃଦ୍ଧି ଯୋଗୁ ବର୍ତ୍ତମାନ ସମସ୍ତ ଫ୍ଲାଇଟ୍‌ ଏବଂ ଟ୍ରେନ୍‌ ବାତିଲ୍‌ କରିଦିଆଯାଇଛି। ତେବେ ପର୍ଯ୍ୟଟକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ହୋଟେଲ ପକ୍ଷରୁ ରହଣିରେ ରିହାତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

ନେପାଳରେ ପୁଣି ଜଳପ୍ରଳୟ! ଶୋଇଥିଲେ ଲୋକେ, ହଠାତ ଭାସିଗଲା ୩ ପୋଲ, ଅନେକ ଘରେ ପଶିଲା ପାଣି

କାଠମାଣ୍ଡୁ,୧୧।୧୦: ନେପାଳର ଗୋରଖା ଜିଲାର ବୁଢ଼ୀ ଗଣ୍ଡକୀ ନଦୀରେ ହଠାତ ଆସିଥିବା ପ୍ରବଳ ବନ୍ୟା ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏଥିରେ ତିନୋଟି ପୋଲ ଭାସିଯାଇଥିବା ବେଳେ ବନ୍ୟାଜଳ…

ରିୟାଦ ବିମାନବନ୍ଦର ଉପରେ ବଡ଼ ଧରଣର ଆକ୍ରମଣ; ୧୨ ମୃତ ୩୦୦ରୁ ଅଧିକ ଆହତ

ରିଦ,୧୧।୧୦: ସାଉଦି ଆରବ ଏବଂ ୟେମେନର ହୁଥି ବିଦ୍ରୋହୀଙ୍କ ମଧ୍ୟରେ କ୍ରମାଗତ ଆକ୍ରମଣ ଜାରି ରହିଛି। ସମ୍ପ୍ରତି, ହୁଥି ବିଦ୍ରୋହୀମାନେ ସାଉଦି ଆରବର ରାଜଧାନୀ ରିୟାଦସ୍ଥିତ ‘କିଙ୍ଗ…

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?